-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||     

HOME   ଜିଲ୍ଲା

ପୁଟୁପଡା ପୋଷପୂର୍ଣ୍ଣିମା ମହିମା ମେଳା ପାଇଁ କଲସଯାତ୍ରା

15-Jan-2022



ବଙ୍ଗୋମୁଣ୍ଡା ବ୍ଲକ ସିନ୍ଧେକେଲା ପଞ୍ଚାୟତ ଅନ୍ତର୍ଗତ ପୁଟୁପଡା ସ୍ଥିତ ସିଦ୍ଧ ମହିମା ମଠରେ ଆୟୋଜିତ ହେବା କୁ ଥିବା ୧୫୯ ତମ ବିଶ୍ୱଶାନ୍ତି ବ୍ରହ୍ମଯଜ୍ଞ ପୌଷପୂର୍ଣ୍ଣିମା ମହିମା ମେଳାର ଆଜି କଲସଯାତ୍ରା ଅନୁଷ୍ଠିତ ହୋଇଯାଇଅଛି । ପୁଟୁପଡା ତଥା ଆଖପାଖ ଗ୍ରାମର ଶତାଧିକ ମହିଳା ଓ ମଠର ସାଧୁମାନେ ସିନ୍ଧେକେଲା ଦ୍ୱାରସେହ୍ନି ମନ୍ଦିର ନିକଟ ପବିତ୍ର ବାଣୀବଘାର ପୋଖରୀ ରୁ କଳସ ଶୋଭାଯାତ୍ରା ବାହାର କରି ଘଣ୍ଟଶଙ୍ଖ ଦ୍ୱାରା କୋରୋନା କଟକଣାରେ ଗ୍ରାମ ପରିକ୍ରମା କରି ପୂଜା ମଣ୍ଡପ ରେ ସ୍ଥାପନ କରିଥିଲେ । ଚାରି ଦିନ ଧରି ଚାଲୁଥିବା ଉକ୍ତ ମେଳାର ଆଜି କଲସଯାତ୍ରା ସହ ଶନିବାର ସକାଳେ ବ୍ରହ୍ମଧ୍ୱନି ପ୍ରଜ୍ବଳନ ଓ ବ୍ରହ୍ମନାମ ଆରମ୍ବ , ରାତ୍ରିରେ ମନୋରଞ୍ଜନ କାର୍ଯ୍ୟକ୍ରମ ନୃତ୍ୟ ପ୍ରତିଯୋଗିତା , ରବିବାର ସକାଳେ ବ୍ରହ୍ମନାମ ଯଜ୍ଞ ଓ ରାତ୍ରିରେ ନାଟକ , ସୋମବାର ପୂର୍ଣ୍ଣାହୁତି ଓ ପ୍ରସାଦ ସେବନ ହେବ ବୋଲି ଯଜ୍ଞ କମିଟି ପକ୍ଷରୁ କୁହାଯାଇଛି । ଉକ୍ତ କଲସଯାତ୍ରା ରେ ପୁଟୁପଡା ମହିମାଶ୍ରମ ମଠାଧିସ ବାବା କିଶୋର ଚନ୍ଦ୍ର ଦାସ ସମେତ ଆଶ୍ରମାସ୍ଥିତ ସାଧୁବୃନ୍ଦ ସାଧୁ ଲକ୍ଷେଶ୍ୱର ଦାସ , ଧର୍ମାନନ୍ଦ ଦାସ , ବ୍ରହ୍ମଚାରୀ ସତ୍ୟବ୍ରତ , କରନ , ଅକ୍ଷୟ , ହର୍ଷମଣି , ସାଧୁ , ବିଶ୍ଵାମିତ୍ର , ସନାତନ , ଚୈତନ୍ୟ , କୁଳମଣି , ରାମ , ଯୁଧିଷ୍ଠିର , ପ୍ରବକ୍ତା ସୁଧାକର ସାହୁ , ଭକ୍ତ ବୃନ୍ଦ ସରୋଜ ଜୈନ ପ୍ରମୁଖ ସାମିଲ ହୋଇଥିଲେ


News Comment




Photo in News

Advertisment
Lastest News
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026
  ଜିଲ୍ଲା  
ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026

You Might Also Like