-+91-9937148622 |

prerana_bgr@rediffmail.com |

  Wednesday 23rd September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||      ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||      ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ    (22-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||     

HOME   ଜିଲ୍ଲା

କୋଭିଡ ପର୍ଯ୍ୟବେକ୍ଷକଙ୍କ ବୌଦ୍ଧ ଗସ୍ତ , ବୌଦ୍ଧ ଜିଲ୍ଲାର ବିଭିନ୍ନ ବିଦ୍ୟାଳୟ ପରିଦର୍ଶନ, ଜିଲ୍ଲାରେ କୋଭିଡ଼ ସ୍ଥିତିର ସମୀକ୍ଷା

12-Jan-2022



ବୌଦ୍ଧ,(ପ୍ରେରଣା ଖବର ବ୍ୟୁରୋ) ତଫସିଲଭୁକ୍ତ ଜାତି ଓ ଜନଜାତି ବିଭାଗର ସ୍ୱତନ୍ତ୍ର ସଚିବ ବିଶ୍ୱ ରଞ୍ଜନ ସାସମଲ କୋଭିଡ ପର୍ଯ୍ୟବେକ୍ଷକ ଭାବରେ ବୌଦ୍ଧଜିଲା ଗସ୍ତରେ ଆସି ଜିଲାରେ କୋଭିଡ ଓ ଓମିକ୍ରନର ପରିସ୍ଥିତି ନେଇ ସମୀକ୍ଷା କରିଛନ୍ତି । ସେ ଭୁବନେଶ୍ୱରରୁ ବୌଦ୍ଧ ଆସିବା ରାସ୍ତାରେ ହରଭଙ୍ଗା ବ୍ଲକ ଝାଡରାଜିଙ୍ଗସ୍ଥିତ ତଫସିଲଭୁକ୍ତ ଜାତି ଓ ଜନଜାତି ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିଦର୍ଶନ କରିବା ସହିତ ପୁରୁଣାକଟକ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଏବଂ ନିର୍ମାଣାଧିନ ୫ଟି ବିଦ୍ୟାଳୟ ପରିଦର୍ଶନ କରିଥିଲେ । ଏଥିସହିତ ବଡବନ୍ଧ ସ୍ଥିତ ଆବାସିକ କନ୍ୟାଶ୍ରମ,ଲୁଣିବାହାଲ ବାବୁ ଜଗଜୀବନ

ଛାତ୍ରାବାସ ଓ ନିର୍ମାଣାଧିନ ୫ଟି ବିଦ୍ୟାଳୟ ପରିଦର୍ଶନ କରିଥିଲେ । ପରେ ପରେ ବୌଦ୍ଧ ମୁଖ୍ୟଚିକତ୍ସାଳୟ ସ୍ଥିତ କୋଭିଡ ଚିକିତ୍ସାଳୟକୁ ଯାଇ କୋଭିଡ ସ୍ଥିତି ନୀରିକ୍ଷଣ କରିବା ସହିତ ଅମ୍ଳଜାନ କାରଖାନା ପରିଦର୍ଶନ କରିଥିଲେ । ଏଥିସହିତ ଚିକିତ୍ସାଳୟ କର୍ମଚାରୀ, ସୂରକ୍ଷା କର୍ମଚାରୀ , ଆଇସିୟୁ ଓ ଭେଣ୍ଟିଲେଟର ବ୍ୟବସ୍ଥା ଦେଖିଥିଲେ । ପରେ ଶ୍ରୀ ସାସମଲ ସର୍କିଟ ହାଉସ ଠାରେ କୋଭିଡ ପରିସ୍ଥିତି ନେଇ ଏକ ସମୀକ୍ଷା ବୈଠକରେ ଜିଲାରେ କୋଭିଡ ଓ ଓମିକ୍ରନର ମୁକାବିଲା ପାଇଁ ଜିଲା ପ୍ରଶାସନ ଓ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ହୋଇଥିବା ପ୍ରସ୍ତୁତିକୁ ନେଇ ସନ୍ତୋଷ ବ୍ୟକ୍ତ କରିଥିଲେ । ବୈଠକରେ ଜିଲାପାଳ ଲଲାଟେନ୍ଦୁ ମିଶ୍ର, ଆରକ୍ଷୀ ଅଧିକ୍ଷକ ଜ୍ଞାନରଞ୍ଜନ ମହାନ୍ତି, ଅତିରିକ୍ତ ଜିଲାପାଳ ବବିତାରାଣୀ ଦଳବେହେରା, ଉପଜିଲାପାଳ ସନତ କୁମାର ନାଏକ , ଜିଲାମୁଖ୍ୟ ଚିକିତ୍ସାଅଧିକାରୀ ଡା. ଅଭୟ କୁମାର ଦାସ  ବୌଦ୍ଧ ବିଜ୍ଞାପିତ ଅଞ୍ଚଳ ପରିଷଦର କାର୍ଯ୍ୟନିର୍ବାହୀ ଅଧିକାରୀ ଇଂ. ମନୋରଞ୍ଜନ ପଣ୍ଡା, କଣ୍ଟମାଳ  ବିଡିଓ କଳାକୃଷ୍ଣ ପ୍ରଧାନ, ତହସିଲଦାର ରୀନା ପ୍ରଧାନ,ଡେପୁଟି କଲେକଟର ବିଜୟ କୁମାର ପ୍ରଧାନ , ସହକାରୀ ଜିଲାପାଳ ବିରଞ୍ôଚ ଧରୁଆ, ଏଡିଏମଓ କିଶୋର ଚନ୍ଦ୍ର ପଟ୍ଟନାୟକ, ଜାତୀୟ ସ୍ୱାସ୍ଥ୍ୟ ମିଶନର ଜିଲା ପ୍ରୋଗ୍ରାମ ମ୍ୟାନେଜର ରୂପକ କୁମାର ମହାପାତ୍ର ଏବଂ ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ରିତାକାନ୍ତି ବଳିୟାରସିଂହଙ୍କ ସମେତ ସମସ୍ତ କର୍ମଚାରୀ ଉପସ୍ଥିତ ଥିଲେ ।  ଆଗକୁ ମକର ସଂକ୍ରାନ୍ତି ଏବଂ ପଞ୍ଚାୟତ ନିର୍ବାଚନ ଆସୁଥିବାରୁ

