-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

ପଞ୍ଚାୟତ ରେ ତାଲା ପକାଇଲେ ଆଦିବାସୀ, ନିର୍ବାଚନ ରେ ଉଚିତ ସ୍ଥାନ ନ ମିଳିବାରୁ ଅସନ୍ତୋଷ

17-Jan-2022



କଣ୍ଟାବାଞ୍ଜି(ଆନନ୍ଦ ମୋଟେ) : ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ଆଦିବାସୀଙ୍କୁ ଆସନ ସଂରକ୍ଷଣ ବ୍ୟବସ୍ଥାରେ ଉପେକ୍ଷା କରାଯାଇଥିବା ପ୍ରତିବାଦରେ ରାଜ୍ୟବ୍ୟାପୀ ଆଦିବାସୀ ମହାସଂଘ ଆନ୍ଦୋଳନ ଚଳାଇଛି। ଏହି କ୍ରମରେ ତୁରେକେଲା ବ୍ଲକ ଚଟୁଅନକା ପଞ୍ଚାୟତ  ଠାରେ ଆଦିବାସୀଙ୍କ ସଶସ୍ତ୍ର ବିକ୍ଷୋଭ କରି ଚଟୁଅନକା ପଞ୍ଚାୟତ କାର୍ଯ୍ୟାୟ ରେ ତାଲା ପକାଇଥିଲେ।

ବିଜ୍ଞପ୍ତି ଅନୁଯାୟୀ ଆଦିବାସୀମାନଙ୍କ ପାଇଁ ବ୍ଲକୱାରି ଆଦିବାସୀ ଜନସଂଖ୍ୟା ଆଧାରରେ ସରପଞ୍ଚ, ସମିତି ସଭ୍ୟ, ୱାର୍ଡମେମ୍ବର ଆଦି ପଦବୀ ସଂରକ୍ଷିତ ଥିଲା। ବଲାଙ୍ଗିର ଜିଲ୍ଲାର ୩୧୭ ଟି ପଞ୍ଚାୟତରେ ନିର୍ବାଚନ କରିବାପାଇଁ ୭୨ ସରପଞ୍ଚ ଏବଂ ୭୨ ଟି ସମିତିସଭ୍ୟ ପଦବୀ ଆଦିବାସୀଙ୍କ ପାଇଁ ସଂରକ୍ଷଣ କରାଯାଇଥିଲା। ପୁଣି ବଲାଙ୍ଗିର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରୁ ପ୍ରକାଶ ପାଇଥିବା ବିଜ୍ଞପ୍ତି ଅନୁଯାୟୀ ବଲାଙ୍ଗିର ଜିଲ୍ଲାର ୩୧୭ଟି ପଞ୍ଚାୟତ ମଧ୍ୟରୁ ଗୋଟିଏ ବି ପଞ୍ଚାୟତ ରେ ଆଦିବାସୀଙ୍କ ସଂରକ୍ଷଣ ବ୍ୟବସ୍ଥା କରା ନ ଯିବାରୁ ଆଦିବାସୀ ମହାସଂଘ କ୍ଷୋଭ ପ୍ରକାଶ କରିଛି | ଆଦିବାସୀଙ୍କ ପାଇଁ ସଂରକ୍ଷଣ କରା ନ ଗଲେ ଭୋଟ ବର୍ଜନ ସହ ନିର୍ବାଚନ କରାଇ ନ ଦେବାକୁ ମହାସଂଘ ପକ୍ଷରୁ ଚେତାବନୀ ଦିଆଯାଇଛି। ଏଥିରେ ତୁରେକେଲା ବ୍ଲକ ର ବିଭିନ୍ନ ପଞ୍ଚାୟତ  ରୁ ଆଦିବାସୀ ନେତା ଙ୍କ ସହ ବହୁ ଆଦିବାସୀ ଆସି ଚଟୁଅନକା ଗ୍ରାମ ରେ ପହଞ୍ଚି  ପାରମ୍ପରିକ ଅସ୍ତ୍ର ଶସ୍ତ୍ର ସହ ଏକ  ରାଲିରେ କରି ପଞ୍ଚାୟତ କାର୍ଯ୍ୟାଳୟଠାରେ ପହଞ୍ଚି ବିକ୍ଷୋଭ ପ୍ରଦର୍ଶନ କରିଥିଲେ । ଏପରିକି ଏହି ରାସ୍ତା ପାର୍ଶ୍ବରେ ଲାଗିଥିବା ମୁଖ୍ୟମନ୍ତ୍ରୀ  ହୋର୍ଡିଂକୁ ଚିରି ଦେଇଥିଲେ।
ତୁରେକେଲା ବ୍ଲକ ର ଝରଣୀ, ଚଟୁଅନକା, ହିଆଁଳ, କମେଇ ମୁଣ୍ଡା, ତୁରେକେଲା ପଞ୍ଚାୟତ କୁ ତାଲା ମାରିଥିବା ସୁଚନା ମିଳିଛି।
ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ ବଲାଙ୍ଗୀର ତୁରେକେଲା ବ୍ଲକ ର ପ୍ରତି ପଞ୍ଚାୟତ ର ମୁଖ୍ୟଙ୍କ ନେତୃତ୍ବରେ ୬ଟି ପଞ୍ଚାୟତ ରେ ତାଲାବନ୍ଦ କରିଥିଲେ।

 ଏହିତାଲା ବନ୍ଦ ସମୟରେ ଆଦିବାସୀ ସଙ୍ଘ ର ବ୍ଲକ ସଭାପତି ନରୋତ୍ତମ ମାଝୀ, ବ୍ଲକ କାର୍ଯ୍ୟକାରୀ ସଭାପତି, ଖେଳନ୍ତି ସମରଥ,ବ୍ଲକ ନାରୀ ନେତ୍ରୀ ଭୁମିସୁତା ସମରଥ, ସଙ୍ଗଠନ ସମ୍ପାଦକ ସୁରୁ ଝଙ୍କର,ସହ ସଙ୍ଗଠନ ସମ୍ପାଦକ ଆମର ସଂ ମାଝୀ, ଦୁର୍ଯ୍ୟଧନ ମାଝୀ,ହାତୀ ଗାଇତା, ସହଦେବ ମାଝୀ, ପୂର୍ଣ୍ଣଚନ୍ଦ୍ର ମାଝି, ମୁଖରାମ ମାଝୀ, ବିଶିକେସନ୍ ମାଝୀ, ପଦ୍ମା ମାଝୀ, କୁନ୍ତଳା ମାଝୀ, ଲକ୍ଷ୍ମୀ ମାଝୀ,ଜଗବନ୍ଧୁ ମାଝି,ଦେବ ମାଝୀ, ଘନଶ୍ୟାମ ମାଝୀ, କିଶୋର ମାଝୀ,ବାସୁଦେବ,ବଲ,ବିଦୁ, ତୁଲାରାମ, ପ୍ରମୁଖ ଆଦିବାସୀ ନେତା ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like