-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||     

HOME   ଜିଲ୍ଲା

କୋଡ଼ ଅଫ କଣ୍ଡକ୍ଟ ଲାଗୁ ହୋଇଥିଲେ ସୁଦ୍ଧା ଚାଳିଛି ଉନ୍ନତି ମୂଳକ କାର୍ଯ୍ୟ

14-Jan-2022



ପାଟଣାଗଡ଼ (ପୂର୍ଣ୍ଣ ଶଶୀ ଶେଖର ରାଓ)ରାଜ୍ୟ ନିର୍ବାଚନ କମିଶନ ଗତ ୧୩ ତାରିଖ ରୁ ରାଜ୍ୟ ରେ ପଞ୍ଚାୟତ ନିର୍ବାଚନ ପାଇଁ ଆଦର୍ଶ ଆଚରଣ ବିଧି ଲାଗୁ କରିଛନ୍ତି ।ଆସନ୍ତା ୨୮/୨/୨୦୨୨  ପର୍ଯ୍ୟନ୍ତ ବଳବତ୍ତର ରହିବ ଏବଂ ନିୟମ ଅଛି ଯେ ରାଜ୍ୟ ରେ କୋଡ ଅଫ କଣ୍ଡକ୍ଟ  ଲାଗୁ ହେଲା ପରେ କୌଣସି ନୂତନ ଉନ୍ନତି କାମ ହୋଇପାରିବ ନାହିଁ ।ଯାହା ଆଗରୁ ହୋଇ ଆସୁଥିଲା କିନ୍ତୁ ଏବେ ତାର ବ୍ୟତିକ୍ରମ ଦେଖିବା କୁ ମିଳିଛି ପାଟଣାଗଡ ବ୍ଲକ ର ଅନେକ ପଞ୍ଚାୟତ ରେ । କିଏ

ଏହି ନୂତନ କାମ ପାଇଁ ଆଦେଶ ଦେଲା ଓ କାହିଁକି ଆଦର୍ଶ ଆଚରଣ ବିଧି ଉଲଙ୍ଘନ  କରାଯାଉଛି ବୋଲି ଜନସାଧାରଣରେ ପ୍ରଶ୍ନବାଚୀ ସୃଷ୍ଟି କରୁଛି। ପାଟଣାଗଡ ବ୍ଲକ ର ଅନେକ ଦୁର୍ନୀତି ହେବା ଗଣମାଧ୍ୟମ ମାଧ୍ୟମ ରେ ଲୋକଲୋଚନକୁ ଆସିଛି ।ଠିକାଦାର ଓ ଅଫିସର ସହ ମିଶି କିଛି ନେତା ରାତରାତି ମାଲେ ମାଲ ହେଉଥିବା ନଜିର ଆସିଛି 

 କିଏ କରୁଛି ଏହି କାମ କାରଣ ସମସ୍ତ ବ୍ଲକ୍ ଓ ପଞ୍ଚାୟତ କର୍ମଚାରୀ ନିର୍ବାଚନ କାମ ରେ ଲାଗି ପଡିଛନ୍ତି ନେତା ମାନଙ୍କ ପଦବୀ ଯିବା  ବେଳରେ ଦୁର୍ନୀତି କରି ରାତାରାତି  ନିମ୍ନମାନ କାମ କରି ବିଲ ଉଠେଇ ନେବାର ଯୋଜନା କରୁଛନ୍ତି କି ?ଗୋଷ୍ଟି ଉନ୍ନୟନ ଅଧିକାରୀ ଜାଣିଛନ୍ତି  କି ନାଇଁ ତାହା ଆଉ ପୁଣି ବହୁତ୍ ଦିନ ଆଗରୁ ଫାଇଲ ଖୋଲା ଯାଇ ଥିବା ବେଳେ ଦୀର୍ଘ ବର୍ଷ ରୁ କାମ କୁ ସ୍ଥଗିତ ରଖାଯାଇଥିଲା ଆଉ ଆଦର୍ଶ  ଆଚରଣ ବିଧି ଲାଗୁ ହେଲା ପରେ କେଉ ଉଦ୍ଦେଶ୍ୟରେ ତରବରିଆ ଭାବେ କାମ ଆରମ୍ଭ କରିବା କୁ ଗୋଷ୍ଟି ଉନ୍ନୟନ ଅଧିକାରୀ ଓ ଜେଇ ଠିକାଦାର କୁ ଆଦେଶ ଦେଇଛନ୍ତି । ଏବେ ଗୋଟିଏ ଉଦାହରଣ ସ୍ବରୂପ ଆପଣ ମାନଙ୍କୁ ଦେଖାଉଛୁ ଯାହାକି ପାଟଣାଗଡ଼ ବ୍ଲକ ଅନ୍ତର୍ଗତ ଦେଉଳ ଗାଁ ପଞ୍ଚାୟତ ବରପିଟା ଗାଁ ର । ସେଠାରେ ଏବେ ରାସ୍ତା କାମ ଚାଲୁଥିବା ଦେଖିବାକୁ ମିଳୁଛି। ସମସ୍ତ ନିର୍ମାଣ କାମ ବନ୍ଦ କରିବା ସହ ବିଲ ମଧ୍ୟ ରଦ୍ଦ କରିବା କୁ ଅଞ୍ଚଳ ବାସି ଦାବି କରିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026

You Might Also Like