-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

କୋଭିଡ ନିୟମକୁ ମାନି ପାଳିତ ହେଉଛି ପୁଷ ପୁନି ପର୍ବ ବା ଟୋକି ପରବ

17-Jan-2022



କଳାହାଣ୍ଡି,କୋକସରା(ତ୍ରିନାଥ ବେଶ୍ରା )
କଳାହାଣ୍ଡି ଜିଲ୍ଲା କଲମ ପୁର ବ୍ଲକ ବୋଦେଲ ବନ୍ଧ ଓ ଅନେକ ଗୁଡିଏ ଗ୍ରାମରେ ପାଳିତ ହେଉଛି ଏହି ଟୋକି ପରବ,  ଏପରି କୋଭି ଡ ନିୟମକୁ ମାନି ପାଳନ କରା ଯାଇଛି କୋକସରା ବ୍ଳକ କାଉ ଡୋଳା ଗ୍ରାମ ପଞ୍ଚାୟତ କାଉ ଡୋଳା ଗ୍ରାମରେ ଚାଲିଛି ଟୋକି  ପର୍ବ । ଆଦିବାସୀ ମାନଙ୍କଏହା ହେଉଛି ଭିନ୍ନ ପର୍ବ । ମାଟିମା କୁ ସନ୍ତୁଷ୍ଟ କରିବା ପାଇଁ ପ୍ରତି  ବର୍ଷରେ ପୌଷ ମାସରେ କଳାହାଣ୍ଡି ଜିଲ୍ଲାର ବିଭିନ୍ନ ଗାଁ ମାନଙ୍କରେ ପାଳିତ ହୋଇଥାଏ ଟୋକି ପର୍ବ । ଆଖ ପାଖରେ ଥିବା ଆଦିବାସୀ ମାନଙ୍କୁ ନିମତ୍ରଣ  କରି ପାଳନ କରାଯାଏ ଏହି ଟୋକି ମରା ପର୍ବ । ଦେବା ଦେବୀଙ୍କ ପାଖରେ ସମର୍ପଣ କରିବା ବୋଦାକୁ ଗାଁର ଯାନୀ ଏବଂ ପୁଝରୀ ଙ୍କ ଘରୁ ବାହାର କରି ଗାଁ ପରିକ୍ରମା କରାଯାଇଥାଏ ।

ଏହା ପରେ ବୋଦାକୁ ପରଫ ଝାର ବା ପଡ଼ିଆକୁ ନେଇ ସେଠାରେ ମାଟି ମାକୁ ଅର୍ପଣ କରାଯାଏ । ଏହା ପରେ ବିଭିନ୍ନ ଗାଁରୁ ଆସିଥିବା ଆଦିବାସୀ ମାନେ ପାରମ୍ପ।ରିକ ଅସ୍ତ୍ର ଶସ୍ତ୍ର ଧରି ବାଜାର ତାଳେ ତାଳେ ନାଚି ଶୋଭା ଯାତ୍ରାରେ ଯାଇଥାନ୍ତି । ବିଶ୍ୱାସ ରହିଛି ବୋଦାର ମାଂସକୁ ନେଇକି ନିଜର ଗାଁ ଇଷ୍ଟଦେବୀ ଏବଂ ଜମିରେ ପୋତିଳେ ଗାଁର ସମସ୍ତ ଦୁଃଖ କଷ୍ଟ ନିବାରଣ ସହିତ ଜମିରେ ଭଲ ଅମଳ ହୋଇଥାଏ । ପୂର୍ବରୁ ବୋଦା ଜାଗାରେ କୁମାରୀ କନ୍ୟାକୁ ବଳି ଦିଆଯାଉଥିବା କୁହାଯାଏ । ତେବେ ପରେ ବୋଦାକୁ କୁମାରୀ କନ୍ୟାର ନାମରେ ଦିଆଯାଉଛି ।
ଟୋକିମରା ପର୍ବ ପରଦିନ ପାଳନ ହୁଏ ଧାଙ୍ଗଡ଼ି ଝୁଲା ଅର୍ଥାତ ଖୁସୀର ଦିନ ଗାଁରେ ବଡ଼ ବ୍ୟକ୍ତି ହେଉ କି ଧାଙ୍ଗଡ଼ି ଅର୍ଥାତ ଝିଅ ପୁଅ କୁ ଖଟିଆରେ ବୁଲା ଯାଏ । ଏମିତି ଖୁସୀରେ ଅତିଥି ମାନଙ୍କୁ ବୁଲାଇ ବୁଲାଇ ବାଦ୍ୟ ର  ତାଳେ ତାଳେ ନାଚି ଥାନ୍ତି । ଆଦିବାସୀ ଙ୍କ ବିଶ୍ୱାସ ରହିଛି ଏହି ଦିନ ଯଦି କୌଣସି ଆଦିବାସୀ ପୁଅ ଯଦି କୌଣସି ଝିଅକୁ  ହାତ ଧରି ଥାଏ ତେବେ ସେମାନଙ୍କୁ ସମାଜ ପତିପତ୍ନୀର ମର୍ଯ୍ୟଦା ଦିଆ ଯାଇଥାଏ l
କଳାହାଣ୍ଡି ଜିଲ୍ଲାର କୋକାସରା , ଜୟପାଟଣା , କଲମପୁର ଏବଂ ବିଭିନ୍ନ ଗାଁରେ ଥିବା ଆଦିବାସୀ ମାନେ ଟୋକିମରା ପର୍ବ ପାଳିତ କରିଥାନ୍ତି ।


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like