-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଦେଶ ବିଦେଶ

ଇଚ୍ଛା ବିରୋଧରେ ହେବନି ଟିକାକରଣ, ସୁପ୍ରିମକୋର୍ଟରେ ସ୍ପଷ୍ଟ କଲେ କେନ୍ଦ୍ର ସରକାର

17-Jan-2022



ନୂଆଦିଲ୍ଲୀ// ସାରା ବିଶ୍ୱକୁ କଲବଲ କରି ରଖିଛି କରୋନା । କେବଳ ଯେ କରୋନା ନୁହେଁ ନୂଆ ନୂଆ ଭାରିଆଣ୍ଟ ମଧ୍ୟ ସବୁଠି ଆତଙ୍କ ସୃଷ୍ଟି କରିବାରେ ଲାଗିଛି । ଭାରତରେ ବି ସ୍ଥିତି ଅସମ୍ଭାଳ ହୋଇପଡିଛି । ଏହାକୁ ନଜରର ରଖି ଟିକାକରଣକୁ ଜୋରଦାର କରାଯାଉଛି । ଏମିତିକି ଅନେକ ସ୍ଥାନରେ ବୁଷ୍ଟର ଡୋଜକୁ ପ୍ରାଥମିକତା ଦିଆଗଲାଣି ।

ଏହାରି ଭିତରେ ସୁପ୍ରିମକୋର୍ଟ କେନ୍ଦ୍ରକୁ କହିଛନ୍ତି ଯେ, କୌଣସି ବ୍ୟକ୍ତିଙ୍କର ଇଚ୍ଛା ବିରୋଧରେ କିମ୍ବା ଜୋରଜବରଦସ୍ତି ଟିକା ଦିଆଯାଇପାରିବ ନାହିଁ । ଏମିତିକି ତାଙ୍କୁ ବାଧ୍ୟ ମଧ୍ୟ କରାଯାଇପାରିବ ନାହିଁ ।ତେବେ ଦିବ୍ୟାଙ୍ଗ ମାନଙ୍କୁ ଟିକାକରଣ ପ୍ରମାଣପତ୍ର ଦେଖାଇବା ପ୍ରସଙ୍ଗରେ କେନ୍ଦ୍ର ସର୍ବୋଚ୍ଚ ନ୍ୟାୟାଳୟକୁ କହିଛି ଯେ, ଟିକାକରଣ ପ୍ରମାଣପତ୍ରକୁ ବାଧ୍ୟତାମୂଳକ କରିବା ନେଇ କୌଣସି ଏସଓପି ଜାରି କରାଯାଇନାହିଁ ।

ଏନଜିଓ ଏଭାରା ଫାଉଣ୍ଡେସନର ଏକ ଆବେଦନର ଜବାବରେ କେନ୍ଦ୍ର ଏହାର ଆଫିଡେଭିଟ୍ ଦାଖଲ କରିଛି । ଏହି ଆବେଦନରେ ଭିନ୍ନକ୍ଷମ ମାନଙ୍କୁ ପ୍ରାଥମିକତା ଭିତ୍ତିରେ ଟୀକାକରଣ ପାଇଁ ଘରକୁ ଘର ବୁଲି ସେମାନଙ୍କ ଟିକାକରଣ କରିବାକୁ ଅନୁରୋଧ କରାଯାଇଥିଲା । ଭାରତ ସରକାର ଏବଂ ସ୍ୱାସ୍ଥ୍ୟ ଏବଂ ପରିବାର କଲ୍ୟାଣ ମନ୍ତ୍ରଣାଳୟ ଦ୍ୱାରା ଜାରି କରାଯାଇଥିବା ନିର୍ଦ୍ଦେଶାବଳୀରେ ସମ୍ପୃକ୍ତ ବ୍ୟକ୍ତିଙ୍କ ସହମତି ବିନା ବାଧ୍ୟତାମୂଳକ ଟିକାକରଣ ବିଷୟରେ କହେ ନାହିଁ।


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like