ଗ୍ରାମମାନଙ୍କରେ ସଚେତନତାର ଆବଶ୍ୟକତା ଅଧିକ ରହିଛି ବୋଲି ପର୍ଯ୍ୟବେକ୍ଷକ ଶ୍ରୀସାସମଲ ମତବ୍ୟକ୍ତ କରିଥିଲେ । ଜିଲାରେ ଥିବା ଧର୍ମାନୁଷ୍ଠାନ ଗୁଡିକରେ ସଚେତନତା ବାର୍ତ୍ତା , ବେନର ଓ ପୋଷ୍ଟର ଲଗାଇବା , ଗାଁ ଗାଁରେ ପ୍ରଚାର ପ୍ରସାର କରିବା ପାଇଁ ରଥ ବୁଲିବା, ଡାକବାଜି ଯନ୍ତ୍ର ସାହାଯ୍ୟରେ ପ୍ରଚାର କରିବା , ଗାଁ କଲ୍ୟାଣ ସମିତି ଜରିଆରେ ମାସ୍କ ପିନ୍ଧିବା ପାଇଁ ଶପଥ କରାଇବା , ଏନସିସି , ସ୍କାଉଟ, ଗାଇଡ ଓ ବିଭିନ୍ନ ସଂପ୍ରଦାୟ ସହିତ  ଗାଁ ଲୋକଙ୍କୁ ଏହି ସଚେତନତା ପାଇଁ ଦାୟିତ୍ୱ ଦେବା ଆଦି ଉପରେ ଗୁରତ୍ୱ ଦେବା ସହ କରୋନା ମହାମାରୀ ସମୟରେ ଲୋକଙ୍କ ଜୀବନ ଜିବିକାରେ ଯେପରି ଅସୁବିଧା ନହୁଏ ସେଥିପ୍ରତି ଦୃଷ୍ଟି ଦେବାକୁ  ଶ୍ରୀ ସାସମଲ  ବୈଠକରେ ଜିଲାପ୍ରଶାସନକୁ ପରାମର୍ଶ ଦେଇଥିଲେ । ଅପରାହ୍ନରେ ଶ୍ରୀସାସମଲ ନିୟନ୍ତ୍ରିତ ବଜାର କମିଟି ପକ୍ଷରୁ ଚାଷୀମାନଙ୍କ ଉଦ୍ଦେଶ୍ୟରେ ନିର୍ମାଣାଧିନ ଆଦର୍ଶ କୃଷି ବଜାର ବୁଲି ଦେଖିବା ସହିତ ବୌଦ୍ଧର ଐତିହାସିକ ସଂଗ୍ରହାଳୟ ବୁଲି ଜିଲାପ୍ରଶାସନର ଉଦ୍ୟମକୁ ପ୍ରଶଂସା କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ   22-Sep-2026
  ଜିଲ୍ଲା  
ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   22-Sep-2026
  ରାଜ୍ୟ  
ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   22-Sep-2026
  ଜିଲ୍ଲା  
ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ   22-Sep-2026
  ଜିଲ୍ଲା  
*ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   22-Sep-2026
  ଜିଲ୍ଲା  
*୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   22-Sep-2026
  ଜିଲ୍ଲା  
*ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   22-Sep-2026
  ଜିଲ୍ଲା  
ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   22-Sep-2026
  ରାଜ୍ୟ  
ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ   22-Sep-2026
  ଜିଲ୍ଲା  
ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   22-Sep-2026
  ଜିଲ୍ଲା  
ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ   22-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026

You Might Also Like