-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||     

HOME   ଜିଲ୍ଲା

ପର୍ଯ୍ୟଟନ ସ୍ଥଳୀ ପାପକ୍ଷୟ ଘାଟରେ ଜମୁଛି ବଣଭୋଜି ଆସର

15-Jan-2022



ବିନିକା(ହିମାଂଶୁ ଶେଖର ପୁଟେଲ) ସୁବର୍ଣ୍ଣପୁର ଜିଲ୍ଲାର ପର୍ଯ୍ୟଟନ ସ୍ଥଳୀ ବିନିକାର ପୁଣ୍ୟପିଠ ପାପକ୍ଷଟଘାଟ ସ୍ଥିତ ଚିରଶ୍ରୋତା ମହାନଦୀ ବାଲିରେ ଚଳିତ ନବବର୍ଷ-୨୦୨୨କୁ ସ୍ଵାଗତ ପାଇଁ ବଣଭୋଜିର ଆସର ଦିନକୁଦିନ ବଡ଼ିବାରେ ଲାଗିଛି ।ସୂଚନା ଯୋଗ୍ୟଯେ କୋଭିଡ଼ କଟକଣା ଜାରି

ରହିଥିଲେ ମଧ୍ୟ ଏହି ଐତିହାସିକ ପୀଠ ଏବେ ପର୍ଯ୍ୟଟକଙ୍କ ପାଇଁ ଆକୃଷ୍ଟ ସାଜିଛି ।ପ୍ରତିଦିନ ଜିଲ୍ଲା ତଥା ଜିଲ୍ଲା ବାହାରୁ ଲୋକଙ୍କ ଆଗମନ ହେଉଥିବା ଦେଖିବାକୁ ମିଳିଛି ।ମହାନଦୀର ମଧ୍ୟମ ସ୍ଥଳ ବିସ୍ତୀର୍ଣ୍ଣ ବାଲିରେ ତମ୍ଭୁ ଡାଙ୍କି କିଏ ଭୋଜି କରୁଛିତ ଆଉ କିଏ ଖେଲକୁଦରେ ମଜା ମଜଳିସ ଏବଂ ନଦୀରେ ନୌକା ବିହାର କରି ମଜ୍ଜା ନେଉଛନ୍ତି । ଅନ୍ୟପକ୍ଷରେ ପାପରୁ ମୁକ୍ତି ପାଇଁ ବଟବୃକ୍ଷ ଅର୍ଗଳିରେ ଗଲି ଆରପଟେ ବାହାରିବା,ପରିସରରେ ଥିବା ଶିବ,ହନୁମାନ,ରାଧାକୃଷ୍ଣ ମନ୍ଦିର ଏବଂ ନିର୍ମାଣାଧୀନ ଜଗନ୍ନାଥ ମନ୍ଦିର,ରାଜ୍ୟ ମସ୍ୟ ଉତ୍ପାଦନ କେନ୍ଦ୍ର ପର୍ଯ୍ୟଟକଙ୍କ ପାଇଁ ମୁଖ୍ୟ ଆକର୍ଷଣ ପାଲଟିଛି । ସେହିପରି ବ୍ଲକର ଆଉ ଏକ ପିକନିକ ସ୍ପଟ ହେଉଛି ବିନିକା-ରାମପୁର ମୁଖ୍ୟ ରାସ୍ତାର ଜାମପାଲି ନିକଟରେ ଥିବା ଧ୍ଵଜାବନ୍ଧା ପାହାଡ଼ । ରାସ୍ତାର ଗୋଟିଏ ପାର୍ଶ୍ବରେ ମାଁ ଘଣ୍ଟେଶ୍ୱରୀ ମନ୍ଦିର

ରହିଥିବା ବେଳେ ଅନ୍ୟପଟେ ଶିବ ମନ୍ଦିର ରହିଛି ।ସବୁଜ ବନାନୀରେ ଭରପୁର ପାହାଡ଼ର ମନୋରମ ଦୃଶ୍ୟ ସମସ୍ତଙ୍କ ପାଇଁ ଆକର୍ଷଣର କେନ୍ଦ୍ରବିନ୍ଦୁ ପାଲଟିଛି । କିଛିଦିନ ହେଲା ଖାଦ୍ୟ ଅନ୍ବେଷଣରେ ଜଙ୍ଗଲରୁ ଚାଲି ଆସି ଏଠାରେ ଡେରା ପକାଇଥିଵା ବଣୁଆ ହାତୀପଲଙ୍କ ଯୋଗୁଁ ଏହି ପିକନିକ ସ୍ଥଳ ଖାଁ ଖାଁ ହୋଇପଡିଛି ।ତଥାପି ବି ଦିନ ବେଲା ଯୁବପିଢି ସେଠାକୁ ଯାଇ ଭୋଜି ଆସର କରୁଥିବା ଦେଖିବାକୁ ମିଳିଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026
  ଜିଲ୍ଲା  
ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026

You Might Also Like