-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||     

HOME   ଜିଲ୍ଲା

ସୁବର୍ଣ୍ଣପୁରରେ ୭୩ ତମ ସାଧାରଣତନ୍ତ୍ର ଦିବସ ପାଳନ ଉପଲକ୍ଷେ ପ୍ରସ୍ତୁତି ବୈଠକ- କୋଭିଡ କଟକଣାରେ ପାଳନ ହେବ ସାଧାରଣତନ୍ତ୍ର ଦିବସ -୨୦୨୨

17-Jan-2022



ସୁବର୍ଣ୍ଣପୁର - ଅପରାହ୍ନ ୩. ଘ. ସମୟରେ  ୭୩ତମ ସାଧାରଣତନ୍ତ୍ର ଦିବସ  ପାଳନ ଉପଲକ୍ଷେ ପ୍ରସ୍ତୁତି ବୈଠକ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଜିଲ୍ଲାପାଳ, ଶ୍ରୀମତୀ ଅବୋଲୀ ସୁନିଲ ନରୱଣେ ଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଠିତ ହୋଇଯାଇଛି l ସାଧାରଣତନ୍ତ୍ର ଦିବସ-୨୦୨୨ କୁ ସରକାରଙ୍କ କୋଭିଡ ନିୟମାବଳି ଅନୁଯାୟୀ ପାଳନ କରାଯିବାକୁ ନିଷ୍ପତ୍ତି ନିଆଯାଇଥିଲା I ଏହି ବର୍ଷ ମଧ୍ୟ କୋଭିଡ ନିୟମାବଳି ଅନୁଯାୟୀ କେବଳ ପୋଲିସ ବାହିନୀ ହିଁ ସାଧାରଣତନ୍ତ୍ର ଦିବସ ପ୍ୟାରେଡରେ ଅଂଶ ଗ୍ରହଣ କରିବେ,କୌଣସି ସ୍କୁଲ ବା କଲେଜର ଛାତ୍ର ଛାତ୍ରୀ ଅଥବା ସର୍ବସାଧାରଣଙ୍କୁ ସମାରୋହରେ ଅଂଶ ଗ୍ରହଣ କରିବା ଉପରେ ବାରଣ କରାଯାଇଛି I ପ୍ରସ୍ତୁତି ବୈଠକ ନିଷ୍ପତ୍ତି ଅନୁଯାୟୀ ଜିଲ୍ଲା ସ୍ତରୀୟ ସମାରୋହ ସ୍ଥାନୀୟ ରିଜର୍ଭ ପୋଲିସ ପଡିଆରେ ଅନୁଷ୍ଠିତ ହେବ l ଦିବସର ମୁଖ୍ୟ ଅତିଥି ଉକ୍ତ ଦିନ ସକାଳ ଘଂ ୦୮-୩୦ ମିନିଟ ଧାର୍ଯ୍ୟ ସମୟରେ ଜିଲ୍ଲାସ୍ତରୀୟ ଆନୁଷ୍ଠାନିକ ଜାତୀୟ ପତାକା କୁ ଉତ୍ତୋଳନ କରିବା ସହିତ ଅଭିବାଦନ ଗ୍ରହଣ କରି ଜାତି ଉଦ୍ଦେଶ୍ୟରେ ଉଦବୋଧନ ପ୍ରଦାନ କରିବେ l ତା ୨୬ ସକାଳେ ସହରର ବିଭିନ୍ନ ଛକରେ ଅବସ୍ଥାପିତ ବରପୁତ୍ରଙ୍କ ପ୍ରତିମୂର୍ତ୍ତିରେ ପ୍ରଶାସନ ତରଫରୁ ପୁଷ୍ପ ମାଲ୍ୟ ପ୍ରଦାନ କରାଯିବ l ସମାରୋହ ଅବସରରେ ଉଚ୍ଚ ପ୍ରାଥମିକ ଓ ଉଚ୍ଚ ବିଦ୍ୟାଳୟ ସ୍ତରରେ ଓଡ଼ିଆ ଓ ଇଂରାଜୀ ଭାଷାରେ ପ୍ରବନ୍ଧ ପ୍ରତିଯୋଗିତା ଆଭାସୀ ମାଧ୍ୟମରେ ଅନୁଷ୍ଠିତ ହେବ l ସେହିପରି ଜିଲ୍ଲାର ବିଭିନ୍ନ ବ୍ଲକ ଓ ୟୁଏଲ ବି ରେ ଉକ୍ତ ଦିନ କୋଭିଡ କଟକଣାରେ ସକାଳ ଘଂ ୦୮-୩୦ ମି ପରେ ପରେ ଅନୁଷ୍ଠାନିକ ଜାତୀୟ ପତାକା ଉତ୍ତୋଳନ କରିବା ପାଇଁ ପରାମର୍ଶ ଦିଆଯାଇଛି I ପୁନଶ୍ଚ ସମାରୋହ ସ୍ଥଳ କୁ ସର୍ବସାଧାରଣ ତଥା ସ୍କୁଲ ଓ କଲେଜ ଛାତ୍ର /ଛାତ୍ରୀଙ୍କ ପ୍ରବେଶ ବାରଣ କରାଯାଇଛି  l ଏହି ପ୍ରସ୍ତୁତି ବୈଠକରେ ଅତିରିକ୍ତ ଜିଲ୍ଲାପାଳ ସୂର୍ଯ୍ୟନାରାୟଣ ଦାଶ, ଶ୍ରୀମତୀ ନିଶି ପୁନମ ମିଞ୍ଜ,ପ୍ରକଳ୍ପ ନିର୍ଦ୍ଦେଶକ ଡି ଆର ଡି ଏ -ଶ୍ରୀ ଡୋଳାମଣି ପଟେଲ ,ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଶ୍ରୀ ହେମନ୍ତ କୁମାର ପାଢ଼ୀ, ଏ ଡି ଏମ ଓ ଡ. ପ୍ରଦୀପ କୁମାର ଗୁରୁ, କାର୍ଯ୍ୟନିର୍ବହୀ ଅଧିକାରୀ, ପୌର ପରିଷଦ ସୋନପୁର, ଶ୍ରୀ  ସୂର୍ଯ୍ଯାଂଶୁ  ରୁଟ, ସମେତ ଆର ଆଇ ଅଫ ପୋଲିସ, ଅଗ୍ନିଶମ ଅଧିକାରୀ, ସହକାରୀ ବଣ ସଂରକ୍ଷକ, ଏ ଡି ଏଚ, ଡି ଇ ଓ କାର୍ଯ୍ୟାଳୟର କର୍ମଚାରୀ, ଉପଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ର ବରିଷ୍ଠ ରାଜସ୍ବ ସହାୟକ, ଜିଲ୍ଲା ସୂଚନା ଓ ଲୋକ ସଂପର୍କ ଅଧିକାରୀ ବୈଠକରେ ଉପସ୍ଥିତ ରହିଥିଲେ I ପରିଶେଷରେ ଜିଲ୍ଲା ସୂଚନା ଓ ଲୋକ ସଂପର୍କ ଅଧିକାରୀ  ଅଶ୍ବିନୀ କୁମାର ଭୋଇ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିବା ସହ ସଭା ସାଙ୍ଗ କରାଯାଇଥିଲା  I

 


News Comment




Photo in News

Advertisment
Lastest News
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026

You Might Also Like