-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||     

HOME   ଜିଲ୍ଲା

ଦୁଇବର୍ଷ ପରେ ଶ୍ରୀ ଶ୍ରୀ ରଘୁନାଥ ଜୀଉ ଙ୍କ ମନ୍ଦିର ହୁଣ୍ଡି ଖୋଲିଲା ପ୍ରଶାସନ

18-Jan-2022



ନୟାଗଡ, (ପ୍ରଦୀପ କୁମାର ପଣ୍ଡା): ଦୁଇବର୍ଷ ଧରି ବନ୍ଦ ରହିଥିବା ଶ୍ରୀରଘୁନାଥ ଜିଉଙ୍କ ହୁଣ୍ତି ଆଜି ମନ୍ଦିର ପ୍ରଶାସନ ତରଫରୁ ଖୋଲା ଯାଇଛି। ହୁଣ୍ତିରୁ ମୋଟ ୬ଲକ୍ଷ ୮ହଜାର ୯୪୫ଟଙ୍କା ଆଦାୟ ହୋଇଥିବା ମନ୍ଦିର ପକ୍ଷରୁ ସୂଚନା ମିଳିଛି।ଆଜି ମନ୍ଦିର ହୁଣ୍ତି ଖୋଲିବାକୁ ନିଷ୍ପତି ନେଇ ଦିନ ୧୨ଟା ସମୟରେ ହୁଣ୍ତି ତାଲା ଖୋଲା ଯାଇଥିଲା। ଦିନ ୧୨ଟା୩୦ ମିନିଟରୁ ଗଣତି କାର୍ଯ୍ୟ ଆରମ୍ଭ ହୋଇ ଦୀର୍ଘ ୯ ଘଣ୍ଟା କାଳ ଟଙ୍କା ଗଣତି ହୋଇଥିଲା। ହୁଣ୍ତିରୁ ନୋଟ ଆକାରରେ ମୋଟ ୫ଲକ୍ଷ ୮ହଜାର ୯୪୫ଟଙ୍କା ବାହାରିଥିବାବେଳେ ୧ଲକ୍ଷ ଟଙ୍କା କଏନ୍ ବାହାରିଥିବା ଦେବୋତ୍ତର ସୁପରଭାଇଜର ଜିତେନ୍ଦ୍ର

କୁମାର ମିଶ୍ର ସୂଚନା ଦେଇଛନ୍ତି। ଏହା ସହିତ ହୁଣ୍ତିରେ ଥିବା ଟଙ୍କାରୁ ପାଖାପାଖି ୯ହଜାର ଟଙ୍କା ନଷ୍ଟ ହୋଇଥିବା ଜଣାପଡିଛି। ରାତି ପର୍ଯ୍ୟନ୍ତ ଟଙ୍କା ଗଣତି ଚାଲିଥିବା ଦେଖିବାକୁ ମିଳିଛି। ଏହି ଗଣତି ସମୟରେ ଦେବୋତ୍ତର ମ୍ୟାନେଜର ତାପସ ପଟ୍ଟନାୟକ, ପୂଜକ ପରିଷଦ ସଭାପତି ପ୍ରଫୁଲ କୁମାର

ମହାପାତ୍ର, ପୂଜକ ପରିଷଦ ସଂପାଦକ ବିଜୟ କୁମାର ଦାଶ, ମନ୍ଦିର ପରିଛା ହରିବନ୍ଧୁ ଷଡ଼ଙ୍ଗୀ, ସୁଆର ପରିଷଦ ସଂପାଦକ କାର୍ତ୍ତିକ ଚନ୍ଦ୍ର ପଣ୍ତା, ମନ୍ଦିର ସୁପରଭାଇଜର ଜିତେନ୍ଦ୍ର କୁମାର ମିଶ୍ର, ତହସିଲ ଓ ପୁଲିସ କର୍ମଚାରୀମାନେ ଉପସ୍ଥିତ ଥିଲେ। ଏହି ଟଙ୍କା ଶ୍ରଦ୍ଧାଳୁମାନେ ଶ୍ରୀ ରଘୁନାଥ ଜିଉଙ୍କୁ ଦାନ ଆକାରରେ ପ୍ରଦାନ କରିଥିଲେ। କରୋନା ମହାମାରୀ ଯୋଗୁଁ ଗତ ଦୁଇବର୍ଷ ଧରି ଶ୍ରୀରଘୁନାଥ ଜିଉଙ୍କ ମନ୍ଦିର ହୁଣ୍ତି ଖୋଲା ଯାଇନଥିଲା।


News Comment




Photo in News

Advertisment
Lastest News
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026

You Might Also Like