-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||     

HOME   ଜିଲ୍ଲା

ସିନ୍ଧେକେଲା ଅଞ୍ଚଳରେ ପୁଣି ଥରେ ଗଞ୍ଜେଇ ଜବତ , ଭୁସଲାଡ ରେ ଅବକାରୀ ବିଭାଗର ଏକକାଳୀନ ଚଢାଉ ୨୫ କେଜି ଗଞ୍ଜେଇ ଜବତ।

11-Jan-2022



ସିନ୍ଧେକେଲା : ବଲାଙ୍ଗୀର ଜିଲ୍ଲା ସିନ୍ଧେକେଲା ଥାନା ଅନ୍ତର୍ଗତ ଭୁସଲାଡ ଗ୍ରାମରୁ ଅବକାରୀ ବିଭାଗ ଏକକାଳୀନ ଚଢାଉ କରି ତୁକଡେଶ୍ବର ଯୋଶୀଙ୍କ ଘରୁ ୨୫ କେଜି ଗଞ୍ଜେଇ ଜବତ କରିବାରେ ସଫଳ ହୋଇଛି। ସୋମବାର ଦିନ ସକାଳ ୧୦ ଟା ସମୟରେ କୌଣସି ସୁତ୍ରରୁ ଖବରପାଇ କଣ୍ଟାବାଞ୍ଜି ଅବକାରୀ ଇନ୍ସପେକ୍ଟର ବିଶ୍ବନାଥ ପରିଡା ଙ୍କ ନେତୃତ୍ବ ରେ ହୋଇଥିବା ଏହି ଚଢାଉରେ ଟିଟିଲାଗଡ ଅବକାରୀ ଓଆଇସି ସତ୍ଯ ନାରାୟଣ ଦାସ, ଓଆଇସି ବଙ୍ଗୋମୁଣ୍ଡା ଅଲେଖ ପୁଟେଲ , ଏଏସଆଇ ବଲରାମ ପ୍ରଧାନ, ଏଏସଆଇ ଦୟାନିଧି ବାରିକ ପ୍ରମୁଖ ଙ୍କ ସହ ତିନୋଟି ଟିମ ଏକକାଳୀନ ଚଢାଉ କରି ଏତେ ମାତ୍ରାର ଗଞ୍ଜେଇ ଧରିବାରେ ସଫଲ ହୋଇଥିଲେ। ସୁଚନାନୁଯାଇ ଅବକାରୀ ବିଭାଗ ଚଢାଉ କରିବା ବେଳେ ଯୋଶୀ ନିଜ ଘର ପଛପଟେ ଏକ ଜରି ବସ୍ତାରେ ପେକିଙ୍ଗ ହୋଇଥିବା ଗଞ୍ଜେଇ କୁ ଲୁଚାଉଥିବା ସମୟରେ ଅବକାରୀ ବିଭାଗ କାବୁ କରିବାରେ ସଫଳ ହୋଇଥିଲା। ଏହାର ଆନୁମାନିକ ମୂଲ୍ଯ ୧ ଲକ୍ଷ ତିରିଶ ହଜାର ଟଙ୍କା ହୋଇପାରେ ବୋଲି ଜଣାପଡିଛି । ତେବେ ଅବକାରୀ ବିଭାଗ ଗଞ୍ଜେଇ ଜବତ କରିବାସହ ତୁକଡେଶ୍ବର ଯୋଶୀଙ୍କୁ ଅବକାରୀ କେସ ନମ୍ବର ୩୩/୨୦୨୨ ରେ ଏକ ମାମଲା ରୁଜୁ କରି କଣ୍ଟାବାଞ୍ଜି ଏଡିଜେ କୋର୍ଟ ଚାଲାଣ କରାଯାଇଛି । ତେବେ ସେଠାରେ ଜାମିନ ନାମଞ୍ଜୁର ହେବାରୁ ତାଙ୍କୁ ଜେଲ ହାଜତକୁ ପଠାଇ ଦିଆଯାଇଥିବା