-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||     

HOME   ଜିଲ୍ଲା

ବୌଦ୍ଧ ଜ଼ିଲ୍ଲା ରେ ପୁଣି ୧୯୦ ଟି ଗ୍ରାମ କୁ ବାଲ୍ୟ ବିବାହ ମୁକ୍ତ ଘୋଷଣା କଲେ  ଜ଼ିଲ୍ଲାପାଳ

15-Jan-2022



ବୌଦ୍ଧ(ପ୍ରେରଣା ଖବର) : ବୌଦ୍ଧ ଜ଼ିଲ୍ଲା ରେ ବାଲ୍ୟ ବିବାହ ନିଷେଧ କରିବା ଓ କିଶୋର ବାଳକ ବାଳିକା  ସଶକ୍ତି କରଣ  କାର୍ଯ୍ୟକ୍ରମ ର ଅଂଶବିଶେଷ ଭାବେ ପୁଣି ଥରେ  ଜ଼ିଲ୍ଲା ର ୧୯୦ ଟି ଗ୍ରାମ କୁ ଜ଼ିଲ୍ଲାପାଳ ଶ୍ରୀଯୁକ୍ତ ଲଲାଟେନ୍ଦୁ  ମିଶ୍ର  ଗତ ତା. ୭.୧.୨୦୨୨ ରେ ବାଲ୍ୟ ବିବାହ ମୁକ୍ତ ଗ୍ରାମ ଘୋଷଣା କରିଛନ୍ତି l ଜ଼ିଲ୍ଲାପାଳ ଶ୍ରୀଯୁକ୍ତ ମିଶ୍ର ଙ୍କ ଶିଶୁ  ସୁରକ୍ଷା ଦିଗ ପ୍ରତି ସ୍ୱତନ୍ତ୍ର ଧ୍ୟାନ ତଥା  ଆନ୍ତରିକ ଉଦ୍ୟମ ରେ ଏହି କାର୍ଯ୍ୟକ୍ରମ ସଫଳ ହୋଇ ପାରିଛି l ନିକଟରେ ଡିସେମ୍ବର ୨୪ ତାରିଖରେ  ଶିଶୁ ପାଇଁ ଦିନ ଟିଏ କାର୍ଯ୍ୟକ୍ରମ ସାରା  ଜ଼ିଲ୍ଲା ରେ ଗ୍ରାମ ପଂଚାୟତ  ଠାରୁ ବିଭିନ୍ନ ବ୍ଲକ  ଏବଂ ଜ଼ିଲ୍ଲା ରେ ଏକା  ସାଙ୍ଗରେ

ପାଳିତ ହୋଇ ଯାଇଛି l ବୌଦ୍ଧ ଜ଼ିଲ୍ଲାରେ ବିଭିନ୍ନ ସମୟରେ ଏପରିକି  ଜ଼ିଲ୍ଲା ପ୍ରତିଷ୍ଠା ଦିବସ ଏବଂ ସଂଗ୍ରହାଳୟ ର ପ୍ରଥମ  ବାର୍ଷିକୀ ଉତ୍ସବ ପାଳନ, ବିଭିନ୍ନ ଉତ୍ସବ ପାଳନ  ସମୟରେ ସାଧାରଣ ନାଗରିକ, ବିଦ୍ୟାଳୟ ଓ ମହାବିଦ୍ୟାଳୟ ର ଛାତ୍ରଛାତ୍ରୀଙ୍କ ଦ୍ୱାରା, କାର୍ତ୍ତିକ ପୁର୍ଣିମା ଅବସରରେ ରେ ଲୋକକଳା ଗ୍ରାମ ନାରାୟଣନଗର ରେ ଗ୍ରାମବାସୀଙ୍କ ଦ୍ୱାରା ବାଲ୍ୟ ବିବାହ  ନିଷେଧ ପାଇଁ ଶପଥ ପାଠ, ବାଲ୍ୟ  ବିବାହ ରୋକିବାରେ  ଆଉ ଏକ ସଫଳ  ମାଇଲ ଖୁଣ୍ଟ l ଜ଼ିଲ୍ଲା ପ୍ରଶାସନ ର ଅନ୍ୟାନ୍ୟ ଅଧିକାରୀ, ଜ଼ିଲ୍ଲା ସମାଜ  ମଙ୍ଗଳ ଅଧିକାରୀ, ଜ଼ିଲ୍ଲା ଶିଶୁ ସୁରକ୍ଷ୍ୟା ଅଧିକାରୀ, ଆକ୍ସନ ଏଡ଼ ଜ଼ିଲ୍ଲା ପରାମର୍ଶ ଦାତ୍ରୀ, ହରଭଙ୍ଗା, ବୌଦ୍ଧ ଏବଂ କଣ୍ଟାମାଲ  ର ସି. ଡି. ପି. ଓ., ସୁପରଭାଇଜରଏବଂ ଅଙ୍ଗନବାଡି କର୍ମୀଙ୍କ ଅବଦାନ ଏହି କାର୍ଯ୍ୟକ୍ରମ ପାଇଁ ଅତୁଳନୀୟ l ୨୦୨୦ ମସିହା ରେ ୧୦ଟି ଗ୍ରାମ,୨୦୨୧ ରେ ୧୭୧ ଟି ଏବଂ ୨୦୨୨ ଆଦ୍ୟାବଧି  ୧୯୦ଟି ଗ୍ରାମ ଏହିପରି  ଜ଼ିଲ୍ଲାରେ ସର୍ବମୋଟ  ୩୭୧ଟି ଗ୍ରାମ ଓ କଣ୍ଟାମାଲ ର ଯୋଗେନ୍ଦ୍ରପୁର ଗ୍ରାମ ସମ୍ପୂର୍ଣ୍ଣ ଭାବେ  ବାଲ୍ୟ ବିବାହ  ମୁକ୍ତ ଗ୍ରାମ ବୋଲି ଘୋଷଣା କରାଯାଇଛି l

 


News Comment




Photo in News

Advertisment
Lastest News
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026

You Might Also Like