-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||     

HOME   ରାଜନୀତି

ବିନିକା ବ୍ଲକ: ଦ୍ଵିତୀୟ ଦିନରେ ୨ସମିତି ସଭ୍ୟ,୧ସରପଞ୍ଚ ଓ ୩୦ୱାର୍ଡ ସଭ୍ୟଙ୍କ ନାମାଙ୍କନ ପତ୍ର ଦାଖଲ

18-Jan-2022



ବିନିକା(ହିମାଂଶୁ ଶେଖର ପୁଟେଲ) ତ୍ରିସ୍ତରୀୟ ପଞ୍ଚାୟତିରାଜ ନିର୍ବାଚନ ପାଇଁ ବିନିକା ଅଞ୍ଚଳ ସରଗରମ ହୋଇଉଠିଛି | ଆଜି ନାମାଙ୍କନ ପତ୍ର ଦାଖଲର ଦ୍ଵିତୀୟ ଦିନରେ ସିଂଘିଯୁବା ଓ ବାଙ୍କୀଘିର୍ଡି ପଞ୍ଚାୟତ ପାଇଁ ୨ ଜଣ ସମିତି ସଭ୍ୟ,ଭଣ୍ଡାର ପଞ୍ଚାୟତ ପାଇଁ ଜଣେ ସରପଞ୍ଚ ଓ ବିଭିନ୍ନ ପଞ୍ଚାୟତରେ ୩୦ ଜଣ ୱାର୍ଡ ମେମ୍ବର ନାମାଙ୍କନ ପତ୍ର ଦାଖଲ କରିଥିବା ବ୍ଲକ ଜିପିଇଓ ସୂଚନା ଦେଇଛନ୍ତି | କରୋନା କଟକଣା ମାନି ପଞ୍ଚାୟତ ଓ ବ୍ଲକ କାର୍ଯ୍ୟାଳୟରେ ପ୍ରାର୍ଥୀ ପ୍ରାର୍ଥୀନୀ ମାନେ ତାଙ୍କ ପ୍ରସ୍ତାବକ ଓ ସମର୍ଥକଙ୍କୁ ଧରୁ ନାମାଙ୍କନ ଦାଖଲ କରୁଥିବା ଦେଖାଯାଇଥିଲା |ଅନ୍ୟ ପକ୍ଷରେ ବିନିକା ବ୍ଲକର ୨ଗୋଟି ଜିଲ୍ଲା ପରିଷଦ ଜୋନ ପାଇଁ ବର୍ତ୍ତମାନ ପର୍ଯ୍ୟନ୍ତ କେହି ନାମାଙ୍କନ ପତ୍ର ଦାଖଲ କରିନଥିବା ବେଳେ ବିଶ୍ଵସ୍ତ ସୂତ୍ରରୁ ମିଳିଥିବା ଖବର ଅନୁୟାଇ ବିଜେଡ଼ି,ବିଜେପି ଓ କଂଗ୍ରେସ ଦଳର ଆଶାୟୀ ପ୍ରାର୍ଥୀ ପ୍ରାର୍ଥୀନୀ ଙ୍କ ଟିକଟ କୁଆଡେ ଚୁଡାନ୍ତ ହୋଇ ସାରିଥିବା ଜଣାପଡିଛି |


News Comment




Photo in News

Advertisment
Lastest News
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026

You Might Also Like