-+91-9937148622 |

prerana_bgr@rediffmail.com |

  Thursday 25th June 2026 |

| | | |

R.N.I. Regd No. ODIODI/2010/46693

Breaking News

ଫଟାବାହାଲ ସ୍କୁଲ ପଡାରେ ବିଜୁଳି ସମସ୍ୟା♦️ ନରସିଂହଙ୍କୁ ବାଟ ଓଗାଳି ଅଭିଯୋଗ କଲେ ମହିଳା ଗୋଷ୍ଠୀ   (25-Jun-2026)       ||      ଶିଶୁ ଶ୍ରମିକ ସମ୍ବନ୍ଧୀୟ ଟାସ୍କ ଫୋର୍ସ ଦ୍ଵାରା ବିଭିନ୍ନ ସଂସ୍ଥା ଉପରେ ଚଢାଉ,୧୫ ଜଣ କିଶୋର ଓ ଜଣେ ଶିଶୁ ଶ୍ରମିକ ଉଦ୍ଧାର    (25-Jun-2026)       ||      ସୁଜନପୁର ରେ ମନ୍ଦିର ଓ ବିଗ୍ରହ ପ୍ରତିଷ୍ଠା ଉତ୍ସବ   (25-Jun-2026)       ||      ବଲାଙ୍ଗୀର ପାୟୋନିଅର ୧୯ ବର୍ଷରୁ କମ୍ ଲିଗ୍ ଓ ନକଆଉଟ କ୍ରିକେଟ ଉଦଯାପିତ   (25-Jun-2026)       ||      କଣ୍ଟାବାଞ୍ଜିରେ ବିଜେଡି ର ପ୍ରଶିକ୍ଷଣ ଶିବିର    (25-Jun-2026)       ||      ରତାଖଣ୍ଡି ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ    (25-Jun-2026)       ||      ବିନିକା ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା : ଦୁଇଟି ବନ୍ଧୁକ ସହିତ ଜୀବନ୍ତ ଗୁଳି ଓ ଧଳା କାର ଜବତ : ୪ ଗିରଫ   (24-Jun-2026)       ||      ଝାରମୁଣ୍ଡା ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ   (24-Jun-2026)       ||      ରକ୍ତଦାତା ଦିବସ -୨୦୨୬ ରେ ସମ୍ମାନିତ ହେଲେ ରେଡ଼କ୍ରସ ସ୍ବେଛାସେବୀ - ସତ୍ୟନାରାୟଣ    (24-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଆଜି ସରଗାଡ଼ ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ    (24-Jun-2026)       ||      ପାଟଣାଗଡ଼ରେ ଓ ୟୁ ଜେ ର କାର୍ଯ୍ୟକାରିଣୀ ବୈଠକ   (24-Jun-2026)       ||      ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା ୪ଗିରଫ,ଏବେ ବି ଫେରାର ଅଛନ୍ତି ୩ରୁ ୪ଦୁର୍ବୁତ୍ତ(ସାମ୍ବାଦିକ ସମ୍ମିଳନୀରେ ଏସପିଙ୍କ ସୂଚନା   (24-Jun-2026)       ||      ଆସନ୍ତାକାଲି ସୁଜାତା କାର୍ତ୍ତିକେୟନ ବିଜେଡିରେ ମିଶିବା ନେଇ ଚର୍ଚ୍ଚା   (24-Jun-2026)       ||      ଜିଲ୍ଲା ସ୍ତରୀୟ ଜନ ସମ୍ପର୍କ ଓ ନାଗରିକ ସହାଭାଗିତା କାର୍ଯ୍ୟକ୍ରମରେ ବିକାଶମୂଳକ ପ୍ରକଳ୍ପ ଉପରେ ବିସ୍ତୃତ ଆଲୋଚନା   (24-Jun-2026)       ||      ଯାଜପୁରରେ ଜିଲ୍ଲାସ୍ତରୀୟ ପ୍ରାକୃତିକ ଓ ଜୈବିକ କୃଷି କର୍ମଶାଳା ଅନୁଷ୍ଠିତ   (24-Jun-2026)       ||      ବରପାଲିରେ ଜଗଦମ୍ବା ସରସ୍ୱତୀ ମମାଙ୍କ ଶ୍ରୁତି ଦିବସ ଓ ଆନ୍ତର୍ଜାତୀୟ ମାଦକଦ୍ରବ୍ୟ ବିରୋଧୀ ଦିବସ ପାଳିତ   (24-Jun-2026)       ||      ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   (24-Jun-2026)       ||      ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   (24-Jun-2026)       ||      କଣ୍ଟାମାଳ ଶ୍ରୀଲକ୍ଷ୍ମୀ ମୋବାଇଲ ଦୋକାନ କାନ୍ଥ ଭାଙ୍ଗି କଳାକନା ବୁଲାଇଦେଲେ ଦୁର୍ବୃତ୍ତ ♦️ସିସିଟିଭି ଆଧାରରେ ପୋଲିସର ତନାଘନା ଜାରି    (24-Jun-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ "ଶିଖର" କାର୍ଯ୍ୟକ୍ରମ ର ଶୁଭାରମ୍ଭ   (24-Jun-2026)       ||     

