-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ରାଜନୀତି

ଆଜିଠାରୁ ନାମାଙ୍କନ ପତ୍ର ଦାଖଲ,ଆଶା ଆଶଙ୍କାରେ ଟିକେଟ ଆଶାୟୀ

17-Jan-2022



ବିନିକା(ହିମାଂଶୁ ଶେଖର ପୁଟେଲ): ଆଉ ଦିନକ ପରେ ଅର୍ଥାତ ସୋମବାର ୧୭ତାରିଖ ଠାରୁ ନାମାଙ୍କନ ପ୍ରକ୍ରିୟା ଆରମ୍ଭ ହୋଇ ୨୧ତାରିଖ ପର୍ଯ୍ୟନ୍ତ ଚାଲିବ ।ସେଥିପାଇଁ ଆଶାୟୀ ପ୍ରାର୍ଥୀ/ପ୍ରାର୍ଥୀନୀ ମାନେ ସମର୍ଥକ ଯୋଗାଡ଼ କରିବାରେ ବ୍ୟସ୍ତ ।ଜିଲ୍ଲା ପରିଷଦ ଆସନ ପାଇଁ ଦଳୀୟ ଟିକେଟ ବ୍ୟବସ୍ଥା ଥିବାରୁ ପ୍ରମୁଖ ରାଜନୈତିକ ଦଳ ବିଜେଡ଼ି,ବିଜେପି ଓ କଂଗ୍ରେସ ମଧ୍ୟରେ ଅଙ୍କକଷା ଯୋର ଧରିଛି।ତେବେ ଶାସକ ବିଜେଡ଼ି ଦଳରୁ ପ୍ରାର୍ଥୀ ହେବା ପାଇଁ ଅନ୍ୟ ଦଳ ଠାରୁ ଆଶାୟୀଙ୍କ ସଂଖ୍ୟା ଅଧିକ ରହିଛି ।ବିନିକା ବ୍ଲକର ଚରଦା,ଭଣ୍ଡାର, ଶିଂହିଯୁବା,ସିନ୍ଦୁରପୁର,ବାବୁପାଲି,ବାଙ୍କିଘିରିଡି ଆଦି ୬ଟି ପଞ୍ଚାୟତକୁ ନେଇ ଗଠିତ ୧ନଂ ଜୋନ ଅନୁସୂଚିତ ଜାତି ମହିଳାଙ୍କ ପାଇଁ ଉଦ୍ଦିଷ୍ଟ ଥିବାରୁ ଏହି ଆସନ ପାଇଁ ବିଜୁ ଜନତା ଦଳରୁ ଟିକେଶ୍ଵରି ମହାନନ୍ଦ,ଅରୁଣା ହରିପାଲ,ଦେବଜାନୀ ମହାନନ୍ଦ,ସସ୍ମିତା ହାତୀ ପ୍ରମୁଖ ଟିକେଟ ଦୋୖଡରେ ଅଛନ୍ତି।ସେହିପରି ବିଜେପିରୁ ପ୍ରମିଳା କଳତା,ଗୁରୁବାରି ହାତୀ ଏବଂ କଂଗ୍ରେସ ଦଳ ପକ୍ଷରୁ ମଞ୍ଜୁଲତା ମହାନନ୍ଦ,ସୌଦାମିନୀ କୁହଁର ଟିକେଟ ଆଶାୟୀରେ ରହିଛନ୍ତି । ଏହି ଜୋନ ପାଇଁ ୪୩ହଜାର୮୨୩ଜଣ ଭୋଟର ତାଙ୍କର ମନପସନ୍ଦ ପ୍ରାର୍ଥୀନୀ ଙ୍କୁ ଭୋଟ ଦେଇ ବାଚ୍ଛିବେ । ଅନ୍ୟ ପକ୍ଷରେ ବ୍ଲକର ଶଙ୍କରା,ମହଦା,ବାଉଁସୁନି,ମହାଦେବପାଲି,ସେଲଡି, କଇଁନ୍ତରା,ଜୁଳୁଣ୍ଡା,କୁହିବାହାଲ,ସିଲାଟି,ମେଘେଲା ଆଦି ୧୦ଟି ପଞ୍ଚାୟତକୁ ନେଇ ଗଠିତ ୨ନଂ ଜୋନ ଅନୁସୂଚିତ ଜାତିଙ୍କ ଉଦିଷ୍ଠ ରହିଥିବାରୁ ବିଜୁ ଜନତା ଦଳ ପକ୍ଷରୁ ବଶିଷ୍ଠ ଭରାସାଗର,ବିଶ୍ଵାମିତ୍ର ତାଣ୍ଡି,ପରୀକ୍ଷିତ ବାଗ,ସୁବାସ ଝାଙ୍କର,ମନୋଜ ଦୀପ,ଶୁକଦେବ ଦଣ୍ଡିଆ ପ୍ରମୁଖ ଟିକେଟ ଦାବିଦାରରେ ରହିଥିବା ଜଣାପଡିଛି । ସେହିପରି ବିଜେପି ଦଳରୁ ଯୁବ ଇଞ୍ଜିନିୟର ବାବୁଳୁ ବିଶି,ଜାତକ ସେଠୀ,ପ୍ରବୀଣ ବିଶ୍ଵାଳ ଏବଂ କଂଗ୍ରେସ ଦଳ ପକ୍ଷରୁ ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ପ୍ରଦୀପ ସେଠୀ,ସୁବାସ ସେଠୀ,ରବୀନ୍ଦ୍ର ଭଏନା ପ୍ରମୁଖ ଟିକେଟ ଦୋୖଡରେ ଅଛନ୍ତି । ଏହି ଆସନ ପାଇଁ ୪୭ହଜାର୨୯୫ ଜଣ ଭୋଟର ମତଦାନ କରିବେ ।


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like