-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||     

HOME   ଦେଶ ବିଦେଶ

ଓମିକ୍ରନରୁ ହେବ କୋଭିଡର ଅନ୍ତ

16-Jan-2022



କରୋନା ଭାଇରସର ନୂଆ ଭାରିଆଣ୍ଟ ଓମିକ୍ରନ ସାରା ବିଶ୍ୱରେ କ୍ଷୀପ୍ର ଗତିରେ ମାଡିଚାଲିଛି । ପ୍ରାୟ ସବୁ ରାଜ୍ୟରେ ଏହା ହୁ ହୁ ହୋଇ ମାଡିଚାଲିଛି । ଏକ୍ସପର୍ଟଙ୍କ କହିବା ଅନୁଯାୟୀ ଓମିକ୍ରନର ଲକ୍ଷଣ ଡେଲ୍ଟା ଭାରିଆଣ୍ଟ ଠାରୁ ଟିକେ ହାଲକା ରହିଛି । କିନ୍ତୁ ଏହା ବହୁତ ସ୍ପିଡରେ ମାଡିଚାଲିଛି । ପୂରା ବିଶ୍ୱରେ ଏହି ଭାରିଆଣ୍ଟକୁ ନେଇ ଅଲଗା ଅଲଗା ରିସର୍ଚ୍ଚ କରାଗଲାଣି । କିଛି ରିସର୍ଚ୍ଚରୁ ଜଣାପଡିଛି ଏହା ବହୁତ ଚିନ୍ତାଜନକ ଓ ଉଦବେଗ ଜନକ । ତଥାପି କିଛି ଆଶାର କିରଣ ଦେଖିାଦେଇଛି ।

ଏମଷ୍ଟରାଡାମର ଭାକସିନ ରଣନୀତି ପ୍ରମୁଖ ମାର୍କୋ କୈବଲରୀ ସାମ୍ୱାଦିକ ସମ୍ମିଳନୀରେ କହିଛନ୍ତି ଆମେ ଭୁଲିବା କଥା ନୁହେଁ ଯେ, ଆମେ ଏବେ ଏକ ମହାମାରୀ ସହ ଲଢେଇ କରୁଛୁ । ଏକଥ କେହି ଜାଣିନାହାଁନ୍ତି ଯେ, ଆମେ ଏଥିରୁ କେବେ ମୁକୁଳିବା । କିନ୍ତୁ ଏଥିରୁ ବାହାରିବା ନିଶ୍ଚୟ । ସେ ଆହୁରି କହିଛନ୍ତି ଯ, ଓମିକ୍ରନ ଭାରିଆଣ୍ଟ ମହାମାରୀରୁ ବାହାର କରିବାରେ ସାହାଯ୍ୟ କରିବ ।
କାରଣ କୋଭିଡ -୧୯ ଓମିକ୍ରନ ଭାରିଆଣ୍ଟ କ୍ଷୀପ୍ର ଗତିରେ ମାଡିବାର ବିଶ୍ୱରେ ଏଣ୍ଡେମିକ୍ ଆଡକୁ ବଢିଚାଲିଛି । ଆଉ ଲୋକେ ମଧ୍ୟ ଏହା ସହ ଆରାମରେ ଲହିବାରେ ସକ୍ଷମ ହେଉଛନ୍ତି । ମୋଟାମୋଟି ଭାବେ କହିବାକୁ ଗଲେ ଆମେ ସହଜରେ ଭାରିଆଣ୍ଟକୁ ହରାଇବା ପରେ ମହାମାରୀକୁ ହରାଇପାରିବା । ସେ ଆହୁରି କହିଛନ୍ତି ଯେ ବାରମ୍ୱାର ବୁଷ୍ଟର ଦେବା ମଧ୍ୟ ଠିକ୍ ନୁହେଁ । ତାଙ୍କ ମତରେ ବାରମ୍ୱାର ଟିକା ନେଲେ ହ୍ରାସ ହୋଇଥାଏ ଶରୀରର ଇମ୍ୟୁନିଟି ସିଷ୍ଟମ  (ଅନ୍ତର୍ୟାମି ସାହୁ ଙ୍କ ରିପୋର୍ଟ) 


News Comment




Photo in News

Advertisment
Lastest News
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026
  ଜିଲ୍ଲା  
ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026

You Might Also Like