-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||     

HOME   ଜିଲ୍ଲା

ବଲାଙ୍ଗିରରେ ଓଡିଆପାଲି ଆର. କେ. ମିଲ ଆଗରେ ଚାଷୀଙ୍କ ଭିଡ଼ : ଧାନ ବିକ୍ରି କରିପାରୁନାହାନ୍ତି ଚାଷୀ, ମିଳର୍ସ ଙ୍କ ମର୍ଜିରେ ଚାଳିଛି ଧାନକିଣା

15-Jan-2022



ବଲାଙ୍ଗୀର//  ଏଵର୍ଷ  ଚାଷ ଆରମ୍ଭରୁ ଶେଷ ଯାଏଁ ସମସ୍ୟା ଭିତରେ ଚାଷୀ । କେତେବେଳେ  ଅଦିନିଆ ବର୍ଷ ଦାଉ ସାଧୁଛି ତ ପୁଣି କେତେବେଳେ ରୋଗପୋକ ଚାଷୀଙ୍କୁ ସମସ୍ୟାକୁ ଦ୍ୱିଗୁଣିତ କରୁଛି । ଏପରିକି ଧାନ ଅମଳ ପରେ ମଧ୍ୟ ଧାନ ବିକ୍ରି କରିବାକୁ ଚାଷୀ ହଟହଟା ହେବାକୁ ପଡ଼ୁଛି । ଧାନ ବିକ୍ରି କରିବା ପାଇଁ ସରକାର ମଣ୍ଡି ବ୍ୟବସ୍ଥା କରିଥିବା ବେଳେ କର୍ମଚାରୀଙ୍କ ମଧୁଚନ୍ଦିକା ଯୋଗୁଁ ମଣ୍ଡି ବଦଳରେ ମିଲରେ ଧାନ ଦେବାକୁ ବାଧ୍ୟ ହେଉଛି ଚାଷୀ ।

 ବିକ୍ରିବଟାରେ କଟନି ଛଟନୀ ହେଉଥିଲେ ମଧ୍ୟ ଚାଷୀ ବାଧ୍ୟ ହୋଇ ମିଲରେ ଧାନ ଦେଉଛି । ଧାନ ବିକ୍ରି ପାଇଁ ବଲାଙ୍ଗିରରେ ଚାଷୀ ମାନେ କିଭଳି ଆରକେ ରାଇସ ମିଲ ଆଗରେ ଧାନ ଧରି ଲମ୍ବା ଲାଇନ୍ ଲଗାଇଛନ୍ତି ତା’ର ଦୃଶ୍ୟ ସାମ୍ନକୁ ଆସିଛି । ଲଗାଣ ବର୍ଷାରେ ଟ୍ରକରେ ଧାନ ବୋଝେଇ କରି ଚାଷୀ ଅପେକ୍ଷା କରିଛନ୍ତି । ବର୍ଷା ଯୋଗୁଁ ଟ୍ରକ ଓ ଟ୍ରାକ୍ଟରରେ ବୋଝେଇ ହୋଇଥିବା ଧାନକୁ ପଲିଥିନ୍ ଘୋଡ଼ାଇ ବିକ୍ରି ପାଇଁ ଚାଷୀ ବଲାଙ୍ଗୀର ଆରକେ ରାଇସ ମିଳ ଓଡ଼ିଆପାଲି  ଵର୍ଷା ରେ ଭିଜି ଭିଜି ଚାଷୀମାନେ  ଅପେକ୍ଷା କରିଛନ୍ତି ।ଦେଖି ଵାର ବାକି ରହିଲା ଆରକେ ରାଇସ ମିଳ ଉପରେ ଜିଲ୍ଲା ପ୍ରଶାସନ ପକ୍ଷରୁ କି ପଦକ୍ଷେପ ଗ୍ରହଣ କରାଯାଇଛି।ଏହି ଵିସୟ ଟି ବଲାଙ୍ଗୀର ଜିଲ୍ଲାରେ ଜନସାଧାରଣ ରେ  ଚର୍ଚ୍ଚା ଜୋରଧରଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026

You Might Also Like