-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

ନିଜ ରାଇଫଲ ରେ ଗୁଳିମାରି ଆତ୍ମହତ୍ୟା

17-Jan-2022



ନୂଆପଡ଼ା:-ନୂଆପଡା ଜିଲ୍ଲା ଅନ୍ତର୍ଗତ କୋମନା ଥାନା ଅଞ୍ଚଳ ର ସୁନାବେଡ଼ା ଅଭୟାରଣ୍ୟ ନିକଟରେ ଥିବା ବରକୋଟ ସିଆରପିଏଫ କ୍ୟାମ୍ପ ଗେଟ୍ ସମ୍ମୁଖରେ ଏକ କାର୍ଯ୍ୟରତ ସିଆରପିଏଫ ୨୧୬ ବାଟାଲିୟନ ର ଯବାନ ରାମ ପ୍ରତାପ ବୟସ ୪୯ ନିଜ ସର୍ଭିସ୍ ରାଇଫଲ ଏ.କେ.ଏମ ରେ ନିଜେ ଗୁଳି ମାରିହୋଇ ଆତ୍ମହତ୍ୟା କରିଛନ୍ତି lଆତ୍ମହତ୍ୟା ସମ୍ପର୍କରେ କୋମନା ଥାନା ସହ ଯୋଗାଯୋଗ କରିବାରୁ ଏସଆଇ ମଞ୍ଜୁଲତା ଖାଡଙ୍ଗା ପାରିବାରିକ ସ୍ଥିତି ଠିକ ନଥିବା ସହ

ମାନସିକ ଦୁଶ୍ଚିନ୍ତା ରେ  ନେଇ ରାମ ପ୍ରତାପ ନିଜେ ଗୁଳି ମାରିହୋଇ ଆତ୍ମହତ୍ୟା କରିଥିବା କଥା ଆମ ପ୍ରତିନିଧି ଙ୍କ ଆଗରେ ପ୍ରକାଶ କରିଛନ୍ତି lପରେ ୨୧୬ ସିଆରପିଏଫ ବ୍ୟାଟାଲିୟନ ର କମାଣ୍ଡେଣ୍ଟ ରାଜେଶ ଭତ୍ସା ଙ୍କୁ ଯୋଗାଯୋଗ କଲାପରେ ସେ କହିଲେ ରାମ ପ୍ରତାପ ବୟସ ୪୯ ତାଙ୍କ ଘର ସୁଦୂର ହରିୟାଣାରେ lଏଭଳି ଦୁଃଖଦ ଓ  ଏଭଳି ଅଭାବନୀୟ ଘଟଣା ପାଇଁ ମୁଁ ବିଶେଷ ମର୍ମାହତ ଅଛି lଘଟଣା ର ତଦନ୍ତ ପୋଲିସ ଜାରି ରଖିଛନ୍ତି lମୃତ ଶବ କୁ ଶବ ବ୍ୟବଚ୍ଛେଦ ପାଇଁ ସିଏଚସି କୋମନା କୁ ପଠାଯାଇଛି lଶବ ବ୍ୟବଚ୍ଛେଦ ପରେ ତାଙ୍କ ମୃତ ଶବ କୁ ରାୟପୁର ରୁ ଏରୋପ୍ଳେନ ଜରିଆରେ ତାଙ୍କ ଘରକୁ ପଠାଯିବ ବୋଲି ଜଣାଇଛନ୍ତି ‌l


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like