-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଅପରାଧ

ଵିଫଳ ହେଲା ପ୍ରେମଵିଵାହ ! ପ୍ରେମିକର ଜୀଵନନେଲା ଯଵାନ, ଫେରାର୍ ହୋଇ ସ୍କୁଲ୍‌ରେ ରହୁଥିଲେ ପ୍ରେମୀଯୁଗଳ, ମିଳିଲା ପ୍ରେମିକାର ମୃତଦେହ: ବିବାହର ପ୍ରତିଶ୍ରୁତି ଦେଇ ଘରୁ ଆଣି ଅନ୍ୟ ଗ୍ରାମରେ ରଖି ହତ୍ୟା କଲା ପ୍ରେମିକ, ବାହାର ରାଜ୍ୟରୁ ଅଭିଯୁକ୍ତ ଗିରଫ

17-Jan-2022



ବଲାଙ୍ଗୀର: ପ୍ରେମ ବ୍ୟାପାରକୁ ନେଇ ହତ୍ୟାକାଣ୍ଡ ରାଜ୍ୟରେ ପ୍ରତିଦିନ ଖବର ପୃଷ୍ଠା ମଣ୍ଡନ କରୁଛି । ପୁଣି ପ୍ରେମରେ ତିକ୍ତତାକୁ ନେଇ ପ୍ରେମିକ ପ୍ରେମିକାକୁ ହତ୍ୟା କରିଥିବା ଜଣାପଡିଛି । ବଲାଙ୍ଗୀରଜିଲ୍ଲା ସିନ୍ଧେକେଲା ଥାନା ଅନ୍ତର୍ଗତ ସୁଣ୍ଢୀମୁଣ୍ଡା   ରୁ ଆସିଛି ଏପରି ଖବର । 
ପୋଲିସ ସମ୍ପୃକ୍ତ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି ।

 ସୂଚନା ଅନୁଯାୟୀ, ଗତ ଡିସେମ୍ବର ୯ ତାରିଖରେ ବଲାଙ୍ଗୀର ସିନ୍ଧେକେଲା ଥାନା ଅନ୍ତର୍ଗତ ସୁଣ୍ଢୀମୁଣ୍ଡା ପ୍ରାଥମିକ ସ୍କୁଲରୁ ଜଣେ ଅପରିଚିତ ଯୁବତୀଙ୍କ ମୃତଦେହ ଜବତ ହୋଇଥିଲା । ତଦନ୍ତ ପରେ ଯୁବତୀ ଜଣକ କଳାହାଣ୍ଡି ଜିଲ୍ଲାର ନିଖୋଜ ସ୍ୱର୍ଣ୍ଣଲତା ସାହୁ ବୋଲି ଜାଣିବାକୁ ପାଇଥିଲା ପୋଲିସ୍ । ଅଧିକ ତଦନ୍ତ ପରେ ଏହା ଏକ ହତ୍ୟାକାଣ୍ଡ ବୋଲି ଜଣାପଡ଼ିଛି ।
 କଳାହାଣ୍ଡି ଜିଲ୍ଲା ଭବାନୀପାଟଣାର ଝିଅ ସ୍ୱର୍ଣ୍ଣଲତା ସାହୁଙ୍କ ସହ ବ୍ରହ୍ମପୁରର ସନ୍ତୋଷ ସାହୁଙ୍କ ପ୍ରେମ ସମ୍ପର୍କ ଥିଲା । ସନ୍ତୋଷ ଜଣେ ଯବାନ ବୋଲି କୁହାଯାଇଛି । ଉଭୟ ବିବାହ ପାଇଁ ଘରେ ପ୍ରସ୍ତାବ ଦେଇଥିଲେ । ପୁଅ ଘର କିନ୍ତୁ ୩୦ଲକ୍ଷ ରୁ ଅଧିକ ଯୌତୁକ ମାଗିବାରୁ ବିବାହ ଭାଙ୍ଗି ଯାଇଥିଲା । ପରେ ଉଭୟ ଫେରାର୍ ହୋଇଯିବାକୁ ମନସ୍ତ କରିଥିଲେ । ସନ୍ତୋଷ ସ୍ବର୍ଣ୍ଣଲତାକୁ ଭବାନୀପାଟଣାରୁ ଆଣି ବଲାଙ୍ଗୀର ବଙ୍ଗୋମୁଣ୍ଡା ରାସ୍ତାରେ ଥିବା ସିନ୍ଧୂମୁଣ୍ଡା ସ୍କୁଲରେ ରଖିଥିଲା ।

 ସେଠାରେ ଉଭୟଙ୍କ ମଧ୍ୟରେ କୌଣସି କାରଣରୁ ତିକ୍ତତା ଲାଗି ରହିଥିଲା । ଶେଷରେ ସାତ ଜନ୍ମର ସାଥୀ ପାଇଁ କଥା ଦେଇଥିବା ପ୍ରେମିକାକୁ ଜୀବନରୁ ହତ୍ୟା କରିଥିବା ଅଭିଯୋଗ ହୋଇଛି । ପୋଲିସ ସନ୍ତୋଷର ମୋବାଇଲ ଟ୍ରାକ୍ କରି ବାହାର ରାଜ୍ୟରୁ ଗିରଫ କରି କୋର୍ଟ ଚାଲାଣ କରିଛି । ଅନ୍ୟପଟେ କୋର୍ଟ ଅଭିଯୁକ୍ତର ଜାମିନ ନାମଞ୍ଜୁର କରିବା ସହ ୧୪ ଦିନିଆ ବିଚାର ବିଭାଗୀୟ ହାଜତକୁ ପଠାଇ ଦେଇଛନ୍ତି । ସେପଟେ ଅଭିଯୁକ୍ତ ଜଣକ ଯବାନ କି ନୁହଁ ସେନେଇ ସ୍ପଷ୍ଟ ହୋଇନଥିବା କହିଛନ୍ତି ।

(ବଲାଙ୍ଗୀର ଜିଲ୍ଲାରୁ ଅନ୍ତର୍ଯ୍ୟାମୀ ସାହୁଙ୍କ  ରିପୋର୍ଟ) 


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like