-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||     

HOME   ଜିଲ୍ଲା

ସାର୍ ଗୋଦାମରୁ ଶହ ଶହ କ୍ବୁଇଣ୍ଟାଲ ବେଆଇନ ଚାଉଳ ଠାବ

14-Jan-2022



ପାଟଣାଗଡ଼ ( ପୂର୍ଣ୍ଣ ଶଶୀ ଶେଖର ରାଓ):  ଅଙ୍ଗନବାଡ଼ି କେନ୍ଦ୍ରରେ ଶିଶୁ ମାନଙ୍କ ପାଇଁ ସରକାର ମଧ୍ୟାହ୍ନ ଭୋଜନ ପାଇଁ ଚାଉଳ ଯୋଗାଇ ଦେଉଥିବା ବେଳେ ସବୁ ହରିଲୁଟ ହେଉଥିବା ଦେଖିବାକୁ ମିଳୁଛି। ସୂଚନାଯୋଗ୍ୟ ଯେ ବଲାଙ୍ଗିର ଜିଲ୍ଲା ପାଟଣାଗଡ଼ ବ୍ଳକ ଯୁଗିମୁଣ୍ଡା ଗାଁ ର ଅଶୋକ ଜୈନ ବେଆଇନ ଭାବେ ଚାଉଳ ଗଚ୍ଛିତ କରି ରଖିଥିଲେ। କୌଣସି ସୂତ୍ରରୁ ଖବର ପାଇ ଜିଲ୍ଳା ଯୋଗାଣ ଅଧିକାରୀ ମିର ରାଜା ଅଲ୍ଳୀଙ୍କ ନିର୍ଦ୍ଦେଶକ୍ରମେ ପାଟଣାଗଡ଼ ଉପଖଣ୍ଡ ଯୋଗାଣ ଅଧିକାରୀ ମାୟାଧର ସାହୁ, ପାଟଣାଗଡ଼ ଯୋଗାଣ ନିରୀକ୍ଷକ ରାଜାରାମ  ହୋତା,ବେଲପଡା ଯୋଗାଣ ନିରୀକ୍ଷକ ବିଜୟାନନ୍ଦ କୁଲୁ ଗୁରୁବାର ସନ୍ଧ୍ୟାରେ ଯୁଗିମୁଣ୍ଡା ଅଶୋକ ଜୈନ ଙ୍କ ଗୋଦାମ ଘରକୁ ଚଢ଼ାଉ କରିଥିଲେ। ଚଢ଼ାଉ ସମୟରେ ଉକ୍ତ ଗୋଦାମ ଘରେ ୧୪୪୧ ପକେଟ୍ ଚାଉଳ ତଥା ୭୨୦ କ୍ଵିଣ୍ଟାଲ ଚାଉଳ ଏବଂ ଅଶୋକ ଜୈନ ଙ୍କ ଦୋକାନ ରେ ବ୍ରିକ୍ରୀ ହେଉଥିବା ସାର୍ ବସ୍ତା ଓ  କୀଟନାଶକ ଦ୍ରବ୍ୟ ଠାବ କରିଥିଲେ । ପ୍ରାଥମିକ

ତଦନ୍ତ ରୁ ଜଣାପଡିଛି ଯେ ଟ୍ରାନ୍ସପୋର୍ଟର ତୋଫାନ ମେହେରଙ୍କ ସହ ଚୁକ୍ତିନାମା କରି ଏହି ଚାଉଳ ରଖାଯାଇଥିଲା। ହେଲେ ଏଠି ପ୍ରଶ୍ନ ଉଠୁଛି ଯେ ଶିଶୁ ମାନଙ୍କୁ ଦେଉଥିବା ଖାଦ୍ୟ ଚାଉଳ ଏଠାରେ ରହିଛି କିପରି ? ଯାହା ଫଳରେ ଶିଶୁ ମାନଙ୍କ ସ୍ବାସ୍ଥ୍ୟ ଉପରେ ବିପଦ ଅଛି। ସରକାରୀ ନିୟମ ଅନୁସାରେ ୩

ମାସରେ ଥରେ ଚାଉଳ ଉଠାଯାଏ ଏବଂ ତୁରନ୍ତ ଅଙ୍ଗନବାଡ଼ି କେନ୍ଦ୍ର ମାନଙ୍କୁ ବିତରଣ କରାଯାଇଥାଏ। କିନ୍ତୁ ଏତେ ଦିନ ଧରି ଏଠାରେ ରହିବାର ମାନେ କ'ଣ ? ଏହି ସ୍ଥାନରେ ରଖିବାକୁ ପ୍ରଶାସନ ର ଆଦେଶ ଆଣିଥିଲେ କି ? ଯଦିଓ ପାଣିପାଗ ହେବା ଜାଣି ଥିଲେ ତାହେଲେ ଆର୍ ଏମ୍ ସି ରୁ ଚାଉଳ ଉଠାଇଥିଲେ କାହିଁକି ?ଏହି ବିଷୟରେ ଜିଲ୍ଲାପାଳ ସ୍ବତନ୍ତ୍ର ଦୃଷ୍ଟି ଦେଇ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ସାଧାରଣରେ ଦାବି ହେଉଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026

You Might Also Like