-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

ବୌଦ୍ଧରେ ତିନିଲକ୍ଷ ଛୁଇଁଲା କୋଭିଡ୍ ପ୍ରଥମଡୋଜ୍ ଟିକା

18-Jan-2022



ବୌଦ୍ଧ:(ପ୍ରେରଣା ଖବର ବ୍ୟୁରୋ) : କୋଭିଡ୍ ଟିକାକରଣରେ ବୌଦ୍ଧଜିଲ୍ଲାର ୧୮ରୁ ଉର୍ଦ୍ଧ ବୟସ ବର୍ଗର ପ୍ରଥମ ଡୋଜ୍ ଅଙ୍କ ଆଜି ତିନିଲକ୍ଷ ଛୁଇଁଛି। ଗତବର୍ଷ ଜାନୁଆରୀ ୧୬ ତାରିଖରୁ ଦେଶବ୍ୟାପୀ ଆରମ୍ଭ ହୋଇଥିବା ଜାତୀୟ କୋଭିଡ୍ ଟିକାକରଣ କାର୍ଯ୍ୟକ୍ରମରେ ବୌଦ୍ଧଜିଲ୍ଲା ନିମନ୍ତେ ୧୮ରୁ ଉର୍ଦ୍ଧ ଟିକାକରଣ ପାଇଁ ୩୨୮୮୧୦ ଲକ୍ଷ୍ୟ ଧାର୍ଯ୍ୟ କରାଯାଇଥିଲା। ଆଜି ସୁଦ୍ଧା ସମଗ୍ର ଜିଲ୍ଲାର ୩୦୦୦୨୦ ଜଣକୁ ପ୍ରଥମ ଡୋଜ୍ କୋଭିସିଲ୍ଡ୍ ଟିକା ଦିଆ ସରିଛି ଯାହା ମୂଳ ଲକ୍ଷ୍ୟର ୯୧.୨ ପ୍ରତିଶତ ଅଟେ। ଜିଲ୍ଲାରେ ୬୦ ବର୍ଷରୁ ଉର୍ଦ୍ଧ ବର୍ଗରେ ୯୨.୨, ୪୫ ବର୍ଷରୁ ଉର୍ଦ୍ଧ ବର୍ଗରେ ୯୦.୩ ଓ ୧୮ ବର୍ଷରୁ ଉର୍ଦ୍ଧ ବର୍ଗରେ ୮୮ ପ୍ରତିଶତ ବ୍ୟକ୍ତି କୋଭିସିଲ୍ଡ ଟିକାର ପ୍ରଥମ ମାତ୍ରା ନେଇ ସାରିଛନ୍ତି। ସମୁଦାୟ ୭୫.୭ ପ୍ରତିଶତ ବ୍ୟକ୍ତି ଦ୍ବିତୀୟ ମାତ୍ରା କୋଭିସିଲ୍ଡ ଟିକା ନେଇ ସାରିଛନ୍ତି। ସେହିଭଳି ଚଳିତ ଜାନୁଆରୀ ୩ ତାରିଖରୁ ଏ ପର୍ଯ୍ୟନ୍ତ ଜିଲ୍ଲାରେ ୪୬.୮ ପ୍ରତିଶତ ୧୫ ରୁ ୧୮ ବର୍ଷ ବୟସ୍କ କିଶୋରଙ୍କୁ କୋଭାକ୍ସିନ୍ ଟିକା ପ୍ରଦାନ କରାଯାଇଛି। କୋଭିଡ୍ ଦ୍ବିତୀୟମାତ୍ରା ଟିକାର ନଅ ମାସ ପୂର୍ଣ୍ଣ ହୋଇସାରିଥିବା ସମସ୍ତ ସ୍ବାସ୍ଥ୍ୟକର୍ମୀ, ସମ୍ମୁଖ କୋଭିଡ୍ ଯୋଦ୍ଧା ତଥା ୬୦ ବର୍ଷରୁ ଉର୍ଦ୍ଧ ବ୍ୟକ୍ତିଙ୍କୁ ଚଳିତ ଜାନୁଆରୀ ୧୦ ତାରିଖ ଠାରୁ କୋଭିଡ୍ ପ୍ରିକସନ୍ ଡୋଜ୍ ଟିକା ଦିଆ ଯାଉଛି। ଜିଲ୍ଲାର ୨୪ଟି ସ୍ଥାୟୀ କୋଭିଡ୍ ଟିକାକରଣ କେନ୍ଦ୍ର ସମେତ ଗ୍ରାମାଂଚଳରେ ସ୍ବାସ୍ଥ୍ୟକର୍ମୀଙ୍କ ଜରିଆରେ ଘରକୁ ଘର ବୁଲି ଟିକା ନ ନେଇଥିବା ବ୍ୟକ୍ତିଙ୍କୁ ଚିହ୍ନଟ କରି କୋଭିଡ୍ ଟିକା ପ୍ରଦାନ କରାଯାଉଛି। ଟିକାକରଣକୁ ଆହୁରି ବ୍ୟାପକ ଓ ସଂପୂର୍ଣ୍ଣ କରିବା ପାଇଁ ଓ୍ବାସିଡିଏ ତଥା ପ୍ଲାନ୍ ଇଣ୍ଡିଆ ଭଳି ସ୍ବେଚ୍ଛାସେବୀ ସଂସ୍ଥା ସହଯୋଗ କରିବାକୁ ପ୍ରତିଶ୍ରୁତି ଦେଇଛନ୍ତି। ଚଳିତ ଜାନୁଆରୀ ଶେଷସୁଦ୍ଧା ଜିଲ୍ଲାର ବାକିଥିବା ସମସ୍ତ ହିତାଧିକାରୀଙ୍କୁ କୋଭିଡ୍ ଟିକା ଦେଇ ପ୍ରଥମ ଡୋଜ୍ ଟିକାକୁ ଶତପ୍ରତିଶତରେ ପହଂଚେଇବାକୁ ଲକ୍ଷ୍ୟଧାର୍ଯ୍ଯ କରାଯାଇଛି ବୋଲି ଜିଲ୍ଲା ସ୍ବାସ୍ଥ୍ୟ ବିଭାଗ ତରଫରୁ ସୂଚନା ମିଳିଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like