-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||     

HOME   ଜିଲ୍ଲା

ସ୍ଵାମୀ ବିବେକାନନ୍ଦ ଙ୍କ ଜୀବନୀ ଓ ଦର୍ଶନ ଉପରେ ୱେବିନlର

18-Jan-2022



ବରଗଡ଼ (ନିରଞ୍ଜନ ତ୍ରିପାଠୀ) : ଆଜି ଅପରାହ୍ନ ୦୩.୩୦ ରେ  ବରଗଡ ଜିଲ୍ଲା ର ଅଞ୍ଚଳ ମହାବିଦ୍ୟାଳୟ, ପଦ୍ମପୁର ଓ ବିବେକାନନ୍ଦ ଅଧ୍ୟୟନ କେନ୍ଦ୍ର, ଝାରବନ୍ଧ ର ମିଳିତ ଉଦ୍ୟମ ରେ  ମହାନ ଯୋଗୀ ଓ ଦାର୍ଶନିକ ସ୍ବାମୀ ବିବେକାନନ୍ଦ ଙ୍କ ଜନ୍ମ ଜୟନ୍ତୀ ସପ୍ତାହ ର ପବିତ୍ର ଅବସରରେ ଏକ ୱେବିନlର ଅଞ୍ଚଳ ମହାବିଦ୍ୟାଳୟର ଅଧ୍ୟକ୍ଷ ଡ଼. ଲଲିତେନ୍ଦୁ ନାୟକଙ୍କ ସଭାପତିତ୍ବରେ ଅନୁଷ୍ଠିତ ହୋଇ ଯାଇଛି l ଏହି କାର୍ଯ୍ୟକ୍ରମରେ ଅଞ୍ଚଳ ମହାବିଦ୍ୟାଳୟର ଛାତ୍ର ଶ୍ରୀ ବାଳମୁକୁନ୍ଦ ନିଆଲ ଶାନ୍ତି ପାଠ ଓ  ଛାତ୍ରୀ ସୁଶ୍ରୀ ସୁନୀତା ସାହୁ ପ୍ରାରମ୍ଭିକ ସଙ୍ଗୀତ ଗାନ କରି ଥିଲେ l ବିବେକାନନ୍ଦ ଅଧ୍ୟୟନ କେନ୍ଦ୍ର, ଝାରବନ୍ଧ ର ସଂଯୋଜକ ଯତୀନ୍ଦ୍ର କୁମାର ପ୍ରାରମ୍ଭିକ ସୂଚନା ଦେଇ ଥିଲେ l ପ୍ରlଧ୍ୟlପକ ଲଲିତ୍ ମୋହନ ପଣ୍ଡା ମୁଖ୍ୟ ବକ୍ତା ଭାବେ ଯୋଗଦେଇ ସ୍ଵାମୀ ବିବେକାନନ୍ଦ ଙ୍କ ଜୀବନୀ ଓ ଦର୍ଶନ ଉପରେ ସାରଗର୍ଭକ ଆଲୋଚନା କରିଥିଲେ l ଅଧ୍ୟାପକ ଗଗନ ବିହାରୀ ଡ଼ନସନା ଙ୍କ ପ୍ରଚେଷ୍ଟାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମ ରେ ପ୍ରଧ୍ୟାପକ ବିଦ୍ୟାଧର ଦାଶ କାର୍ଯକ୍ରମ ର ସଂଯୋଜନା କରି ଆନୁଷ୍ଠାନିକ ଧନ୍ୟବାଦ ଅର୍ପଣ କରିଥିବା ବେଳେ ବିନ୍ଧ୍ୟବlସିନି ମହାବିଦ୍ୟାଳୟ, ପାଇକମାଳ ର ଛାତ୍ରୀ ସୁଶ୍ରୀ ଇତିଶ୍ରୀ ସାହୁ ବିଦାୟୀ ସଙ୍ଗୀତ ଗାନ ଓ ଅଲେଖ ସାଗରିଆ ଶାନ୍ତି ମନ୍ତ୍ର ପାଠ କରିଥିଲେ। ସମଗ୍ର ପଦ୍ମପୁର ଉପଖଣ୍ଡ ର ବିଭିନ୍ନ ମହାବିଦ୍ୟାଳୟର ଶତାଧିକ ଅଧ୍ୟାପକ, ଅଧ୍ୟାପିକା ଓ ଛାତ୍ରଛାତ୍ରୀ ଏହି କାର୍ଯ୍ୟକ୍ରମରେ ଯୋଗଦାନ କରିଥିଲେ l


News Comment




Photo in News

Advertisment
Lastest News
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026

You Might Also Like