-+91-9937148622 |

prerana_bgr@rediffmail.com |

  Friday 19th June 2026 |

| | | |

R.N.I. Regd No. ODIODI/2010/46693

Breaking News

ସ୍ବାବଲମ୍ବୀ ଯୁବ ସମାବେଶ ପାଇଁ ବ୍ଲକ ସ୍ତରୀୟ କର୍ମଶାଳା    (19-Jun-2026)       ||      ବାହାରିଲେ ଆଉ ଜଣେ କୋଟିପତି ଯନ୍ତ୍ରୀ   (19-Jun-2026)       ||      ବରପାଲି ଶୀତଳ ଷଷ୍ଠୀ ଯାତ୍ରା ପଞ୍ଚମ ଦିବସରେ ଶିବ ପାର୍ବତୀଙ୍କ ବୈଦିକ ରୀତିରେ ବିବାହ ସମ୍ପୂର୍ଣ ।   (19-Jun-2026)       ||      *ଡାବୁଗାଁ ବ୍ଲକରେ ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ପାଳିତ ହେଲା ବିକାଶର ଧାରା, ଓଡିଶା ସାରା କାର୍ଯ୍ୟକ୍ରମ....*   (19-Jun-2026)       ||      ପୁରସ୍କାର ଓ ସମ୍ମାନ ପଛରେ ନାହିଁ ସାହିତ୍ୟ ପଛରେ ପଡିଛନ୍ତି ସଙ୍ଗୀତା    (19-Jun-2026)       ||      ବଲାଙ୍ଗିର ସାଜିଛି ନିଶାଖୋର ଅପରାଧୀଙ୍କ ସୁରକ୍ଷିତ ପେଣ୍ଠସ୍ଥଳୀ   (19-Jun-2026)       ||      ଭୋଟର ତାଲିକାକୁ ସ୍ୱଚ୍ଛ ଓ ତ୍ରୁଟିଶୂନ୍ୟ କରିବା ଉଦ୍ଦେଶ୍ୟରେ ବିଭିନ୍ନ ମତଦାନ କେନ୍ଦ୍ର ବୁଲିଲେ ବଲାଙ୍ଗୀର ଜିଲ୍ଲାପାଳ    (19-Jun-2026)       ||      ଓଡିଶା ସରକାର ଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ଆଗଲପୁର ବ୍ଲକ୍ ରେ ବ୍ଲକ୍ ସ୍ତରୀୟ କୃଷକ ସମାବେଶ    (18-Jun-2026)       ||      ଅଧିକାର ମେଳାରେ ୭୧ ଜଣ ବରିଷ୍ଠ ନାଗରିକଙ୍କୁ ସହାୟକ ଉପକରଣ ବଣ୍ଟନ   (18-Jun-2026)       ||      ପୁରୁଣାପାଣି ଶିତଳ ଷଷ୍ଠୀ ମହୋତ୍ସବ ରେ ନରସିଂହ, ଶିକ୍ଷା, ପିଇବା ପାଣି ଓ ଗମନାଗମନ ପ୍ରତି ଦୃଷ୍ଟି ଦେଉ ସରକାର - ନରସିଂହ   (18-Jun-2026)       ||      *ଡାବୁଗାଁ ଡ଼ଙ୍ଗରୀଗୁଡା ଠାରେ ପ୍ରତିଷ୍ଠା ହେଲା ମାଁ ସମଲେଇଙ୍କ ମନ୍ଦିର*   (18-Jun-2026)       ||      ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଯାତ୍ରା ଚତୁର୍ଥ ଦିବସରେ ବୈଦିକ ରୀତିରେ ହେଲା ଗଣ୍ଠିଆଳ ଫିଟା , ରାତ୍ରରେ ବରାନୁଗମନ ସମାପନ   (18-Jun-2026)       ||      ଦୟାନିଧି ପ୍ରତିଭା ବିକାଶ ପ୍ରତିଷ୍ଠାନ ପକ୍ଷରୁ ଭ୍ରାମ୍ୟମାଣ ସେବା   (18-Jun-2026)       ||      ଡୁଙ୍ଗୁରିପାଲିରେ ଶୀତଳ ଷଷ୍ଠୀ ଯାତ୍ରା ଆରମ୍ଭ |ମା ପାର୍ବତୀଙ୍କୁ କନ୍ୟା ରୂପେ ପାଇ ମିଶ୍ର ଦମ୍ପତି ଆନନ୍ଦିତ   (18-Jun-2026)       ||      ବରଗଡ଼ ସାଂସଦ ପ୍ରଦୀପ ପୁରୋହିତଙ୍କ ପଶ୍ଚିମବଙ୍ଗ ଗସ୍ତ : ନବ ନିର୍ବାଚିତ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କୁ ନୃସିଂହନାଥ ଧାମ ପରିଦର୍ଶନ ପାଇଁ ନିମନ୍ତ୍ରଣ    (18-Jun-2026)       ||      ଆବର୍ଜନା ଉଠାଇଲେ ଏନଏସି ଅଧ୍ୟକ୍ଷ, କାଉନସିଲର ଓ ଯୁବ ଗୋଷ୍ଠୀ, ସଫେଇ କର୍ମଚାରୀଙ୍କ ସହ ମୁହାଁ ମୁହିଁ ପରିସ୍ଥିତି ନାକେଦମ୍ ପୁଲିସ, ଦୁଇ ଘଣ୍ଟା ତୁଷୁରା - ବଲାଙ୍ଗୀର ରାସ୍ତା ଅବରୋଧ   (18-Jun-2026)       ||      ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ଗତ ଦୁଇ ବର୍ଷରେ ରାଜ୍ୟ ସରକାରଙ୍କ ବିକାଶମୂଳକ ଯୋଜନା ଏବଂ ସଫଳତା ସମ୍ପର୍କରେ ଉପସ୍ଥାପନ କଲେ ମନ୍ତ୍ରୀ    (18-Jun-2026)       ||      ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ପକ୍ଷରୁ ସାଇବର୍ ଆଇନ ସମ୍ପର୍କିତ ଆଲୋଚନାଚକ୍ର ୨୧ ରେ    (18-Jun-2026)       ||      ବ୍ରାହ୍ମଣୀ ଗ୍ରାମରେ ମାଇକ୍ରୋ ଟୁରିଜିମ୍‌ ପ୍ରକଳ୍ପର ପରିଦର୍ଶନ କଲେ ପ୍ରଶାସନିକ ଦଳ    (18-Jun-2026)       ||      ଆନ୍ତର୍ଜାତୀୟ ଯୋଗ ଦିବସ ପାଳନ ନେଇ ପ୍ରସ୍ତୁତି ବୈଠକ   (18-Jun-2026)       ||     

