-+91-9937148622 |

prerana_bgr@rediffmail.com |

  Wednesday 23rd September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||      ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||      ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ    (22-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||     

HOME   ଜିଲ୍ଲା

ବିକାଶ ଲ’ ସ୍କୁଲ୍‌ରେ ଜାତୀୟ ଯୁବ ଦିବସ ପାଳିତ

12-Jan-2022



ବରଗଡ଼: ବିକାଶ ଲ’ ସ୍କୁଲ୍ ରେ “ଜାତୀୟ ଯୁବ ଦିବସ” ଅବସରରେ ଏକ ଜାତୀୟ ୱେବିନାର୍ ପାଳିତ ହୋଇଯାଇଛି । ବିକାଶ ଲ’ ସ୍କୁଲ୍ ର ଅଧ୍ୟକ୍ଷ ପ୍ରଫେସର୍ ଡ.ବିକ୍ରମ କୁମାର ଦାସଙ୍କ ପୌରୋହିତ୍ୟରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ସେ ପ୍ରାରମ୍ଭିକ ସୂଚନା ପ୍ରଦାନ କରିବା ସହିତ ଅତିଥି ପରିଚୟ ପ୍ରଦାନ କରିଥିଲେ । ଛାତ୍ରଛାତ୍ରୀଙ୍କୁ ବିବେକାନନ୍ଦଙ୍କ ଜୀବନ ଶୈଳୀରେ ଅନୁପ୍ରାଣିତ ହେବା ସହିତ ସମ୍ପ୍ରତି ଯୁବସମାଜର ଭାରତରେ ଭୂମିକା ଉପରେ ସମ୍ବୋଧିତ କରିଥିଲେ । ଏହି ଅବସରରେ ମୁଖ୍ୟ ଅତିଥି ଓ ରିସୋର୍ସ୍ ପର୍ସନ୍ ଭାବରେ କିଟ୍ ଲ’ ସ୍କୁଲ୍ ର ବରିଷ୍ଠ ପ୍ରଫେସର ଡ.ଯୁଗଳ କିଶୋର ଯୋଗଦେଇ ଆଲୋଚ୍ୟ ବିଷୟବସ୍ତୁ ‘ପରିବେଶ ସୁରକ୍ଷା ଓ ଯୁବସମାଜର ଦାୟିତ୍ୱ’ ଉପରେ ଆଲୋଚନା କରିଥିଲେ । ସେ, ଆଇନ୍ ଦ୍ୱାରା ଯୁବସମାଜ କିପରି ପରିବେଶକୁ ସୁରକ୍ଷା କରିବା ସହିତ ନିଜ ଦାୟିତ୍ୱ ନିର୍ବାହ କରିପାରିବ, ସେ ଉପରେ ବ୍ୟାଖ୍ୟା କରିଥିଲେ । ଏହି ଅବସରରେ ବିକାଶ ଲ’ ସମସ୍ତ ଛାତ୍ରଛାତ୍ରୀଙ୍କ ସହିତ ଦେଶର ବିଭିନ୍ନ କୋଣରୁ ଛାତ୍ରଛାତ୍ରୀ ଅନ୍‌ଲାଇନ୍ ମାଧ୍ୟମରେ ଯୋଗଦାନ କରିଥିଲେ । ଏହି କାର୍ଯ୍ୟକ୍ରମକୁ ବିକାଶ ଗ୍ରୁପ୍‌ର ଚେୟାର୍‌ମେନ୍ ଶ୍ରୀ ଡି.ମୂରଲୀ କ୍ରୀଷ୍ଣା ଓ ଡାଇରେକ୍ଟର ଡ.ସମରେନ୍ଦ୍ର ନାଥ ପଣ୍ଡା ଉଚ୍ଚ ପ୍ରଶଂସା କରିବା ସହିତ ଛାତ୍ରଛାତ୍ରୀଙଯକୁ ଯୁବ ଦିବସର ହାର୍ଦ୍ଦିକ ଅଭିନନ୍ଦନ ପ୍ରଦାନ କରିଥିଲେ । ଏହି କାର୍ଯ୍ୟକ୍ରମରେ ଲ’ ସ୍କୁଲ୍‌ର ଅଧ୍ୟାପକ ଶିବାନନ୍ଦ ସାହୁ,  ନୟନଜ୍ୟୋତି ଦାସ, ଅଭିନନ୍ଦନ ଖୁଣ୍ଟିଆ, ଅଧ୍ୟାପିକା ରୋଜି ମେହେର, ନିର୍‌ଜା ଅଗ୍ରୱାଲ ଓ ସାଗରିକା ବିଶ୍ୱାଳ ସହଯୋଗ କରିଥିଲେ । ଶେଷରେ ଅଧ୍ୟାପକ ଜୈମିନୀ କୁମାର ସାହୁ ଧନ୍ୟବାଦ ଅର୍ପଣ କରିଥିଲେ ।
 


News Comment




Photo in News

Advertisment
Lastest News
  ଜିଲ୍ଲା  
ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ   22-Sep-2026
  ଜିଲ୍ଲା  
ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   22-Sep-2026
  ରାଜ୍ୟ  
ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   22-Sep-2026
  ଜିଲ୍ଲା  
ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ   22-Sep-2026
  ଜିଲ୍ଲା  
*ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   22-Sep-2026
  ଜିଲ୍ଲା  
*୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   22-Sep-2026
  ଜିଲ୍ଲା  
*ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   22-Sep-2026
  ଜିଲ୍ଲା  
ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   22-Sep-2026
  ରାଜ୍ୟ  
ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ   22-Sep-2026
  ଜିଲ୍ଲା  
ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   22-Sep-2026
  ଜିଲ୍ଲା  
ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ   22-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026

You Might Also Like