-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||     

HOME   ରାଜନୀତି

ପଞ୍ଚାୟତ ନିର୍ବାଚନ ବିଗୁଲ ବାଜିବା ପରେ ବିନିକା ଅଞ୍ଚଳରେ ରାଜନୀତି ସରଗରମ

13-Jan-2022



ବିନିକା(ହିମାଂଶୁ ଶେଖର ପୁଟେଲ) ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ବିଗୁଳ ବାଜିବା ପରେ ସାରା ବିନିକା ଅଞ୍ଚଳରେ ରାଜନୈତିକ ବାତାବରଣ ସରଗରମ ହୋଇଉଠିଛି ।ବିଭିନ୍ନ ରାଜନୈତିକ ଦଳର ଆଶାୟୀ ପ୍ରାର୍ଥୀ ମାନେ ସମର୍ଥନ ଯୋଗାଡ଼ ନେଇ କସରତ ଆରମ୍ଭ କରି ଦେଇଥିବା ଦେଖିବାକୁ ମିଳିଲାଣି । କେତେକ ସଂରକ୍ଷଣକୁ ନେଇ ଖୁସିରେ ମସଗୁଲ ଥିବାବେଳେ ଆଉ କେତେକ ଅଦଳବଦଲ ନେଇ ନିରାଶ ହୋଇପଡ଼ିଛନ୍ତି । ବିନିକା ବ୍ଲକରେ ୨ଟି ଜିଲ୍ଲାପରିଷଦ ଓ ୧୬ଟି ପଞ୍ଚାୟତ ରହିଥିବା ବେଳେ ଆସନ୍ତା ଫେବୃୟାରୀ ୧୮ତାରିଖ ଦିନ ମୋଟ ଭୋଟର ୯୧ହଜାର ୧୧୮ଜଣ ମତଦାନ କରିବେ।ମିଳିଥିବା ସୂଚନା ଅନୁସାରେ ୧ନଂ ଜୋନ ଅନୁସୂଚିତ ଜାତି ମହିଳା,୨ନଂ ଜୋନ ଅନୁସୂଚିତ ଜାତିଙ୍କ ପାଇଁ ଉଦ୍ଦିଷ୍ଟ ରହିଛି । ସେହିପରି ସମିତିସଭ୍ୟ ପାଇଁ କୁହିବାହାଲ,ବାଉଁଶୁନି,ବାଙ୍କୀଘରୀଡି,ମହଦା,ମେଘେଳା ପଞ୍ଚାୟତ ଅଣସଂରକ୍ଷିତ ରହିଥିବା ବେଳେ କଇଁନ୍ତରା,ଚରଦା,ମହାଦେବପାଲି,ଶଙ୍କରା ମହିଲାଙ୍କ ରହିଛି ।ବାବୁପାଲି,ସିଙ୍ଗିଯୁବା ଅନୁସୂଚିତ ଜାତି,ଭଣ୍ଡାର,ସିନ୍ଦୁରପୁର ଅନୁସୂଚିତଜାତି ମହିଳା,ସିଲାଟି ଅନୁସୂଚିତ ଜନଜାତି, ସେଲେଡି ଅନୁସୁଚିତ ଜନଜାତି ମହିଳାଙ୍କ ପାଇଁ ସ୍ଥାନ ସଂରକ୍ଷିତ ରହିଛି ।ଅନ୍ୟ ପକ୍ଷରେ ସରପଞ୍ଚ ପଦବୀ ନିମନ୍ତେ କଇଁନ୍ତରା,କୁହିବାହାଲ,ଜୁଲୁଣ୍ଡା,ଵାଉଁଶୁନି,ମହଦା,ଶଙ୍କରା ପ୍ରଭୃତି ପଂଚାୟତ ଅଣ ସଂରକ୍ଷିତ ଥିବାବେଳେ ବାବୁ 
ପାଲି,ବାଙ୍କୀଘରିଡି,ମହାଦେବ ପାଲି,ମେଘେଲା, ସୀଙ୍ଗିଯୁବା ପ୍ରଭୃତି ପଂଚାୟତ ମହିଳାଙ୍କ ପାଇଁ,ଚର଼ଦା,ଭଣ୍ଡାର,ସେଳେଡି ଅନୁସୂଚିତ ଜାତି ମହିଳା,ସିନ୍ଦୁରପୁର,ସିଲାଟି ପଞ୍ଚାୟତ ଅନୁସୂଚିତ ଜାତିଙ୍କ ପାଇଁ ରହିଛି ।ତେବେ ବିନିକା ବ୍ଳକ ଅଧ୍ୟକ୍ଷ ଆସନ ପଦ ମହିଳାଙ୍କ ପାଇଁ ସଂରକ୍ଷିତ ଥିବାରୁ ସମିତି ସଭ୍ଯ ଆସନ ମାନଙ୍କରେ ଜୋରଦାର ଟକ୍କର ହେବବୋଲି ରାଜନୈତିକ ମହଲରେ ଆଲୋଚନା ହେଉଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   20-Sep-2026
  ଜିଲ୍ଲା  
ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   20-Sep-2026
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026
  ଜିଲ୍ଲା  
କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   19-Sep-2026
  ଜିଲ୍ଲା  
ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   19-Sep-2026
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026

You Might Also Like