-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||     

HOME   ଜିଲ୍ଲା

*ମୋ ସହ କାରରେ ପୁରୀ ଆସିଲେ ମୋବାଇଲ ଫେରାଇ ଦେବି; ଲୁଟ ପରେ ଲୁଟେରାର ବାର୍ତ୍ତା*

11-Jan-2022



ଭୁବନେଶ୍ୱର(ସୁଭାସିସ ନାୟକ):  ଫେସବୁକ୍ରେ ପୋଲିସ ପରିଚୟ ଦେଇ ଯୁବତୀଙ୍କ ସହ ବନ୍ଧୁତା । ପରେ ଯୁବତୀଙ୍କଠାରୁ ଫୋନ୍ ଝାମ୍ପିନେଇ ତାଙ୍କୁ ପୁରୀ ଗଲେ ଫୋନ୍ ମିଳିବ ବୋଲି କହିଛନ୍ତି ନକଲି ପୋଲିସ । ଯାହାକୁ ନେଇ ଯୁବତୀ ଜଣକ ମଞ୍ଚେଶ୍ୱର ଥାନାର ଦ୍ୱାରସ୍ଥ ହୋଇଛନ୍ତି । ପୋଲିସ ଯୁବତୀଙ୍କ ଅଭିଯୋଗକ୍ରମେ କେସ୍ ନଂ-୪/୨୨ରେ ୩୯୨ ଧାରାରେ ମାମଲା ରୁଜୁ କରି ଘଟଣାର ଅନୁସନ୍ଧାନ କରୁଛି ।ଶୁଭଲକ୍ଷ୍ମୀ ନାୟକ(୨୧) ଏଠାରେ ସ୍ଥାନୀୟ ପଳାଶୁଣୀ ଅଞ୍ଚଳରେ ଭଡାରେ ରୁହନ୍ତି । ଜାନୁୟାରୀ ୧ ତାରିଖରେ ଫେସବୁକ୍ରେ ଜନୈକ ଯୁବକଙ୍କ ସହ ତାଙ୍କ ବନ୍ଧୁତା ହୋଇଥିଲା । ଫେସବୁକ୍ରେ ଉକ୍ତ ଯୁବକଙ୍କ ନାମ ଜିତୁ ଦାସ ଥିବାବେଳେ ସେ ଜଣେ ପୋଲିସ ଅଫିସର ବୋଲି ଉଲ୍ଲେଖ ଥିଲା । ପରେ ଉଭୟଙ୍କ ମଧ୍ୟରେ ଫୋନ୍ ନମ୍ବର ଦେଣନେଣ ସହ ଚାଟିଂ ଚାଲିଥିଲା । ଶନିବାର ସନ୍ଧ୍ୟା ପ୍ରାୟେ ସାଢେ ୭ଟା ସମୟରେ ପରିବା କିଣିବାକୁ ଯାଉଥିଲେ । ହାତରେ ମୋବାଇଲ୍ ଫୋନ୍ ଧରି ଚାଲିଚାଲି ଯାଉଥିବା ସମୟରେ ହଠାତ୍ କେହିଁ ଜଣେ ପଛପଟୁ ଗାଡ଼ିରେ ଆସି ସେ ଧରିଥିବା ମୋବାଇଲ ଫୋନ୍ଟିକୁ ଛଡ଼ାଇ ନେଇଥିଲେ । ସେ ସେମାନଙ୍କୁ ଚିହ୍ନି ପାରିନଥିବା ବେଳେ ଗାଡ଼ିଟି ନୀଳ ରଙ୍ଗର ଥିବା ଜାଣିପାରିଥିଲେ ।
ଘଟଣା ପର ଦିନ ଅର୍ଥାତ ରବିବାର ସକାଳେ ଯୁବତୀ ଜଣଙ୍କ ସେ ବ୍ୟବହାର କରୁଥିବା ମୋବାଇଲ୍ ନମ୍ବରଟିକୁ କଲ୍ କରିଥିଲେ । ଫୋନ୍କୁ ଜଣେ ଯୁବକ ଉଠାଇଥିଲେ । ଆଉ କହିଥିଲେ, ମୁଁ ଜିତୁ ଦାଶ ଓଡ଼ିଶା ପୋଲିସରୁ କହୁଛି । ସେ ମୋବାଇଲ୍କୁ ଲୁଟି ନେଇଥିବା ସ୍ୱୀକାର କରିବା ସହ ମୋବାଇଲ୍ ଫେରାଇବା  ପାଇଁ ଏକ ସର୍ତ୍ତ ରଖିଥିଲେ । ସେ କହିଥିଲେ ନୀଳ ରଙ୍ଗର ଗାଡ଼ିଟି ଆଣିଛି ଗାଡ଼ି ଭିତରକୁ ଆସ, ମିଶିକି ପୁରୀ ବୁଲିବାକୁ ଯିବା  । ସେଠାରେ ମୁଁ ତୋ ଫୋନ୍ ଫେରାଇଦେବି । ଯୁବତୀ ଜଣଙ୍କ ଘଟଣା ସମ୍ପର୍କରେ ଘର ମାଲିକଙ୍କୁ ଜଣାଇବା ସହ ଗାଡ଼ିଟିକୁ ଅଟକାଇଥିବା ବେଳେ ଯୁବକ ଜଣଙ୍କ ତାଙ୍କୁ ଧକ୍କା ଦେଇ ପଳାଇଥିଲା । ପରେ ଯୁବତୀ ଜଣଙ୍କ ମଞ୍ଚେଶ୍ୱର ଥାନାରେ ଲିଖିତ ଅଭିଯୋଗ କରିଛନ୍ତି । ତାଙ୍କ ଅଭିଯୋଗକ୍ରମେ ପୋଲିସ ଏକ ମାମଲା ରୁଜୁ କରି ଘଟଣାର ଅନୁସନ୍ଧାନ କରୁଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026

You Might Also Like