HOME   ଜିଲ୍ଲା

ପରମ୍ପରାର ଗଣପର୍ବ ପୁଷପୁନିରେ ସାମିଲ ହେଲେ ନରସିଂହ, ପୁବ ବର୍ଷ ପରି ଏଥର ମଧ୍ୟ ଘରକୁ ଘର ପିଠା ଖୁଆଇଲେ  

17-Jan-2022



ବଲାଙ୍ଗିର,(ପ୍ରେରଣା ଖବର): ପୁଷ ପୁନି ପଶ୍ଚିମ ଓଡିଶାର ଗାଁ ରୁ ସହର ପର୍ଯ୍ୟନ୍ତ ପାଳନ କରାଯାଉଥିବା ଏକ ଗଣପର୍ବ । ପ୍ରାୟତଃ ଦେଖା ଯାଏ ଅଂଚଳର କୃଷକ ତାର ବହୁ କଷ୍ଟ ଲବ୍ଧ ଫସଲ ଅମଳ ସଲକୁ ଘରକୁ ନିଏ ତାର ଖୁସିରେ ପ୍ରତ୍େୟକ ଚାଷୀ ପରିବାର ଘରେ ଘରେ ପିଠା ମଣ୍ଡା କରି ଏହି ପର୍ବ ପାଳନ କରିଥାନ୍ତି । ଏପରି ଏକ ନିଆରା ପର୍ବ ପୁଷପୁନିରେ ଆଜି ସାମିଲ ହୋଇଛନ୍ତି ମାନ୍ୟବର ବଲାଙ୍ଗିର ବିଧାୟକ ନରସିଂହ ମିଶ୍ର । ପରମ୍ପରାଗତ ଭାବେ ପ୍ରତ୍େୟକ ବର୍ଷ ନିଜର ପ୍ରଥମ ନିାର୍ବଚନ ମଣ୍ଡଳି ଲୋଇସିଂହା ଠାରେ ପୂବ ବର୍ଷ ଭଳି ଶ୍ରୀ ମିଶ୍ର ଏବର୍ଷ ମଧ୍ୟ ସାମିଲ ହୋଇ ଗାଁର ପ୍ରାୟତଃ ଅଂଚଳ ବୁଲି

