-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||     

HOME   ମହାନଗର

ଇଣ୍ଡିଆ ସ୍କିଲ୍ ୨୦୨୧ପ୍ରତିଯୋଗିତା ରେ ସି.ଭି. ରମଣ ଗ୍ଲୋବାଲ ବିଶ୍ବବିଦ୍ୟାଳୟ/ ଛାତ୍ରଛାତ୍ରୀମାନଙ୍କର ଐତିହାସିକ ସଫଳତା

13-Jan-2022



ଭୁବନେଶ୍ୱରସ୍ଥିତ ସି.ଭି. ରମଣ ଗ୍ଲୋବାଲ ବିଶ୍ଵବିଦ୍ୟାଳୟର ଛାତ୍ରଛାତ୍ରୀମାନେ ଉଦଯାପିତ ହୋଇଯାଇଥିବା ଇଣ୍ଡିଆ ସ୍କିଲ୍ ୨୦୨୧ ପ୍ରତିଯୋଗିତାରେ ୨୯ଟି ପଦକ ଜିତି ଐତିହାସିକ ସଫଳତା ହାସଲ କରିଛନ୍ତି । ୭ଟି ସ୍ଵର୍ଣ, ୧୦ଟି ରୌପ୍ୟ, ୫ଟି କାଂସ୍ୟ ଓ ୭ଟି ମେଡାଲିଅନ ଅଫ୍ ଏକ୍ସେଲେନ୍ସ ପଦକ ଜିତି ଓଡିଶାକୁ ଭାରତରେ ପ୍ରଥମ ସ୍ଥାନରେ ଅବସ୍ଥାପିତ କରିବାରେ ଗୁରୁତ୍ଵପୂର୍ଣ ଭୁମିକା ଗ୍ରହଣ କରିଛନ୍ତି ।

ସବୁଠାରୁ ଉଲେଖ୍ୟ ଯୋଗ୍ୟ ବିଷୟ ହେଉଛି ସି.ଭି. ରମଣର ଛାତ୍ରଛାତ୍ରୀମାନେ ଫ୍ୟୁଚର ଅଫ୍ ସ୍କିଲ୍ ବିଭାଗ ଯଥା ଇଣ୍ଡଷ୍ଟ୍ରୀ୪.୦, ୱାଟର ଟେକ୍ନୋଲୋଜି, ରୋବଟ୍ ସିଷ୍ଟମ ଇଣ୍ଟିଗ୍ରେସନ, ମେକାଟ୍ରୋନିକ୍ସ ପ୍ରଭୃତି ଅନେକ ଅତ୍ୟାଧୁନିକ ସ୍କିଲ୍ ବିଭାଗରେ ଇଣ୍ଡଷ୍ଟ୍ରୀରୁ ଆସିଥିବା ଅଭିଜ୍ଞ ପ୍ରତିଯୋଗି ମାନଙ୍କୁ ପରାସ୍ତ କରି ଓଡିଶାକୁ ଗୌରବାନ୍ବିତ କରିଛନ୍ତି । ଏଥି ମଧ୍ୟରୁ ଅନେକ ଛାତ୍ରଛାତ୍ରୀ ସାଘାଇରେ ଅକ୍ଟୋବର ୨୦୨୨ରେ ଅନୁଷ୍ଠିତ ହେବାକୁଥିବା ୱାଲର୍ଡ ସ୍କିଲ୍-୨୦୨୨ ପ୍ରତିଯୋଗିତାରେ ଭାରତ ତରଫରୁ ପ୍ରତିନିଧିତ୍ଵ କରିବେ । ଆଜି ପର୍ଯ୍ୟନ୍ତ ଅନୁଷ୍ଠିତ ହୋଇଯାଇଥିବା ଇଣ୍ଡିଆ ଷ୍ଟିଲ୍‌ ପ୍ରତିଯୋଗିତା ମଧ୍ୟରେ ଶିକ୍ଷାନୁଷ୍ଠାନ ଭାବେ ସି.ଭି. ରମଣ ଗ୍ଲୋବାଲ ବିଶ୍ଵବିଦ୍ୟାଳୟ ୨୯ଟି ପଦକ ଜିତିବା ଏକ ସ୍ବତନ୍ତ୍ର ରେକର୍ଡ |

ଏହି ବିଶ୍ଵବିଦ୍ୟାଳୟର ଫାଉଣ୍ଡର ପ୍ରେସିଡେଣ୍ଟ ଶ୍ରୀ ସଂଜୀବ କୁମାର ରାଉତ ଭାଗ ନେଇଥିବା ସମସ୍ତ ଛାତ୍ରଛାତ୍ରୀ, ପ୍ରଫେସର, ମେଣ୍ଟର, ଜାତୀୟ ଏବଂ ଆର୍ନ୍ତଜାତୀୟ ଟ୍ରେନର ମାନଙ୍କୁ ଏହି ସଫଳତା ପାଇଁ ବିଶେଷ ଧନ୍ୟବାଦ ଅର୍ପଣ କରିଛନ୍ତି ।

ଦେଶରେ ସ୍କିଲ୍ ଇନ୍ ଓଡିଶା ଅଭିଯାନକୁ ଶୀର୍ଷରେ ପହଞ୍ଚାଇବା ପାଇଁ ଓଡିଶା ସରକାରଙ୍କର ବିଶେଷ ସହଯୋଗ ଓ ପ୍ରେରଣା ପ୍ରଦାନ ହେତୁ ରାଜ୍ୟର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ, ଦକ୍ଷତା ବିକାଶ ପ୍ରାଧିକରଣର ଅଧକ୍ଷ ଶ୍ରୀ ସୁବ୍ରତ୍ ବାଗ୍‌, ମନ୍ତ୍ରୀ ଶ୍ରୀ ପ୍ରେମାନନ୍ଦ ନାୟକ, କମିଶନର-କମ-ସଚିବ ଶ୍ରୀ ହେମନ୍ତ ଶର୍ମା, ସିଇଓ ଓ ନିର୍ଦେଶକ ଶ୍ରୀ ରେଘୁ ଜୀ ଏବଂ ଓ୍ବାଲର୍ଡ ସ୍କିଲ୍ ସେଣ୍ଟର ସମସ୍ତ କର୍ମକର୍ତାମାନଙ୍କୁ ଏହି ଐତିହାସିକ ସଫଳତା ପାଇଁ ସି.ଭି. ରମଣ ଗ୍ଲୋବାଲ ବିଶ୍ଵବିଦ୍ୟାଳୟର ସମସ୍ତ ଛାତ୍ରଛାତ୍ରୀ ଓ ଶିକ୍ଷକମାନଙ୍କ ତରଫରୁ ଶ୍ରୀ ରାଉତ ବିଶେଷ କୃତଜ୍ଞତା ଜ୍ଞାପନ କରିଛନ୍ତି ।


News Comment




Photo in News

Advertisment
Lastest News
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026

You Might Also Like