-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||     

HOME   ମନୋରଞ୍ଜନ

Hjjj

19-Jan-2022



ଭୁବନେଶ୍ବର // ଅଜୟ ଓ ପ୍ରିୟା । ଉୟୟେ ଉଭୟଙ୍କୁ ଦେଖିଲେ ଚିଡ଼ନ୍ତି,କିIନ୍ତୁ ଦୁହିଁଙ୍କ ଭିତରେ ରହିଛି ଏକ ସୁନ୍ଦର ସମ୍ପର୍କ । 

କିନ୍ତୁ କେତେବେଳେ ସେ ସମ୍ପର୍କ, ସେମାନେ ଦୂରେଇ ଯାଆନ୍ତି ତ ଆଉ କେତେବେଳେ ଭଙ୍ଗା ସମ୍ପର୍କକୁ ଯୋଡ଼ିବାକୁ କଠିନ   ପ୍ରୟାସ କରନ୍ତି । ତା’ ଭିତରେ ପୁଣି ପାରିବାରିକ ଡ୍ରାମା।

ଏଭଳି ପ୍ରେମ ଓ ପରିବାରର ଫେଣ୍ଟାଫେଣ୍ଟିକୁ ନେଇ ନିର୍ମାଣ ହୋଇଛି ଓଡ଼ିଆ ସିନେମା ‘ହଉ ହଉ ହେଇଗଲାରେ’ ।  ଯାହା ଆସନ୍ତା ୨୧ ତାରିଖରେ ଓଟିଟି କଞ୍ଚାଲଙ୍କାରେ ରିଲିଜ୍ ହେବ ବୋଲି ପ୍ରଯୋଜନା ସଂସ୍ଥା ତରଫରୁ କ୍ରିଏଟିଭ ହେଡ ପ୍ରଣୟ ଜେଠୀ ଓ ଅମୃତ ନନ୍ଦ ସୂଚନା ଦେଇଛନ୍ତି ।
 ଏଥିରେ ମୁଖ୍ୟ ନାୟକ ଭୂମିକାରେ ରାଜ୍ ରାଜେଶ ଥିଲା
 ବେଳେ ନାୟିକା ସାଜିଛନ୍ତି  ରିୟା । ଉଭୟଙ୍କ ଯୋଡ଼ିକୁ ଦର୍ଶକ ପୂର୍ବରୁ “ରାତି ସରି ସରି ଯାଉଛି' ସିନେମାରେ ଦେଖିସାରିଛନ୍ତି । ସେଥିରେ ଦୁହିଁଙ୍କ ଚମତ୍କାର ଅଭିନୟ ଦର୍ଶକଙ୍କ ହୃଦୟକୁ ଛୁଇଁଥିଲା । ସିନେମାର ଅନ୍ୟାନ୍ୟ ଚରିତ୍ରର ପିଣ୍ଟୁ ନନ୍ଦ,ଶ୍ଵେତା

ଆଚାର୍ଯ୍ୟ, ସୁସ୍ମିତା ପ୍ରଧାନ,ଅକ୍ଷୟ ବସ୍ତିଆ,ଶୁଭଶ୍ରୀ,
ରାନୀ ପଣ୍ଡା,ଟୁକୁନା,ନୀଳମଣି ସାହୁ, ପୂଜା, ସଚିନଙ୍କ ସମେତ ବହୁ ଜଣାଶୁଣା କଳାକାର ଅଭିନୟ କରିଛନ୍ତି । ଏହାର
ନିର୍ଦ୍ଦେଶନା ଦାୟିତ୍ବ ସମ୍ଭାଳିଛନ୍ତି ରମେଶ ରାଉତ । ପୂରା ଟିମ୍ ଏବେ ସିନେମା ରିଲିଜ୍‌କୁ ଅପେକ୍ଷା କରିଛନ୍ତି ।

(ଅମୃତ ନନ୍ଦଙ୍କ ରିପୋର୍ଟ) 


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026

You Might Also Like

  ମନୋରଞ୍ଜନ  

Jj

               
  ମନୋରଞ୍ଜନ  

Nnm