-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||     

HOME   ଜିଲ୍ଲା

ଢେଙ୍କାନାଳ : ପରିତ୍ୟକ୍ତ କୂଅ ମଧ୍ୟରୁ ଜଙ୍ଗଲୀ ବାରର୍ହା କୁ ଉଦ୍ଧାର କଲା ଜଙ୍ଗଲ ବିଭାଗ

12-Jan-2022



ଢେଙ୍କାନାଳ (ତାପସ ଦାସ) // ଢେଙ୍କାନାଳ ଜିଲ୍ଲା ଶଢଙ୍ଗୀ ବନଖଣ୍ଡ ଅଧିନସ୍ଥ ରତନପୁର ଗ୍ରାମପଞ୍ଚାୟତ ଅନ୍ତର୍ଗତ  ଚଣ୍ଡିଆ ଗ୍ରାମର ଏକ ପରିତ୍ୟକ୍ତ କୂଅ ମଧ୍ୟରେ ଏକ ଜଙ୍ଗଲୀ ବାରର୍ହା ଆଜି ସକାଳୁ ପଡି ଯାଇଥିଲା lଏହାର ଓଜ଼ନ ପ୍ରାୟ ଏକ କ୍ୱିଣ୍ଟାଲ ରୁ ଅଧିକ ହେବ l  

ଏ ବିଷୟରେ  ସଂଗେ ସଂଗେ ଶଢଙ୍ଗୀ ବନଖଣ୍ଡ ଅଧିକାରୀଙ୍କୁ ଜଣାଇ ଦିଆଯାଇଥିଲା l ବନ ବିଭାଗ ଆସିବା ପୂର୍ବରୁ ଗ୍ରାମର ଯୁବ ସଂଗଠନ ବାରର୍ହା ଟିକୁ ବଞ୍ଚେଇ ରଖିବା ପାଇଁ କଦଳୀ ଗଛ କୂଅ ମଧ୍ୟରେ ପକାଇ ଥିଲେ lଯଦ୍ୱାରା ବାରର୍ହାଟି ଗଛ ଉପରେ ବସି ଭାସି ଥିଲା l ପ୍ରାୟ ତିନି,ଚାରି ଘଣ୍ଟା ବିଳମ୍ବରେ ଖଙ୍କିରା ଫରେଷ୍ଟ ବିଟ ରୁ ଫରେଷ୍ଟ ଗାର୍ଡ ଦୁଷ୍ମନ୍ତ ସିଂ ଙ୍କ

ତତ୍ବାବଧାନରେ  ଜଙ୍ଗଲ ବିଭାଗ କର୍ମଚାରୀ ଓ ଗ୍ରାମବାସୀଙ୍କ ସହଯୋଗରେ ଜଙ୍ଗଲୀ ବାରର୍ହା ଟିକୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇ ନିଶ୍ଚନ୍ତା ସଂରକ୍ଷିତ ଜଙ୍ଗଲରେ ଛଡା ଯାଇଥିଲା l ଏହି ଉଦ୍ଧାର କାର୍ଯ୍ୟରେ ୟୁନାଇଟେଡ଼ ଫ୍ରେଣ୍ଡଷ୍ କ୍ଲବ ର ସଦସ୍ୟ ମାନେ ସହଯୋଗ କରିଥିଲେ l ସୂଚନା ଅନୁଯାୟୀ ରତନପୁର  ପଂଚାୟତ ଟି ନିସ୍ଚନ୍ତା ସଂରକ୍ଷିତ ଜଙ୍ଗଲ କୁ ଲାଗି ରହିଥିବାରୁ ଜଙ୍ଗଲୀ ଜନ୍ତୁ ମାନେ  ଅବାଧରେ ପ୍ରବେଶ କରି ଗ୍ରାମରେ ଅନେକ କ୍ଷତି ଘଟାଇ ଥାନ୍ତି l ଜଙ୍ଗଲର ଚତୁଃପାର୍ଶ୍ୱରେ ଟ୍ରେଞ୍ଚ କରା ଯିବାପାଇଁ ବାରମ୍ବାର ଦାବି ସତ୍ତ୍ୱେ ଜଙ୍ଗଲ ବିଭାଗ ପଦକ୍ଷେପ ନ ନେବା ଗ୍ରାମବାସୀଙ୍କ ପାଇଁ ଚିନ୍ତାର କାରଣ ହୋଇଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026

You Might Also Like