-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||     

HOME   ରାଜନୀତି

ବିହାର NDA ରେ ମହାରାଷ୍ଟ୍ର ଭାଳି ସ୍ଥିତି ଉପୁଜିବ କି ?

11-Nov-2020



ଦିଲ୍ଲୀ, (ପ୍ରେରଣା ଖବର)- ବିହାର ନିର୍ବାଚନ ଫଳାଫଳ ପ୍ରକାଶ ପାଇଛି। ଏନଡିଏକୁ ଏଠାରେ ବହୁତମ ମିଳିଛି। ବିଜେପି ୭୪ଟି ଆସନ ଜିତି ସର୍ବାଧିକ ଆସନରେ ବିଜୟୀ ହୋଇଥିବା ବେଳେ ଜେଡିୟୁ ମାତ୍ର ୪୩ଟି ଆସନରେ ବିଜୟୀ ହୋଇଛି। ବିଜେପି ନିର୍ବାଚନୀ ପ୍ରଚାର ବେଳେ କିନ୍ତୁ ପ୍ରତିଶ୍ରୁତି ଦେଇଛି ଜନମତ ଏନଡିଏ ସପକ୍ଷରେ ଗଲେ ନୀତୀଶ ହିଁ ମୁଖ୍ୟମନ୍ତ୍ରୀ ହେବେ!!ତେବେ ଏହାରି ଭିତରେ ଟ୍ୱିଷ୍ଟ ଆଣିଛି ଶିବସେନା। ଏକଜିଟ୍ ପୋଲ ଦେଖି ବିଜେପି ବିରୋଧରେ ବିଷ ଓଗାଳୁଥିବା ଶିବସେନା ଫଳାଫଳ ପ୍ରକାଶ ପାଇବା ପରେ ବିହାର ଏନଡିଏକୁ ନେଇ ପ୍ରଶ୍ନ ଉଠାଇଛି। ଶିବସେନାର ମୁଖପାତ୍ର ‘ସାମ୍ନା’ ଖବରରାଗଜ ଜରିଆରେ ୨୦୧୯ରେ ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ଫଳାଫଳ କଥା ଦୋହରାଇଛି!! ବିହାରରେ ନୀତୀଶ କୁମାରଙ୍କୁ ଦିଆଯାଇଥିବା ପ୍ରତିଶ୍ରୁତି ପାଳନ କରିବା ଉପରେ ଶିବସେନା ବିଜେପିକୁ ପ୍ରଶ୍ନ କରିଛି। ଶିବସେନା କହିଛି ଯେ ବିହାର ନିର୍ବାଚନରେ ​​ବିଜେପି ତୁଳନାରେ ଜେଡିୟୁ କମ୍ ଆସନ ଜିତିଛି, ତେଣୁୁ ବିଜେପି ନୀତୀଶଙ୍କୁ ଦେଇଥିବା ପ୍ରତିଶ୍ରୁତି ପୂରଣ କରିବ ତ ? ଶିବସେନା ବିଜେପିକୁ ଛିଗୁଲେଇ କହିଛି ଯେ ୨୦୧୯ ନିର୍ବାଚନରେ ​​ବିଜେପି ଶିବସେନା ସମାନ ଆସନରେ ନିର୍ବାଚନ ଲଢ଼ିବେ ବୋଲି ସ୍ଥିର ହୋଇଥିଲା। ଆଉ ଅମିତ ଶାହା ସେତେବେଳେ କହିଥିଲେ ନୀତୀଶ କୁମାର ବିହାରର ମୁଖ୍ୟମନ୍ତ୍ରୀ ହେବେ କ୍ଷମତାକୁ ଫେରିଲେ। ଏବେ ଅମିତ ଶାହ ଫଳାଫଳ ଦେଖିବା ପରେ ତାଙ୍କ ପ୍ରତିଶ୍ରୁତି ପାଳନ କରିବ ତ ବୋଲି ଶିବସେନା ସନ୍ଦେହ ପ୍ରକାଶ କରିଛି। ବିହାରରେ ନୀତୀଶ କୁମାରଙ୍କ ଜେଡିୟୁ କମ୍ ଆସନରେ ବିଜୟୀ ହୋଇ ବିଜେପି ତୁଳନାରେ ତେଣୁ ନୀତୀଶ ମୁଖ୍ୟମନ୍ତ୍ରୀ ଆସନରେ ବସିବା ସହଜରେ ବସିବା ସମ୍ଭବ ନୁହଁ ବୋଲି ଶିବସେନା କହିଛି!!  ତେବେ ଶିବସେନା ତେଜସ୍ୱୀ ଯାଦବଙ୍କୁ ପ୍ରଶଂସା କରିଛି। ବିହାରର ଜଣେ ନୂଆ ଯୁବ ଚେହେରା ବୋଲି ଶିବସେନା କହିଛି। ତେଜସ୍ୱୀ ନିଜର ସଂଯମତା ହରାଇ ନାହାନ୍ତି। ଫଳାଫଳ ଯାହା ହେଉ ହେଲେ ଆରଜେଡିର ଭୋଟ୍ ବ୍ୟାଙ୍କ ମଜବୁତ ହୋଇଛି। ଏଥିସହ ତେଜସ୍ୱୀ ଯାଦବ ମୋଦି, ଜେପି ନଡ୍ଡା, ଯୋଗୀ ଆଦିତ୍ୟନାଥଙ୍କ ଭଳି ଚେହେରା ସହିତ ମୁହାଁମୁହିଁ ହୋଇଥିଲେ ମଧ୍ୟ ଚମତ୍କାର ପ୍ରଦର୍ଶନ କରିଛନ୍ତି ବୋଲି ଶିବସେନା ‘ସାମ୍ନା’ ଜରିଆରେ କହିଛି!!


News Comment




Photo in News

Advertisment
Lastest News
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026

You Might Also Like