-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||     

HOME   ଜିଲ୍ଲା

ପାଇକମାଳ ବରିଷ୍ଠ ନାଗରିକ ସଂଘ ର ବୈଠକ ଅନୁଷ୍ଠିତ

11-Jan-2022



ପଦ୍ମପୁର:- ବରଗଡ଼ ଜିଲ୍ଲା ପଦ୍ମପୁର ଉପଖଣ୍ଡ ଅନ୍ତର୍ଗତ
ପାଇକମାଳ ସ୍ଥିତ ନୃସିଂହନାଥ ଧର୍ମଶାଳା ଠାରେ ବରିଷ୍ଠ ନାଗରିକ ସଂଘ ର ସଭାପତି ନନ୍ଦଲାଲ ତ୍ରିବେଦୀ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି lଉକ୍ତ ବୈଠକ ରେ ସଂଘ ର ସମସ୍ତ ଉପସ୍ଥିତିରେ କେତେକ ପ୍ରସଙ୍ଗ କୁ ନେଇ ଆଲୋଚନା କରାଯାଇଥିଲା lସେ ଗୁଡିକ ହେଲା ସଭ୍ୟ ମାନଙ୍କର ଅଭିଯୋଗ ଅନୁଯାୟୀ ୧- କାଳିଆ ଯୋଜନା ଓ ଆବାସ ଯୋଜନା ରୁ ବଞ୍ଚିତ ହିତାଧିକାରୀ ମାନଙ୍କୁ ପ୍ରଦାନ ୨-ଲୋକେ ଦିର୍ଘ ୩ ମାସ ହେଲା ସରକାରୀ କିରୋସିନ ପାଇବାରୁ ବଞ୍ଚିତ ୩-ପାଇକମାଳ ସରକାରୀ ଡାକ୍ତରଖାନା ରେ ମହିଳା ଡାକ୍ତର ଏବଂ ପୁରୁଷ ଡାକ୍ତର ଅତିଶିଘ୍ର ଯୋଗାଯାଉ lଶେଷ ରେ ନୃସିଂହନାଥ-ପାଇକମାଲ ଦେଇ ରେଲ ଲାଇନ ସଂଯୋଗ ହୋଇଥିବାରୁ ପାଇକମାଳ ର ବରିଷ୍ଠ ନାଗରିକ ସଂଘ ର ସମସ୍ତ ସଭ୍ୟ ମାନ୍ୟବର ସାଂସଦ ସୁରେଶ ପୂଜାରୀ, ମନ୍ତ୍ରୀ ସୁଶାନ୍ତ ସିଂ, ରାଜ୍ୟ ସଭା ସଦସ୍ୟ ପ୍ରଶନ୍ନ ଆଚାର୍ଯ୍ୟ, କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଓ ପଶ୍ଚିମ ଓଡ଼ିଶା ର ସମସ୍ତ ନେତୃବୃନ୍ଦ ଙ୍କୁ ଅଶେଷ ଅଶେଷ ଧନ୍ୟବାଦ ଜ୍ଞାପନ କରାଯାଇଥିଲା lଏହି ବୈଠକ ରେ ସଂଘ ର ସମ୍ପାଦକ ଭାଗ୍ୟର ସାହୁ,ସହ-ସମ୍ପାଦକ ତପନ ବଢ଼େଇ, ସଂଯୋଜକ ସୁବାଷ ସାହୁ, ପିତବାସ ମେହେର,କବିରାଜ ରାଉତ ପ୍ରମୁଖ ଉପସ୍ଥିତ ଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026

You Might Also Like