-+91-9937148622 |
prerana_bgr@rediffmail.com |
Thursday 25th June 2026 |
R.N.I. Regd No. ODIODI/2010/46693
Breaking News
11-Nov-2020
ଭୁବନେଶ୍ବର, (ପ୍ରେରଣା ଖବର) - : ଆସନ୍ତାକାଲି ବସିବ ରାଜ୍ୟ କ୍ୟାବିନେଟ ଓ ମନ୍ତ୍ରୀ ପରିଷଦ ବୈଠକ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିବ ବୈଠକ । ଭିଡ଼ିଓ conferencing ମଧ୍ୟମରେ ବସିବ ବୈଠକ । ଅପରାହ୍ନ 5 ରେ ବସିବ ମନ୍ତ୍ରୀ ପରିଷଦ ବୈଠକ । 5.30 ରେ କ୍ୟାବିନେଟ ବୈଠକ ।
ମୁଖ୍ୟମନ୍ତ୍ରୀ ନବୀନ ନିବାସରୁ ଭିସି ଉପସ୍ଥିତ ରହିବେ । ଅନ୍ୟମନ୍ତ୍ରୀମାନେ ସଚିବାଳୟ ଓ ଜିଲ୍ଲା ହେଡକ୍ୱାର୍ଟରରୁ ଭିସି ଯୋଗେ ଯୋଡି ହେବେ ।