-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||     

HOME   ଜିଲ୍ଲା

ଓଡିଶା ସରକାର ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ଆଦିବାସୀ କୋଟା କାଟିବା ପ୍ରସଙ୍ଗ..ହାଇକୋର୍ଟ କୁ ଗଲା ଆଦିବାସୀ ସଂଘ

08-Jan-2022



ବଲାଙ୍ଗିର(ସନ୍ତୋଷ କୁମାର ଠାକୁର) ଓଡିଶା ରାଜ୍ୟରେ ଆସନ୍ତା ଫେବୃଆରୀ ରେ ହେବାକୁ ଥିବା ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ରେ ଆଦିବାସୀ ମାନଙ୍କ ପାଇଁ ସରପଞ୍ଚ ପଦବୀ ଏବଂ ପଞ୍ଚାୟତ ସମିତି ଅଧ୍ୟକ୍ଷ ପଦବୀରେ ସଂରକ୍ଷଣ ବ୍ୟବସ୍ଥାକୁ ସରକାର ଉଛେଦ କରିଦେଇଛନ୍ତି lରାଜ୍ୟ ସରକାରଙ୍କ ଅସାମ୍ବିଧାନିକ କାର୍ଯ୍ୟ ପ୍ରତିବାଦରେ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘ  ପ୍ରତିଦିନ ଆନ୍ଦୋଳନ କରୁଛି l ଚିଠା ସଂରକ୍ଷଣ ବିଜ୍ଞପ୍ତି ବିରୁଦ୍ଧରେ ଆଦିବାସୀ ମାନଙ୍କ ଆପତ୍ତି ଅଭିଯୋଗ ଗୁଡିକୁ ସରକାର ବିଚାର ନ କରି ସାମ୍ବିଧାନିକ ସଙ୍କଟ ସୃଷ୍ଟି କରିଥିବାରୁ ଆଦିବାସୀ ସଂଘ ହାଇକୋର୍ଟ ରେ ମାମଲା ଦାୟର କରିଛି