ଛୋଟରୁ ବଡ ସମସ୍ତଙ୍କୁ ପିଠା ବାଣ୍ଟି ଥିଲେ । ଅପରାହ୍ନରେ  ଶ୍ରୀ ମିଶ୍ରଙ୍କୁ ଲୋଇସିଂହା ଷ୍ଟାଡିଅମ ପାଖରେ ସ୍ଥାନୀୟ ଲୋକମାନେ ସ୍ୱାଗତ କରିବା ସହ ଗାଁର ଯୁବକମାନେ ପଞ୍ଚବାଦ୍ୟ ଦୁଲଦୁଲିର ତାଳେ ତାଳେ ବିଧାୟକ ଶ୍ରୀ ମିଶ୍ରଙ୍କ ସହ ଗାଁର ପ୍ରତ୍େୟକ ଘରକୁ ଯାଇ ପୁଷପୁନି ଜୁହାର ଜଣାଇଥିଲେ । ଆଜିର ଦିନ ଲୋଇସିଂହାରେ ଲୋଇସିଂହା ଉତ୍ସବ ପାଳନ କରାଯିବା ସହିତ ପୁଷପୁନି ଉପଲକ୍ଷେ କବାଡି, ଝୋଟି ତଥା ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମମାନ ଅନୁଷ୍ଠିତ କରାଯାଇଥାଏ । କିନ୍ତୁ ଏବର୍ଷ କରୋନା କଟକଣା ଯୋଗୁଁ ଏଠାରେ ହେଉଥିବା ସାଂସ୍କୃତିକ କାର୍ଯ୍ୟକ୍ରମ ସହିତ ଅନ୍ୟ ପାରମ୍ପାରିକ ପ୍ରତିଯୋଗିତା ଗୁଡିକୁ ସ୍ଥଗିତ କରାଯାଇଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସ୍ବାବଲମ୍ବୀ ଯୁବ ସମାବେଶ ପାଇଁ ବ୍ଲକ ସ୍ତରୀୟ କର୍ମଶାଳା   19-Jun-2026
  ଜିଲ୍ଲା  
ବାହାରିଲେ ଆଉ ଜଣେ କୋଟିପତି ଯନ୍ତ୍ରୀ   19-Jun-2026
  ଜିଲ୍ଲା  
ବରପାଲି ଶୀତଳ ଷଷ୍ଠୀ ଯାତ୍ରା ପଞ୍ଚମ ଦିବସରେ ଶିବ ପାର୍ବତୀଙ୍କ ବୈଦିକ ରୀତିରେ ବିବାହ ସମ୍ପୂର୍ଣ ।   19-Jun-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ପାଳିତ ହେଲା ବିକାଶର ଧାରା, ଓଡିଶା ସାରା କାର୍ଯ୍ୟକ୍ରମ....*   19-Jun-2026
  ଜିଲ୍ଲା  
ପୁରସ୍କାର ଓ ସମ୍ମାନ ପଛରେ ନାହିଁ ସାହିତ୍ୟ ପଛରେ ପଡିଛନ୍ତି ସଙ୍ଗୀତା   19-Jun-2026
  ଅପରାଧ  
ବଲାଙ୍ଗିର ସାଜିଛି ନିଶାଖୋର ଅପରାଧୀଙ୍କ ସୁରକ୍ଷିତ ପେଣ୍ଠସ୍ଥଳୀ   19-Jun-2026
  ଜିଲ୍ଲା  
ଭୋଟର ତାଲିକାକୁ ସ୍ୱଚ୍ଛ ଓ ତ୍ରୁଟିଶୂନ୍ୟ କରିବା ଉଦ୍ଦେଶ୍ୟରେ ବିଭିନ୍ନ ମତଦାନ କେନ୍ଦ୍ର ବୁଲିଲେ ବଲାଙ୍ଗୀର ଜିଲ୍ଲାପାଳ   19-Jun-2026
  ଜିଲ୍ଲା  
ଓଡିଶା ସରକାର ଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ଆଗଲପୁର ବ୍ଲକ୍ ରେ ବ୍ଲକ୍ ସ୍ତରୀୟ କୃଷକ ସମାବେଶ   18-Jun-2026
  ଜିଲ୍ଲା  
ଅଧିକାର ମେଳାରେ ୭୧ ଜଣ ବରିଷ୍ଠ ନାଗରିକଙ୍କୁ ସହାୟକ ଉପକରଣ ବଣ୍ଟନ   18-Jun-2026
  ଜିଲ୍ଲା  
ପୁରୁଣାପାଣି ଶିତଳ ଷଷ୍ଠୀ ମହୋତ୍ସବ ରେ ନରସିଂହ, ଶିକ୍ଷା, ପିଇବା ପାଣି ଓ ଗମନାଗମନ ପ୍ରତି ଦୃଷ୍ଟି ଦେଉ ସରକାର - ନରସିଂହ   18-Jun-2026
  ଜିଲ୍ଲା  
*ଡାବୁଗାଁ ଡ଼ଙ୍ଗରୀଗୁଡା ଠାରେ ପ୍ରତିଷ୍ଠା ହେଲା ମାଁ ସମଲେଇଙ୍କ ମନ୍ଦିର*   18-Jun-2026
  ଜିଲ୍ଲା  
ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଯାତ୍ରା ଚତୁର୍ଥ ଦିବସରେ ବୈଦିକ ରୀତିରେ ହେଲା ଗଣ୍ଠିଆଳ ଫିଟା , ରାତ୍ରରେ ବରାନୁଗମନ ସମାପନ   18-Jun-2026

You Might Also Like