HOME   ଖେଳ

ଅଷ୍ଟ୍ରେଲିଆ ଗସ୍ତରେ ଭାରତୀୟ କ୍ରିକେଟ ଦଳ

12-Nov-2020



*ଅଧିନାୟକ ବିରାଟ କୋହଲି ଓ ପ୍ରଶିକ୍ଷକ ରବି ଶାସ୍ତ୍ରୀଙ୍କ ସହ ଭାରତୀୟ କ୍ରିକେଟ ଦଳ ବୁଧବାର ସନ୍ଧ୍ୟାରେ ଏଠାରୁ ଅଷ୍ଟ୍ରେଲିଆ ଗସ୍ତରେ ଯାଇଛି। ଆଇପିଏଲ୍‌ ସମାପ୍ତ ପରେ ଅଷ୍ଟ୍ରେଲିଆ ଗସ୍ତ ପାଇଁ ମନୋନୀତ ଭାରତୀୟ ଦଳର‌ ଖେଳାଳିମାନେ ଦୁବାଇରେ ଏକାଠି ହୋଇ ଜୈବ ନିରାପତ୍ତା ବଳୟରେ ରହିଥିଲେ। ଦଳରେ ସ୍ଥାନ ପାଇନଥିବା ଚେତେଶ୍ବର ପୂଜାରା ଓ ହନୁମା ବିହାରୀଙ୍କ ପରି ଖେଳାଳି ଭାରତରୁ ଆସି ଦୁବାଇରେ ଦଳ ସହ ଯୋଗ ଦେଇଥିଲେ*ଦୁବାଇରୁ ଏକ ସ୍ବତନ୍ତ୍ର ବିମାନରେ ଭାରତୀୟ ଦଳ ଅଷ୍ଟ୍ରେଲିଆ ଗସ୍ତରେ ଯାଇଛି। ସେଠାରେ ଭାରତୀୟ ଦଳ ପୃଥକ୍‌ବାସରେ ରହିବା ପରେ ଅଭ୍ୟାସ ଆରମ୍ଭ କରିବ। କରୋନା ସଂକ୍ରମଣ ପରେ ଏହା ଭାରତୀୟ ଦଳର ପ୍ରଥମ ବିଦେଶ ଗସ୍ତ ହେବ। ଘରୋଇ ଅଷ୍ଟ୍ରେଲିଆ ବିପକ୍ଷରେ ନଭେମ୍ବର ୨୭, ୨୯ ଓ ଡିସେମ୍ବର ୨ରେ ୩ଟି ଦିନିକିଆ ଏବଂ ଡିସେମ୍ବର ୪, ୬ ଓ ୮ରେ ୩ଟି ଟ୍ବେଣ୍ଟି୨୦ ମ୍ୟାଚ୍ ଖେଳିବ। ଏହି ୨ଟିଯାକ ସିରିଜ୍ ସିଡ୍‌ନୀ ଓ କ୍ୟାନ୍‌ବେରାରେ ଖେଳାଯିବ। ଏହି ଗସ୍ତରେ ଆଇସିସି ଟେଷ୍ଟ ଚମ୍ପିଆନ୍‌ସିପ ଅନ୍ତର୍ଗତ ଘରୋଇ ଅଷ୍ଟ୍ରେଲିଆ ବିପକ୍ଷରେ ଭାରତ ୪ ମ୍ୟାଚ୍‌ର ସିରିଜ୍ ଖେଳିବ। ପ୍ରଥମ ଟେଷ୍ଟ ଆଡିଲେଡ୍‌ରେ ଡିସେମ୍ବର ୧୭ରୁ ଖେଳାଯିବ। ଏହି ଟେଷ୍ଟ ମ୍ୟାଚ୍ ଦିବାରାତ୍ର ହେବ ଏବଂ ଗୋଲାପୀ ବଲ୍‌ରେ ଖେଳାଯିବ। ଏହି ଟେଷ୍ଟମ୍ୟାଚ୍ ‌ ପରେ ପିତୃତ୍ବ ଛୁଟି ନେଇ ଅଧିନାୟକ ବିରାଟ କୋହଲି ଭାରତ ଫେରିଆସିବେ। କୋହଲିଙ୍କ ଅନୁପସ୍ଥିତିରେ ଶେଷ ୩ଟି ଟେଷ୍ଟ ମ୍ୟାଚ୍‌ରେ ଅଜିଙ୍କ୍ୟ ରାହାଣେ ଭାରତର ନେତୃତ୍ବ ନେଇପାରନ୍ତି। ଏହି ୩ଟି ଟେଷ୍ଟ ମେଲ୍‌ବୋର୍ଣ୍ଣରେ ଡିସେମ୍ବର ୨୬ରୁ, ସିଡ୍‌ନୀରେ ଜାନୁୟାରୀ ୭ରୁ ଓ ବ୍ରିସ୍‌ବେନ୍‌ରେ ଜାନୁୟାରୀ ୧୫ରୁ ଖେଳାଯିବ। ଟେଷ୍ଟ ଦଳରେ ସ୍ଥାନ ପାଇଥିବା ଋଦ୍ଧିମାନ ଶାହା ଦଳ ସହ ଅଷ୍ଟ୍ରେଲିଆ ଯାଇଥିବା ବେଳେ ଆହତ ଈଶାନ୍ତ ଶର୍ମା ଓ ରୋହିତ ଶର୍ମା ସୁସ୍ଥହେବା