ବଙ୍ଗୋମୁଣ୍ଡା ଅବକାରୀ ଓଆଇସି ଅଲେଖ ପୁଟେଲ ସୁଚନା ଦେଇଛନ୍ତି। ପ୍ରକାଶ ଥାଉକି ସିନ୍ଧେକେଲା ଥାନା ଅନ୍ତର୍ଗତ ଭୁର୍ଷାଗୁଡା - ଚାନ୍ଦୋତରା ଦେଶୀ ମଦଭାଟି ନିକଟରେ ଡିସେମ୍ବର ୫ ତାରିଖ ରବିବାର ଏକ ପଲସର ( ଓଆର ୧୭ ଜି ୩୬୧୯ )      ଦୁର୍ଘଟଣା ଗ୍ରସ୍ତ ହୋଇଥିଲା। ବାଇକ ରେ ଥିବା ୩ ଟି ବ୍ୟାଗ ରୁ  ଏକ ବ୍ୟାଗ ସାମାନ୍ଯ ଫାଟି ଯିବାରୁ ବ୍ୟାଗରେ ଗଞ୍ଜେଇ ଥିବା ଜଣାପଡିବା ଭୟରେ ବାଇକ ଚାଳକ ଓ ପଛରେ ବସିଥିବା ଘଟଣା ସ୍ଥଳରୁ ଫେରାର ହୋଇ ଯାଇଥିଲେ । ତିନୋଟି ବ୍ୟାଗରୁ ୫ ଟି ମେସିନ ପ୍ରେସ ହୋଇଥିବା ଗଞ୍ଜେଇ ପ୍ୟାକେଟ ରେ ୩୦ କେଜି ଗଞ୍ଜେଇ ବାହାରିଥିଲା। ତେବେ ଅଦ୍ୟାବଧି ପର୍ଯ୍ୟନ୍ତ ସେହି ପଲସର ବାଲା କିଏ , କୋଉ ଠାରୁ କେଉଁଠି କୁ ଗଞ୍ଜେଇ ଚୋରାଚାଲାଣ ହେଉଥିଲା , କିଏ ନେଉଥିଲା , ସେହି ଗାଡିରେ ବସିଥିବା ଲୋକ ଓ ଚାଳକ କିଏ ପୋଲିସ ବର୍ତ୍ତମାନ ପର୍ଯ୍ୟନ୍ତ ଜାଣିପାରି ନାହିଁ । କେବଳ ଗାଡି ଓ ଗଞ୍ଜେଇ ଜବତକରି କାମ ଶେଷ କରି ଦେଇଛି । ଗୁରୁତ୍ବପୂର୍ଣ୍ଣ କଥା ହେଉଛି ସିନ୍ଧେକେଲା ଥାନା ବଲାଙ୍ଗୀର, କଳାହାଣ୍ଡି ଓ ନୁଆପଡା ଜିଲ୍ଲାର ସିମାନ୍ତ ଅଞ୍ଚଳ ରେ ଅବସ୍ଥିତ ଥିବାରୁ ଏହି ଥାନା ଅଞ୍ଚଳ ଦେଇ ପ୍ରତିଦିନ ଗୋଚାଲାଣ, ଗଞ୍ଜେଇ, ନକଳି ମଦ, କଫ ସିରଫ ଭଲି ଚୋରାଚାଲାଣ ଚାଳିଥିଲେ ହେଁ ବିଭାଗୀୟ ଅଧିକାରୀ ମାନଙ୍କ ଇଛାଶକ୍ତି ଅଭାବରୁ ଚୋରାଚାଲାଣ ବେଶ ଆରାମରେ ଚାଳୁଥିବା ଅଞ୍ଚଳରେ ଚର୍ଚ୍ଚା ହେଉଛି। 


News Comment




Photo in News

Advertisment
Lastest News
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026

You Might Also Like