-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ରାଜନୀତି

ଆରମ୍ଭ ହେଲା ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ର ପ୍ରାର୍ଥୀ ପତ୍ର ଦାଖଲ

17-Jan-2022



ନୟାଗଡ଼, (ପ୍ରଦୀପ କୁମାର ପଣ୍ଡା): ନୟାଗଡ଼ ଜିଲ୍ଲାରେ ଆଜି ନାମାଙ୍କନ ଦାଖଲ ଆରମ୍ଭ ହୋଇଛି। ଜିଲ୍ଲାରେ ୨୧୯ ଜଣ ୱାର୍ଡ଼ ସଭ୍ୟ, ୧୯ ଜଣ ସରପଞ୍ଚ, ୭ ଜଣ ସମିତି ସଭ୍ୟ ଏବଂ ୨ ଜଣ ଜିଲ୍ଲା ପରିଷଦ ପାର୍ଥୀ ଆଜି ନାମାଙ୍କନ ଦାଖଲ କରିଥିବା ସୂଚନା ମିଳିଛି। ନୟାଗଡ଼ ବ୍ଲକରେ ସର୍ବାଧିକ ୨୨ ଜଣ ୱାର୍ଡ଼ ସଭ୍ୟ ନାମାଙ୍କନ ଦାଖଲ କରିଥିବା ବେଳେ ନୂଆଗାଁ ବ୍ଲକରେ ୨୧ ଜଣ ୱାର୍ଡ଼ ସଭ୍ୟ, ୨ ଜଣ ସରପଞ୍ଚ ପାର୍ଥୀ ନାମାଙ୍କନ ଦାଖଲ କରିଛନ୍ତି ସେହିଭଳି ଭାବେ ଦଶପଲ୍ଲା ବ୍ଲକରେ ୧୬ ୱାର୍ଡ଼ ସଭ୍ୟ, ୪ ଜଣ ସରପଞ୍ଚ, ୩ ଜଣ ସମିତି ସଭ୍ୟ ପାର୍ଥୀ ନାମାଙ୍କନ ଦାଖଲ କରିଛନ୍ତି ଗଣିଆ ବ୍ଲକରେ ୮ ଜଣ ୱାର୍ଡ଼ ସଭ୍ୟ ନାମାଙ୍କନ ଦାଖଲ କରିଛନ୍ତି ଖଣ୍ଡପଡ଼ା ବ୍ଲକରେ ୪୦ ଜଣ ୱାର୍ଡ଼ ସଭ୍ୟ, କୋଶକା ଗ୍ରାମପଞ୍ଚାୟତ ରୁ ଜଣେ ସମତି ସଭ୍ୟ ପ୍ରାର୍ଥୀ ନାମାଙ୍କନ ଦାଖଲ କରିଥିବା ସୂଚନା ମିଳିଛି । ଭାପୁର ବ୍ଲକରେ ୪୨ ଜଣ ୱାର୍ଡ଼ ସଭ୍ୟ, ୩ ଜଣ ସରପଞ୍ଚ, ଜଣେ ସମିତି ସଭ୍ୟ ପ୍ରାର୍ଥୀ ନାମାଙ୍କନ ଦାଖଲ କରିଛନ୍ତି । ରଣପୁର ବ୍ଲକରେ ୨୩ ଜଣ ୱାର୍ଡ଼ସଭ୍ୟ, ୮ ଜଣ ସରପଞ୍ଚ ପାର୍ଥୀ, ଜଣେ ସମିତି ସଭ୍ୟ ପାର୍ଥୀ ନାମାଙ୍କନ ଦାଖଲ କରିଥିବା ସୂଚନା ମିଳିଛି ଓଡ଼ଗାଁ ବ୍ଲକରେ ୪୭ ଜଣ ୱାର୍ଡ଼ସଭ୍ୟ, ୨ ଜଣ ସରପଞ୍ଚ ଏବଂ ଜଣେ ସମିତି ସଭ୍ୟ ପ୍ରାର୍ଥୀ ନାମାଙ୍କନ ଦାଖଲ କରିଛନ୍ତି। ଆଜି ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଦୁଇ ଜଣ କଂଗ୍ରେସ ପାର୍ଥୀ ଜିଲ୍ଲା ପରିଷଦ ପାଇଁ ନାମାଙ୍କନ ଦାଖଲ କରିଛନ୍ତି । ଓଡଗାଁ ବ୍ଲକର ଜୋନ ନମ୍ବର ୧ ଜିଲ୍ଲା ପରିଷଦ ଆସନ ପାଇଁ ପ୍ରାର୍ଥୀ ଜ୍ୟୋତ୍ସ୍ନାରାଣୀ ନାୟକ ନିଜର ନାମାଙ୍କନ ପତ୍ର ଦାଖଲ କରିଥିବା ବେଳେ ୩ ନମ୍ବର ଜୋନ ପାଇଁ ସସ୍ମିତା ଦାଶ ତାଙ୍କର ପ୍ରାର୍ଥୀପତ୍ର ଉପଜିଲ୍ଲାପାଳଙ୍କ ନିକଟରେ ଦାଖଲ କରିଛନ୍ତି | ସୂଚାନକ୍ରମେ ୮ ନମ୍ବର ଜୋନ ଜିଲ୍ଲା ପରିଷଦ ଗଣିଆ ପାଇଁ ଚିନ୍ମୟୀ ବେହେରା କଂଗ୍ରେସ ରୁ ଟିକେଟ ପାଇଥିବା ବେଳେ ନାମାଙ୍କନ ଦାଖଲ କରିନାହାନ୍ତି |


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like