ପରେ ଯିବେ। ଈଶାନ୍ତ ଓ ରୋହିତ କେବଳ ଟେଷ୍ଟମ୍ୟାଚ୍‌ ଦଳରେ ସ୍ଥାନ ପାଇଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଫଟାବାହାଲ ସ୍କୁଲ ପଡାରେ ବିଜୁଳି ସମସ୍ୟା♦️ ନରସିଂହଙ୍କୁ ବାଟ ଓଗାଳି ଅଭିଯୋଗ କଲେ ମହିଳା ଗୋଷ୍ଠୀ   25-Jun-2026
  ଜିଲ୍ଲା  
ଶିଶୁ ଶ୍ରମିକ ସମ୍ବନ୍ଧୀୟ ଟାସ୍କ ଫୋର୍ସ ଦ୍ଵାରା ବିଭିନ୍ନ ସଂସ୍ଥା ଉପରେ ଚଢାଉ,୧୫ ଜଣ କିଶୋର ଓ ଜଣେ ଶିଶୁ ଶ୍ରମିକ ଉଦ୍ଧାର   25-Jun-2026
  ଜିଲ୍ଲା  
ସୁଜନପୁର ରେ ମନ୍ଦିର ଓ ବିଗ୍ରହ ପ୍ରତିଷ୍ଠା ଉତ୍ସବ   25-Jun-2026
  ରାଜ୍ୟ  
ବଲାଙ୍ଗୀର ପାୟୋନିଅର ୧୯ ବର୍ଷରୁ କମ୍ ଲିଗ୍ ଓ ନକଆଉଟ କ୍ରିକେଟ ଉଦଯାପିତ   25-Jun-2026
  ଜିଲ୍ଲା  
କଣ୍ଟାବାଞ୍ଜିରେ ବିଜେଡି ର ପ୍ରଶିକ୍ଷଣ ଶିବିର   25-Jun-2026
  ଜିଲ୍ଲା  
ରତାଖଣ୍ଡି ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ   25-Jun-2026
  ଜିଲ୍ଲା  
ବିନିକା ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା : ଦୁଇଟି ବନ୍ଧୁକ ସହିତ ଜୀବନ୍ତ ଗୁଳି ଓ ଧଳା କାର ଜବତ : ୪ ଗିରଫ   24-Jun-2026
  ଜିଲ୍ଲା  
ଝାରମୁଣ୍ଡା ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ   24-Jun-2026
  ଜିଲ୍ଲା  
ରକ୍ତଦାତା ଦିବସ -୨୦୨୬ ରେ ସମ୍ମାନିତ ହେଲେ ରେଡ଼କ୍ରସ ସ୍ବେଛାସେବୀ - ସତ୍ୟନାରାୟଣ   24-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଆଜି ସରଗାଡ଼ ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ   24-Jun-2026
  ରାଜ୍ୟ  
ପାଟଣାଗଡ଼ରେ ଓ ୟୁ ଜେ ର କାର୍ଯ୍ୟକାରିଣୀ ବୈଠକ   24-Jun-2026
  ଜିଲ୍ଲା  
ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା ୪ଗିରଫ,ଏବେ ବି ଫେରାର ଅଛନ୍ତି ୩ରୁ ୪ଦୁର୍ବୁତ୍ତ(ସାମ୍ବାଦିକ ସମ୍ମିଳନୀରେ ଏସପିଙ୍କ ସୂଚନା   24-Jun-2026

You Might Also Like