-+91-9937148622 |
prerana_bgr@rediffmail.com |
Thursday 17th September 2026 |
R.N.I. Regd No. ODIODI/2010/46693
Breaking News
14-Jan-2022
ବୌଦ୍ଧ, (ପ୍ରେରଣା ଖବର) : ରାଜ୍ୟ ନିର୍ବାଚନ କମିଶନ ପଞ୍ଚାୟତ ନିର୍ବାଚନ ତାରିଖ ଘୋଷଣା କରିବା ପରେ ସାରା ରାଜ୍ୟରେ ଆଦର୍ଶ ଆଚରଣ ବିଧି ଲାଗୁ କରାଯାଇଛି । ତେଣୁ
ଜିଲା ନିର୍ବାଚନ ଅଧିକାରୀଙ୍କ ନିର୍ଦ୍ଦେଶକ୍ରମେ ସହରର ବିଭିନ୍ନ ସ୍ଥାନରେ ଲାଗିଥିବା ଦଳୀୟ ବେନର,ପତାକା ଓ ପୋଷ୍ଟର ସବୁ ହଟେଇ
ଦିଆଯାଇଛି । ବୌଦ୍ଧ ତହସିଲଦାର ଅବିନାଶ ପାଣ୍ଡିଆ ଓ ଏନଏନସି ନିର୍ବାହୀ ଅଧିକାରୀ ଇଂ.ମନୋରଞ୍ଜନ ପଣ୍ଡାଙ୍କ ନେତୃତ୍ୱରେ ସହରର ବିଭିନ୍ନ ସ୍ଥାନରେ ଲାଗିଥିବା ଦଳୀୟ ପୋଷ୍ଟର ଓ ବେନରକୁ ହଟେଇ ଦିଆଯାଇଛି ।