   ସୂଚନାଯୋଗ୍ୟ ଯେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ 2022 ସକାଶେ ଓଡିଶା ସରକାରଙ୍କ ପଞ୍ଚାୟତ ରାଜ ଏବଂ ପାନୀୟ ଜଳ ବିଭାଗ,ଓଡିଶା ଗ୍ରାମ ପଞ୍ଚାୟତ ଆଇନ 1964 ଏବଂ ଓଡିଶା ପଞ୍ଚାୟତ ସମିତି ଆଇନ 1959 ଅନୁସାରେ ତା 4.10.21 ରେ ତାଙ୍କ ଚିଠା ସଂରକ୍ଷଣ ତାଲିକାରେ ଆଦିବାସୀ ତଥା ଅନୁସୂଚିତ ଜନଜାତି ମାନଙ୍କ ପାଇଁ,ଆଦିବାସୀ ଜନସଂଖ୍ୟା ଶତକଡା ଅନୁପାତ ରେ  ଓଡିଶା ର 23 ଟି ଜ଼ିଲ୍ଲା,195 ଟି ବ୍ଲକ ଏବଂ 6794 ଗ୍ରାମପଞ୍ଚାୟତ ପାଇଁ ସମିତି ସଭ୍ୟ,ସରପଞ୍ଚ,ବ୍ଲକ ଚେୟାରମ୍ୟାନ,ଜ଼ିଲ୍ଲା ପରିଷଦ ସଭ୍ୟ,ଜ଼ିଲ୍ଲା ପରିଷଦ ଅଧକ୍ଷ ପଦବୀରେ ସଂରକ୍ଷଣ ତାଲିକା ବିଜ୍ଞପ୍ତି ସର୍ବସାଧାରଣ ଙ୍କ ଅବଗତି ପାଇଁ ପ୍ରକାଶନ କରିଥିଲେ. ବ୍ଲକ ୱାରୀ ଆଦିବାସୀ ଜନସଂଖ୍ୟା ଆଧାରରେ ସରପଞ୍ଚ,ସମିତି ସଭ୍ୟ ପଦବୀରେ ସଂରକ୍ଷଣ କରାଯାଇଥିବା ବେଲେ ଜ଼ିଲ୍ଲା ୱାରୀ ଆଦିବାସୀ ଜନସଂଖ୍ୟା ଅନୁପାତ ରେ ଜ଼ିଲ୍ଲା ପରିଷଦ ସଭ୍ୟ ଏବଂ ବ୍ଲକ ଅଧକ୍ଷ ପଦବୀରେ ସଂରକ୍ଷଣ ଥିଲା.ବଲାଙ୍ଗିର ଜ଼ିଲ୍ଲା ର 317 ଟି ଗ୍ରାମ ପଞ୍ଚାୟତ ମଧ୍ୟରୁ 72 ଟି ସରପଞ୍ଚ ଏବଂ ସମିତି ସଭ୍ୟ ପଦବୀ ଅନୁସୂଚିତ ଜନଜାତି ପାଇଁ ସଂରକ୍ଷିତ ଥିବା ବେଲେ 14 ଟି ବ୍ଲକ ରୁ 3 ଟି ବ୍ଲକ ଅଧ୍ୟକ୍ଷ ପଦବୀ ଆଦିବାସୀ ଙ୍କ ପାଇଁ ସଂରକ୍ଷିତ ଥିଲା.କିନ୍ତୁ ଓଡିଶା ସରକାର ଙ୍କ ସେହି ପଂଚାୟତରାଜ ବିଭାଗ ଦ୍ୱାରା ତା 24.12.21ରେ ଜାରିହୋଇଥିବା ଵିଜ୍ଞାପନ ରେ ଆଦିବାସୀ ପାଇଁ ସଂରକ୍ଷିତ ସରପଞ୍ଚ ଏବଂ ବ୍ଲକ ଅଧ୍ୟକ୍ଷ କୋଟା ସମ୍ପୂର୍ଣ ଉଛେଦ କରାଯାଇଥିଲା.ସେହିପରି ବଲାଙ୍ଗିର ଜ଼ିଲ୍ଲାପାଳ ଦ୍ୱାରା ତା 27.12.2021 ର ଚିଠା ସଂରକ୍ଷଣ ତାଲିକାରେ ଆଦିବାସୀ କୋଟା ସମ୍ପୂର୍ଣ ଉଛେଦ କରାଯାଇଥିଲା. ଭାରତୀୟ ସମ୍ବିଧାନ ର ଧାରା 243 ଡି ଉପଧାରା 1 ରୁ 5 ରେ ଗ୍ରାମ ପଞ୍ଚାୟତ,ବ୍ଲକ,ଜ଼ିଲ୍ଲା ପରିଷଦ ର ସରପଞ୍ଚ,ସଭ୍ୟ,ବ୍ଲକ ଅଧ୍ୟକ୍ଷ ପାଇଁ ସଂରକ୍ଷଣ ଆଇନ ରହିଛି,ସେହିପରି ଓଡିଶା ଗ୍ରାମ ପଞ୍ଚାୟତ ଆଇନ,ଓଡିଶା ପଞ୍ଚାୟତ ସମିତି ଆଇନ ରେ ଆଦିବାସୀ ମାନଙ୍କ ପାଇଁ ରାଜନୈତିକ ପଦ ରେ ସଂରକ୍ଷଣ  ନିୟମ କାନୁନ ବଳବତ୍ତର ରହିଛି,କିନ୍ତୁ ଵିଧି ଦ୍ୱାରା ପାରିତ ସମସ୍ତ ଆଇନ କାନୁନ ନିତୀ ନିୟମ ଗୁଡିକୁ ସରକାର ଉଲଂଘନ କରି ଆଦିବାସୀ କୋଟା କାଟି ଦେବା ଘଟଣା କୁ ବରଦାସ୍ତ ନ କରି ଆନ୍ଦୋଳନ ଚଳାଇବା ସହିତ ସମ୍ବିଧାନ ବିରୋଧୀ କାର୍ଯ୍ୟକଳାପ ବିରୁଦ୍ଧରେ ଆଦିବାସୀ ସଂଘ ତରଫରୁ ଓଡିଶା ହାଇକୋର୍ଟ ରେ ମାମଲା ଦାୟର କରାଯାଇଛି.ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘ ତରଫରୁ  ଆଇନଜୀବୀ ସରୋଜ କୁମାର ପାଢ଼ୀ, ଅର୍ଜୁନ ଚରଣ ବେହେରା ମାମଲା ପରିଚାଳନା କରୁଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   25-Sep-2026
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026

You Might Also Like