-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||     

HOME   ଜିଲ୍ଲା

୭୩ ତମ ଜିଲ୍ଲାସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଇଁ ବୌଦ୍ଧ ଜିଲ୍ଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

19-Jan-2022



ବୌଦ୍ଧ (ପ୍ରେରଣା ଖବର) :ଅପରାହ୍ନ ୪ ଘଣ୍ଟା ସମୟରେ ୭୩ ତମ ଜିଲ୍ଲାସ୍ତରୀୟ ସାଧାରଣତନ୍ତ୍ର ଦିବସ ଉପଲକ୍ଷେ ଏକ ପ୍ରସ୍ତୁତି ବୈଠକ ଅତିରିକ୍ତ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପ୍ରକୋଷ୍ଠରେ ଅନୁଷ୍ଠିତ ହୋଇଯାଇଛି । ଗତ ବର୍ଷ ପରି  ଏହି  ବର୍ଷ ମଧ୍ୟ କୋଭିଡ କଟକଣାକୁ ଦୃଷ୍ଟିରେ ରଖି ଜିଲ୍ଲାସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳନ କରାଯିବ । ଏହି ଉପଲକ୍ଷେ  ଅତିରିକ୍ତ ଜିଲ୍ଲାପାଳ ବବିତାରାଣୀ ଦଳବେହେରାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ପ୍ରସ୍ତୁତି ବୈଠକରେ କଟକଣାରେ ସାଧାରଣତନ୍ତ୍ର ଦିବସ ପାଳନ ବିଷୟରେ ଆଲୋଚନା ହୋଇଛି । ରାଜ୍ୟ ସରକାରଙ୍କ କୋଭିଡ ନିୟମାବଳୀ ଅନୁଯାୟୀ  ସାଧାରଣତନ୍ତ୍ର ଦିବସ ସମାରୋହ  ସ୍ଥାନୀୟ କଚେରୀ ପଡିଆଠାରେ ଅନୁଷ୍ଠିତ ହେବ । ଏଥିରେ କେବଳ ପୋଲିସ ବାହିନୀ ଅଂଶଗ୍ରହଣ କରିବେ । କୌଣସି ବିଦ୍ୟାଳୟ, ମହାବିଦ୍ୟାଳୟର ଛାତ୍ରଛାତ୍ରୀ ଅଂଶଗ୍ରହଣ କରିବେ ନାହିଁ । ସେହିପରି ଉତ୍ସବସ୍ଥଳରେ ଜନସମାଗମଙ୍କୁ ମଧ୍ୟ ସମ୍ପୂର୍ଣରୂପେ ବାରଣ କରାଯାଇଛି । କେବଳ ସୀମିତ ସଂଖ୍ୟକ କୋଭିଡ ଯୋଦ୍ଧାଙ୍କୁ ଆମନ୍ତ୍ରଣ କରାଯିବ । ସକାଳ ଘ.୮.୩୦ମି ସମୟରେ  ଆନୁଷ୍ଠାନିକ ଭାବେ  ଜାତୀୟ ପତାକା ଉତ୍ତୋଳନ କରାଯିବ । ପ୍ରାତଃ ଘ.୪.୩୦ମି. ସମୟରେ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ କାର୍ଯ୍ୟାଳୟ ତରଫରୁ ରାମଧୂନ, ସକାଳ ଘ.୭ ରୁ ଘ.୭.୩୦ ମି. ମଧ୍ୟରେ ସମସ୍ତ ସରକାରୀ ଅଫିସ, ବେସରକାରୀ ଅନୁଷ୍ଠାନ ମାନଙ୍କରେ ଜାତୀୟ ପତାକା ଉତ୍ତୋଳନ କରାଯିବ । ପରେ ପରେ ବୌଦ୍ଧ ସହରର ବିଭିନ୍ନ ଛକରେ ଅବସ୍ଥାପିତ ମହାପୁରୁଷଙ୍କ ପ୍ରତିମୂର୍ତ୍ତିରେ ପ୍ରଶାସନ ପକ୍ଷରୁ ପୁଷ୍ପମାଲ୍ୟ ଅର୍ପଣ କରାଯିବ । ସେହିପରି ଜିଲ୍ଲାର ସମସ୍ତ ବ୍ଲକ ଏବଂ ପଞ୍ଚାୟତରେ ଉକ୍ତ ଦିନ କୋଭିଡ କଟକଣାରେ ସକାଳ ଘ.୮.୩୦ ମି ସମୟରେ ଜାତୀୟ ପତାକା ଉତ୍ତୋଳନ କରିବା ପାଇଁ ପରାମର୍ଶ ଦିଆଯାଇଛି । ଏହି ପ୍ରସ୍ତୁତି ବୈଠକରେ ଉପ-ଜିଲ୍ଲାପାଳ, ବୌଦ୍ଧ ସନତ କୁମାର ନାଏକ, ନିଜାରତ ଅଫିସର ବି.କେ. ପ୍ରଧାନ, କାର୍ଯ୍ୟ ନିର୍ବାହୀ ଅଧିକାରୀ, ଏନ.ଏ. ସି, ବୌଦ୍ଧ, ଇଂ. ମନୋରଞ୍ଜନ ପଣ୍ଡା, ରିଜର୍ଭ ଇନ୍ସପେକ୍ଟର ମଧୁସୂଦନ ମହାପାତ୍ର, ଅଫିସର ଇନଚାର୍ଜ(ଅଗ୍ନିଶମ), ବୌଦ୍ଧ ସୁଶୀଲ କୁମାର ମଲ୍ଲିକ, ଷ୍ଟେନୋ ଗୌରୀ କୁମାର ପଣ୍ଡା ପ୍ରମୁଖ ଉପସ୍ଥିତ ଥିଲେ । ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ରୀତାକାନ୍ତି ବଳିଆରସିଂହ ସ୍ଵାଗତ ଭାଷଣ ସହ ସଭା ସଂଯୋଜନା ଏବଂ ସର୍ବ ଶେଷରେ ଧନ୍ୟବାଦ ଅର୍ପଣ ପରେ ସଭା ସାଙ୍ଗ କରାଯାଇଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026

You Might Also Like