-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||     

HOME   ଜିଲ୍ଲା

ଶଦ୍ଦ ଗଙ୍ଗା ଉନ୍ମୋଚିତ

13-Jan-2022



ସମ୍ବଲପୁର (ପ୍ରେରଣା ଖବର ବ୍ୟୁରୋ) :ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟର ସ୍ନାତକୋତ୍ତର ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗର ଅନ୍‌ଲାଇନ୍ ସାରସ୍ୱତ ମାସିକ ମୁଖପତ୍ର 'ଶବ୍ଦଗଙ୍ଗା'ର ବିଂଶତମ ସଂଖ୍ୟା ଆଜି ବିଭାଗମୁଖ୍ୟ ଡକ୍‌ଟର ଲକ୍ଷ୍ମୀପ୍ରିୟା ବେହେରାଙ୍କ ଅଧ୍ୟକ୍ଷତାରେ ଲୋକାର୍ପିତ ହୋଇଯାଇଛି। ଉନ୍ମୋଚନ ସଭାକାର୍ଯ୍ୟରେ ଡ. ବେହେରା ଅଧ୍ୟକ୍ଷତା କରିବା ସହ ପତ୍ରିକାର ସାହିତ୍ୟିକ ଓ ସାରସ୍ଵତ ମୂଲ୍ୟବୋଧ ସମ୍ପର୍କରେ ଉଚ୍ଚକୋଟୀର ବକ୍ତବ୍ୟ ପରିବେଷଣ କରିଥିଲେ । ଏହି ନୂତନ ବର୍ଷ ସଂଖ୍ୟାର ଅତିଥି କବି ଭାବେ ଘେଁସ ମହାବିଦ୍ୟାଳୟର ଓଡ଼ିଆ ଅଧ୍ୟାପକ ଜଗଦୀଶ ସାହୁ ଯୋଗଦେଇ ଛାତ୍ରଛାତ୍ରୀମାନଙ୍କୁ ଓଡ଼ିଆ ଭାଷା ଓ ସାହିତ୍ୟର ମହତ୍ତ୍ଵ ସମ୍ପର୍କରେ ମୂଲ୍ୟବାନ ବକ୍ତବ୍ୟ ଦେବା ସହ ସ୍ୱରଚିତ କବିତା ଶୀର୍ଷକ "ହେ ଈଶ୍ୱରୀ" ମଧ୍ୟ ଆବୃତ୍ତି କରିଥିଲେ। 

ଛାତ୍ର ଶିବାତ୍ମକ ପଣ୍ଡା, ଚନ୍ଦନ ବେହେରା, ତୃଷ୍ଣା ଦାଶ ଓ ମଙ୍ଗରାଜ ମହାପାତ୍ର ପତ୍ରିକା ସମ୍ପର୍କରେ ଓଜଃସ୍ୱିନୀ ବକ୍ତବ୍ୟ ପ୍ରଦାନ କରିଥିଲେ। ଛାତ୍ର ସମ୍ପାଦକ ସୁଦର୍ଶନ ସାହୁ, ଆଶାଜ୍ୟୋତି ଦାସ, ଜଗନ୍ନାଥ ମେହେର ଓ ବର୍ଷାରାଣୀ ନନ୍ଦ କାର୍ଯ୍ୟକ୍ରମ ପରିଚାଳନା କରିଥିଲାବେଳେ ଲିପ୍‌ସା ମେହେର 'ଶବ୍ଦଗଙ୍ଗା'ର ସାରସ୍ୱତ ମୂଲ୍ୟ ଓ ଉପାଦେୟତା ସମ୍ପର୍କରେ ବକ୍ତବ୍ୟ ଉପସ୍ଥାପନ କରିଥିଲେ। ଛାତ୍ରୀ ସୀମା ଶତପଥି ଧନ୍ୟବାଦ ଅର୍ପଣ କରଥିଲେ। ଏହି ଲୋକାର୍ପଣ କାର୍ଯ୍ୟକ୍ରମରେ ବିଭାଗର ସଂଖ୍ୟାଧିକ ଛାତ୍ରଛାତ୍ରୀ ଯୋଗଦେବା ସହ ସକ୍ରିୟ ଭୂମିକା ଗ୍ରହଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026

You Might Also Like