-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜୀବନଶୈଳୀ

କରମସାନୀ ବାୟକ ହେଇ ପରିବାର ଚଳାଉଛନ୍ତି ଯୁବ ବାୟକ ଚଞ୍ଚଳ ଦାସ

17-Jan-2022



ପଦ୍ମପୁର/ବିଜେପୁର:-ବରଗଡ଼ ଜିଲ୍ଲା ବିଜେପୁର ବ୍ଲକ ଯୋଖିପାଲି ଗ୍ରାମର ଚଞ୍ଚଳ ଦାସ,ବୟସ ୧୭ ଜଣେ କରନସାନୀ ବାୟକ ଭାବରେ ବିଜେପୁର ତଥା ବରଗଡ଼ ଜିଲ୍ଲାର ବିଭିନ୍ନ ଅଞ୍ଚଳରେ ବେଶ ଖ୍ୟାତି ଅର୍ଜନ କରିବାରେ ସଫଳ ହେଇଛନ୍ତି ।ତାଙ୍କ ପରିବାର କହିଲେ ବାପା ସୁରେନ୍ଦ୍ର ଦାସ ଜଣେ ମୃଦଙ୍ଗ ବାୟକ,ମାତା ବଲ୍ଲଭୀ ଦାସ ଜଣେ ଗୃହିଣୀ ଏବଂ ଜଣେ ଭାଇ ଓ ଭଉଣୀ ଅଛନ୍ତି l ପିଲାଟି ଦିନରୁ କରମସାନୀ ବାୟକ ହେବାର ନିଶା ତାଙ୍କୁ ଏହି ଦିଗକୁ ଅଗ୍ରସର କରିଥିଲା ।ନବମ ଶ୍ରେଣୀରେ ପାଠ ପଢ଼ୁଥିବା ସମୟରୁ ସେ ଏହି କଳା ଉପରେ ଆକୃଷ୍ଟ ହୋଇଥିଲେ । ପ୍ରଥମେ ଗାଁରେ ବିଭିନ୍ନ କାର୍ଯ୍ୟକ୍ରମରେ ଶିଶୁ ବାୟକ ଭାବରେ ଭାଗ ନେଇଥିବା ଚଞ୍ଚଳ ପରବର୍ତ୍ତୀ ସମୟରେ ବରଗଡ଼ ଧନୁଯାତ୍ରା ମଣ୍ଡପରେ ପ୍ରଦର୍ଶନ କରି ସମସ୍ତଙ୍କ ମନ ମୋହି ନେଇଥିଲେ ।ଏହାଛଡା ଗାଁର ନୂଆଁଖାଇ କାର୍ଯ୍ୟକ୍ରମ ସମୟରେ ମଧ୍ୟ ତାଙ୍କ ପ୍ରଦର୍ଶନ ଯୋଗୁଁ ଗ୍ରାମବାସୀ ଙ୍କୁ ବେଶ ଉତ୍ସାହିତ କରିଥିଲେ । ଏହିଭଳି ଭାବରେ ଧିରେ ଧିରେ ଅନ୍ୟ ଗାଁ ମାନଙ୍କୁ ଯାଇ କରମସାନୀ ବାୟକ ଭାବରେ ନିଜର ତଥା ନିଜ ଗାଁର ନାମକୁ ଆଗକୁ ନେଇଚାଲିଛନ୍ତି ଚଞ୍ଚଳ l ସେ ପାରମ୍ପରିକ କଳାକୁ ବଞ୍ଚାଇ ରଖିବା ସହ ପରିବାର ପ୍ରତିପୋଷଣ କରିବା ପାଇଁ ଏହି ବୃତ୍ତିକୁ ଆପଣେଇ ନେଇଥିବା କଥା  ଆମ ପ୍ରତିନିଧି ଙ୍କ ଆଗରେ ପ୍ରକାଶ କରିଛନ୍ତି l


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like

                               
  ଜୀବନଶୈଳୀ  

ସାଇକେଲ ଏକ ପରିଚୟ