-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||     

HOME   ଜିଲ୍ଲା

ବଲାଙ୍ଗୀର ଜିଲ୍ଲାର ପାଟଣାଗଡ ଯୋଗିମୁଣ୍ଡା ର " ସାର ଗୋଦାମରୁଵହୁ ପରିମାଣରେ  ଅଙ୍ଗନବାଡି ଚାଉଳ ଠାବ"

14-Jan-2022



 ବଲାଙ୍ଗୀରରେ ସାର ଗୋଦାମରୁ ଠାବ ହେଲା ଅଙ୍ଗନବାଡି ଚାଉଳ । ପାଖାପାଖି ୮୨୦ କ୍ଵିଣ୍ଟାଲ ଚାଉଳ ଠାବ କରିଛି ଯୋଗଣ ବିଭାଗ । ବଲାଙ୍ଗୀର: ସାର ଗୋଦାମରୁ ଅଙ୍ଗନବାଡି ଚାଉଳ ଠାବ । ସାର ସହ ଗୋଦାମରେ ରହିଛି ଶିଶୁଙ୍କ ଏସଏନପି ଚାଉଳ । ବଲାଙ୍ଗୀର ଜିଲ୍ଲା ପାଟଣାଗଡ ସବ ଡିଭିଜନର ଯୋଗୀମୁଣ୍ଡା ଅଞ୍ଚଳରୁ ଏହି ଘଟଣା ସାମ୍ନାକୁ ଆସିଛି । ଅଶୋକ ଜୈନ ନାମକ ଜଣେ ବ୍ୟକ୍ତିଙ୍କ ଗୋଦାମ ଘରୁ ଏହି ଚାଉଳ ଠାବ କରିଛି ଯୋଗାଣ ବିଭାଗ । ପାଖାପାଖି ୮୨୦ କ୍ଵିଣ୍ଟାଲ ଚାଉଳ ଠାବ ହୋଇଥିବା ଜଣାପଡିଛି। ବିଶ୍ଵସ୍ତ ସୂତ୍ରରୁ ଖବର ପାଇ ଜିଲ୍ଲା ମୁଖ୍ୟ ଯୋଗାଣ ଅଧିକାରୀ ମିର ରାଜା ଅଲ୍ଲିଙ୍କ ନିର୍ଦ୍ଦେଶରେ ପାଟଣାଗଡ ସହକାରୀ ଯୋଗାଣ ଅଧିକାରୀ ଓ ଯୋଗାଣ ନିରୀକ୍ଷକ ଚାଉଳ ଠାବ କରିଛନ୍ତି । ସାର ଗୋଦାମ ଘରେ ଚାଉଳ ଗଚ୍ଛିତ ରଖାଯାଇଥିବା ଘଟଣାକୁ ଯୋଗାଣ ଅଧିକାରୀ ମଧ୍ୟ ସ୍ବୀକାର କରିଛନ୍ତି ।
 ନିୟମ ଅନୁସାରେ, ଆରଏମସିରୁ ଚାଉଳ ଉଠାଇବା ଦିନ ହିଁ ଅଙ୍ଗନବାଡି କେନ୍ଦ୍ରରେ ଚାଉଳ ଡେଲିଭରି ହେବା କଥା । କିନ୍ତୁ

ତାହା ନକରି ଏଠାରେ ବେଆଇନ୍ ଭାବେ ଶହ ଶହ କ୍ଵିଣ୍ଟାଲ ଚାଉଳ ଗଚ୍ଛିତ ରଖାଯାଇଛି । କେବଳ ଏତିକି ନୁହେଁ, ବଙ୍ଗୋମୁଣ୍ଡାରେ ମଧ୍ୟ ଏକ ଷ୍ଟଲରେ ଅଙ୍ଗନୱାଡ଼ି ଚାଉଳ ଗଚ୍ଛିତ ରଖାଯାଇଥିବା ଜଣାପଡିଛି । ତେବେ କେଉଁ ଉଦ୍ଦେଶ୍ୟରେ ଟ୍ରାନ୍ସପୋର୍ଟ ଏଜେଣ୍ଟ ଏଠାରେ ଚାଉଳ ଗଚ୍ଛିତ ରଖିଛନ୍ତି ସେନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି । କିନ୍ତୁ ଯୋଗୀମୁଣ୍ଡାସ୍ଥିତ ସାର ଗୋଦାମରେ ଅସ୍ବାସ୍ଥ୍ୟକର ପରିବେଶ ମଧ୍ୟରେ ଚାଉଳ ଗଚ୍ଛିତ ରଖିବା ସମସ୍ତଙ୍କୁ ଆଶ୍ଚର୍ଯ୍ୟାନ୍ବିତ କରିଛି ।
 ଅନ୍ୟପକ୍ଷେ ଯାଞ୍ଚ ରିପୋର୍ଟ ଆସିବା ପରେ ପଦକ୍ଷେପ ନିଆଯିବ ବୋଲି ସିଏସଓ କହୁଛନ୍ତି, ହେଲେ ବର୍ଷା ପାଗ ଯୋଗୁଁ ଗୋଦାମରେ ଚାଉଳ ଗଚ୍ଛିତ ରଖାଯାଇଥିବା ଜଣାଇଛନ୍ତି ବିଭାଗୀୟ ଅଧିକାରୀ । ସବୁଠୁ ବଡ କଥା ହେଉଛି ଗୋଦାମ ଘରେ ସାର ସହ ଅଙ୍ଗନୱାଡ଼ି ଚାଉଳ ରଖାଯାଇଛି । ଯାହାକୁ ବେଆଇନ୍ ବୋଲି କହିଛନ୍ତି ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ସାନ୍ତାଲାଲ ଦୀପ । ଏଠି ପ୍ରଶ୍ନ ଉଠୁଛି, ଯଦି ବର୍ଷା ପାଗ ଥିଲା ତାହାହେଲେ ଟ୍ରାନ୍ସପୋର୍ଟ ଏଜେଣ୍ଟ ଆରଏମସିରୁ ଚାଉଳ ଉଠାଉଥିଲେ କାହିଁକି ? ଲିଫ୍ଟିଙ୍ଗ ଅଫିସରଙ୍କ ବିନା ଉପସ୍ଥିତିରେ ଆରଏମସିରୁ ଚାଉଳ ଉଠାଯିବା ଘଟଣା ସନ୍ଦେହକୁ ଘନୀଭୂତ କରିଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026

You Might Also Like