-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||     

HOME   ଜିଲ୍ଲା

ରାଷ୍ଟ୍ରୀୟ ଯୁବ ଦିବସ ପାଳିତ.....

13-Jan-2022



କର୍ଲାମୁଣ୍ଡା(ପ୍ରଦିପ କୁମାର ସାହୁ)
କଳାହାଣ୍ଡି ଜିଲ୍ଲା କର୍ଲାମୁଣ୍ଡା ବ୍ଲକ ରିଷିଡା ସ୍ଥିତ ଜଗନ୍ନାଥ କୌଶଲ୍ୟା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ର  ରାଷ୍ଟ୍ରୀୟ ସେବା ଯୋଜନା ଶାଖା  ଆନୁକୂଲ୍ୟରେ ବୁଧବାର  ସ୍ୱାମୀ ବିବେକାନନ୍ଦ ଙ୍କ ୧୬୦ ତମ ଜୟନ୍ତୀ ଓ ରାଷ୍ଟ୍ରୀୟ ଯୁବ ଦିବସ ପାଳିତ  ହୋଇଯାଇଛି l କୋଭିଡ ନିୟମ ଅନୁପାଳନ  ପୂର୍ବକ  ଅଧ୍ୟକ୍ଷ ପ୍ରଣୟ ଆନନ୍ଦ କୁମାର ତ୍ରିପାଠୀ ଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମ ପ୍ରାରମ୍ଭରେ ଜୁନିଅର କଲେଜ ପରିସରରେ ସ୍ୱାମୀଜୀଙ୍କ ପ୍ରତିମୂର୍ତ୍ତି ରେ ମାଲ୍ୟାର୍ପଣ ପୂର୍ବକ ସ୍ବେଛାସେବୀ ବୃନ୍ଦ ରାଷ୍ଟ୍ର ନିର୍ମାଣ ରେ ନିଜକୁ ନିୟୋଜିତ କରିବା ପାଇଁ ସଂକଳ୍ପ  ନେଇଥିଲେ l ପରେ  ଏକ ସଂକ୍ଷିପ୍ତ ସଭାରେ ସ୍ୱାମୀଜୀ ଙ୍କ ସ୍ମୃତିଚାରଣ କରିବା ସହ ରାଷ୍ଟ୍ରୀୟ ଯୁବ ଦିବସ ର ଗୁରୁତ୍ୱ ସମ୍ପର୍କରେ ଉପସ୍ଥିତ ଅଧ୍ୟାପକ ଓ କର୍ମଚାରୀ ବୃନ୍ଦ ଆଲୋଚନା କରି ଭାରତର   ପୁନଃନିର୍ମାଣ ରେ ଏକ ସଶକ୍ତ ପ୍ରତିବଦ୍ଧ ଏବଂ ନିଷ୍ଠାପର  ଯୁବ ଶକ୍ତି ର ଆବଶ୍ୟକତା  ଅଛି ବୋଲି ମତ ଦେଇଥିଲେ l ପ୍ରୋଗ୍ରାମ ଅଫିସର ଅଧ୍ୟାପକ ନୀଳାମ୍ବର ପାତ୍ର ଙ୍କ ସଂଯୋଜନା  ରେ ଆୟୋଜିତ ଏହି କାର୍ଯ୍ୟକ୍ରମ ରେ ଅଧ୍ୟକ୍ଷ ଶ୍ରୀ ତ୍ରିପାଠୀ ସ୍ବେଛାସେବୀ ମାନଙ୍କୁ ଶପଥ ପାଠ କରାଇଥିଲେ ଓ ରେଡ଼କ୍ରସ ଅଫିସର ଅଧ୍ୟାପକ ଗିରିରାଜ ଗହିର ଧନ୍ୟବାଦ ଅର୍ପଣ କରିଥିଲେ  l ଗ୍ରନ୍ଥପାଳ ଚିନ୍ମୟ  ରଣା, କ୍ରୀଡା ଶିକ୍ଷକ ଲଳିତ ଦାସ, କିରାଣୀ ଚନ୍ଦନ ରଣା, ପାଣ୍ଡଵ ହରିଜନ, ରେଡ ରିବନ କ୍ଲବ ର  ଛାତ୍ରୀ ବୃନ୍ଦ ତଥା ଅନ୍ୟାନ୍ୟ କର୍ମଚାରୀ ସହାୟତା କରିଥିଲେ


News Comment




Photo in News

Advertisment
Lastest News
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026

You Might Also Like