-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||     

HOME   ଜିଲ୍ଲା

ଭାରତ ବିକାଶ ପରିଷଦ ପକ୍ଷରୁ ଭର୍ଚୁଆଲ ମୋଡରେ ବିବେକାନନ୍ଦ ଜୟନ୍ତୀ ପାଳନ

15-Jan-2022



ସମ୍ବଲପୁର,(ସଂଜୀବ ପାଣିଗ୍ରାହୀଙ୍କ ରିପୋର୍ଟ): ଭାରତ ବିକାଶ ପରିଷଦ ସମ୍ବଲପୁର ଶାଖା ଆନୁକୂଲ୍ୟରେ ବିବେକାନନ୍ଦ ଜୟନ୍ତୀ ଉତ୍ସବ ପାଳିତ ହୋଇଯାଇଛି । ସଭା ଆରମ୍ଭରେ ପରିଷଦର ପ୍ରାକ୍ତନ ଉପାଧ୍ୟକ୍ଷ ତଥା ବରିଷ୍ଠ ସଭ୍ୟ ପ୍ରାଧ୍ୟାପକ ତୀର୍ଥବାସୀ ସୁଶାରୀଙ୍କ ସ୍ମୃତିରେ ନିରବ ପ୍ରାର୍ଥନା କରାଯାଇଥିଲା।  ଗିରିଜା ଦେବୀ ବନ୍ଦେ ମାତରଂ ଓ ଜାତୀୟ  ସଙ୍ଗୀତ ଗାନ କରିଥିଲେ। ସମ୍ବଲପୁର ଶାଖାର  ସଭାପତି ବେଣୁ ମାଧବ ପଣ୍ଡା ସଭାପତିତ୍ବ କରି ସ୍ୱାଗତ ଭାଷଣ ପ୍ରଦାନ କରିଥିଲେ I ଏହି ସଭାରେ ମୁଖ୍ୟ ବକ୍ତା ଭାବରେ ପ୍ରଫେସର ଛାୟାକାନ୍ତ ଷଡ଼ଙ୍ଗୀ ଯୋଗ ଦେଇ ବିପ୍ଳବୀ ସନ୍ୟାସୀ ସ୍ବାମୀ ବିବେକାନନ୍ଦଙ୍କ ଜୀବନଶୈଳୀ,   ତାଙ୍କର ଦର୍ଶନ ଆଦି ବିଷୟରେ ଆଲୋଚନା କରିବା ସହ ଆଜି ସମାଜ ତଥା ଦେଶପାଇଁ ପୁନଶ୍ଚ ବିବେକାନନ୍ଦଙ୍କ ଆବିର୍ଭାବ ହେବା ନିହାତି ପକ୍ଷେ ଆବଶ୍ୟକ ବୋଲି ମତ ବ୍ୟକ୍ତ କରିଥିଲେ I କାର୍ଯ୍ୟକ୍ରମ କୁ ସଂଯୋଜନା କରିଥିଲେ ଡ଼ ରଶ୍ମି ରେଖା ଜେନା ଏବଂ ସହ ସମ୍ପାଦକ  ମକରଧ୍ବଜ ଯୋଶୀ ଧନ୍ୟବାଦ ଅର୍ପଣ କରିଥିଲେ।  ଏହି ଆଭାଷି ସଭାରେ ଭାରତ ବିକାଶ ପରିଷଦର ବିଭିନ୍ନ ଶାଖାର କର୍ମକର୍ତ୍ତା ଓ ପରିଷଦର ପ୍ରାନ୍ତୀୟ ତଥା ରାଷ୍ଟ୍ରୀୟ ପଦାଧିକାରୀମାନେ ମଧ୍ୟ ଯୋଗଦାନ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026
  ଜିଲ୍ଲା  
ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026

You Might Also Like