-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

ନାମାଙ୍କନପତ୍ର ଦାଖଲ ସହିତ ସୁବର୍ଣ୍ଣପୁର ଜିଲ୍ଲାରେ ନିର୍ବାଚନ ଉଷ୍ମତା ବଢ଼ିଲା

17-Jan-2022



ସୁବର୍ଣ୍ଣପୁର//ତ୍ରିସ୍ତରୀୟ ପଞ୍ଚାୟତିରାଜ ନିର୍ବାଚନ ପ୍ରକ୍ରିୟା ସମଗ୍ର ରାଜ୍ୟରେ ତଥା ସୁବର୍ଣ୍ଣପୁର ଜିଲ୍ଲାରେ ମଧ୍ୟ ଆରମ୍ଭ ହୋଇଯାଇଛି I ୧୭ ତାରିଖରୁ ୨୧ ତାରିଖ ଯାଏଁ ୱାର୍ଡମେମ୍ବର, ସରପଞ୍ଚ, ସମିତିସଭ୍ଯ, ଜିଲ୍ଲାପରିଷଦ ପ୍ରାର୍ଥୀମାନେ ନାମାଙ୍କନପତ୍ର ଦାଖଲ କରିବେ I ସରକାରଙ୍କ କୋଭିଡ 
ମାର୍ଗଦର୍ଷିକା ପାଳନକରି ଆଜି ଜିଲ୍ଲାର ବିଭିନ୍ନ ସମିତି ସଭ୍ୟ /ସଭ୍ୟା ଆଶାୟୀ ପ୍ରାର୍ଥୀମାନେ ନିଜ ନିଜ ଅଞ୍ଚଳର ଗୋଷ୍ଠୀ ଉନ୍ନୟନ ଅଧିକାରୀଙ୍କ କାର୍ଯ୍ୟାଳୟ ଓ ସରପଞ୍ଚ ଏବଂ ୱାର୍ଡ ମେମ୍ବର ପ୍ରାର୍ଥୀ /ପ୍ରାର୍ଥୀନୀ ମାନେ ପଞ୍ଚାୟତ କାର୍ଯ୍ୟାଳୟ ରେ ନାମାଙ୍କନପତ୍ର ଦାଖଲ ଆରମ୍ଭ କରିଦେଇଛନ୍ତି I ପ୍ରଥମ ଦିନରେ ସୋନପୁର ବ୍ଲକ ରେ ୧୧ ଜଣ ୱାର୍ଡମେମ୍ବର ଏବଂ ୧ ଜଣ  ପଞ୍ଚାୟତ ସମିତି ସଭ୍ଯ ,ଉଲୁଣ୍ଡା ବ୍ଲକରେ ୬ ଜଣ ୱାର୍ଡମେମ୍ବର, ବୀରମହାରାଜପୁର ବ୍ଲକ ରେ ୭ ଜଣ ୱାର୍ଡମେମ୍ବର ଓ ୧ ଜଣ ସମିତି ସଭ୍ଯ, ଡୁଙ୍ଗୁରିପାଲି ବ୍ଲକ ରେ ୬ ଜଣ ୱାର୍ଡମେମ୍ବର,ତରଭା ବ୍ଲକ ରେ ୭ ଜଣ ୱାର୍ଡମେମ୍ବର ଏବଂ ୨ ଜଣ ସମିତି ସଭ୍ୟ, ବିନିକା ବ୍ଲକ ରେ ୧୨ ଜଣ ୱାର୍ଡମେମ୍ବର ଏବଂ ୨ ଜଣ ସମିତି ସଭ୍ଯ ନାମାଙ୍କନପତ୍ର ଦାଖଲ କରିଛନ୍ତିl ଉଭୟ ସୋନପୁର ଏବଂ ବୀରମହାରାଜପୁର ଉପଜିଲ୍ଲାପାଳଙ୍କ କାର୍ଯ୍ଯାଳୟରେ କୌଣସି ଜିଲ୍ଲା ପରିଷଦ ପ୍ରାର୍ଥୀ ନାମାଙ୍କନପତ୍ର ଦାଖଲ କରିନଥିବା ସୂଚନା ମିଳିଛି l ବିଭିନ୍ନ ରାଜନୈତିକ ଦଳମାନଙ୍କ ମଧ୍ୟରେ ଜିଲ୍ଲା ପରିଷଦ ପ୍ରାର୍ଥୀ ଚୟନ ପାଇଁ କସରତ ଆରମ୍ଭ ହୋଇ ଯାଇଥିବା ବେଳେ ଜନସାଧାରଣଙ୍କ ମନରେ ମଧ୍ୟ ଉତ୍ସୁକତା ବୃଦ୍ଧି ପାଇବାରେ ଲାଗିଛି I


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like