-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||     

HOME   ଜିଲ୍ଲା

ନରସିଂହଙ୍କ ଅଚାନକ ଡୁଡୁକା ଧାନ ବିକ୍ରୟ କେନ୍ଦ୍ର ପରିଦର୍ଶନ ଧାନକିଣାରେ ଅବ୍ୟବସ୍ଥା ଓ ଦୁର୍ନିତି ଜଳଜଳ ଦିଶୁଛି -ନରସିଂହ, ସ୍ଥିତିରେ ସୁଧାନ ନ ଆଣିଲେ ପରିସ୍ଥିତି ଭୟଙ୍କର ହୋଇପାରେ-ନରସିଂହ

19-Jan-2022



ବଲାଙ୍ଗିର, (ପ୍ରେରଣା ଖବର)- ଆଜି ମାନ୍ୟବର ବଲାଙ୍ଗିର ବିଧାୟକ ନରସିଂହ ମିଶ୍ର ଅଚାନକ ଲୋଇସିଂହା ନିର୍ବାଚନ ମଣ୍ଡଳୀ ସ୍ଥିତ ଆଗଲପୁରର ଡଡୁକା ଠାରେ ଥିବା ଧାନ ବିକ୍ରୟ କେନ୍ଦ୍ରକୁ ପରିଦର୍ଶନରେ ଯାଇଥିଲେ । ସେଠାରେ ଦେଖାଯାଇଥିଲା ହଜାର ହଜାର ବସ୍ତା ଧାନ ଖୋଳା ଆକାଶ ତଳେ ରଖାଯାଇଛି । ଚାଷୀମାନେ ହତାଶ ହୋଇ ବସିଛନ୍ତି । ବିଧାୟକ ଶ୍ରୀ ମିଶ୍ର ପହଞ୍ôଚବା କ୍ଷତି ଉପସ୍ଥିତ ଥିବା ଚାଷୀମାନେ ଅଭିଯୋଗ କରିଥିଲେ ଯେ ତାଙ୍କ ଧାନ ସମ୍ପାଦକ କିଣୁ ନାହାନ୍ତି । ଦାୟିତ୍ୱରେ ଥିବା ସଂପାଦକ ଆଶ୍ଚର୍ଯ୍ୟଜନକ ଭାବେ ସଫେଇ ଦେଉଛନ୍ତି ଯେ ମିଲ୍ ମାଲିକ ଗାଡି ପଠାଉ ନାହାନ୍ତି ବୋଲି ଧାନ ଉଠି ପାରୁନାହିଁ । କିନ୍ତୁ ନିୟମ କହୁଛି ଚାଷୀ ତାର ଧାନ ମଣ୍ଡିକୁ ନେଇ ଆସିବ । ମଣ୍ଡିରେ ଧାନର ସୁରକ୍ଷା ତଥା ମିଲକୁ କେମିତି ଯିବ ସେ ସବୁ ସମ୍ପାଦକଙ୍କ ଦାୟିତ୍ୱ । କିନ୍ତୁ

ଏଠାରେ ଫଳ ଓଲଟା ବୋଲି ଜଣା ପଡୁଛି । କିଛି ଦିନ ପୂର୍ବରୁ ଏହି ସମସ୍ୟାକୁ ନେଇ ବିଭାଗୀୟ ସଚିବ ଶ୍ରୀ ଯାଦବ ମାନ୍ୟବର ବଲାଙ୍ଗିର ବିଧାୟକଙ୍କୁ ସ୍ପଷ୍ଟ ଭାବେ ଜଣାଇଥିଲେ ଯେ ଚାଷୀ କେବଳ ଧାନ ମଣ୍ଡିକୁ ଆଣି ରଖିବ । ମଣ୍ଡିରେ ତାର ଧାନ ଓଜନ କଲାପରେ ସେ ତାର ରସିଦ ପାଇବ । ଏସବୁ କରିବା ପାଇଁ ମଣ୍ଡି ପରିଚାଳନା ଦାୟିତ୍ୱରେ ଥିବା ଅଧିକାରୀ ବାଧ୍ୟ କିନ୍ତୁ ସଚିବଙ୍କ କଥା ଓ ଏଠିକାର କାର୍ଯ୍ୟରେ ମେଳ ଖାଉନଥିବାର ସ୍ପଷ୍ଟ ହେଉଛି ବୋଲି ମାନ୍ୟବର ବିଧାୟକ ଶ୍ରୀ ମିଶ୍ର କ୍ଷୋଭର ସହ କହିଛନ୍ତି । ସେ ତତ୍‌କ୍ଷଣାତ ଧାନକିଣା ଦାୟିତ୍ୱରେ ଥିବା ଉପଜିଲ୍ଲାପାଳ ଶ୍ରୀ ଧରୁଆଙ୍କୁ ଫୋନ ଯୋଗେ ସନ୍ଧ୍ୟା ପର୍ଯ୍ୟନ୍ତ ମଣ୍ଡିରେ ପଡିଥିବା ସମସ୍ତ ଧାନକୁ ଶିଘ୍ର ଉଠାଇବାକୁ ଏବଂ ଚାଷୀଙ୍କୁ ତାର ବାବଦରେ ରସିଦ ପ୍ରଦାନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ଏବଂ ଏହା ସହ ସେ ବିଭାଗ ତଥା ସରକାରଙ୍କୁ ଆଉ ଥରେ ଚେତେଇ ଦେଇଛନ୍ତି ଯେ ଯଦି ଧାନକିଣାକୁ ନେଇ ବାରମ୍ବାର ଏପରି ଚାଷୀଙ୍କୁ ହଇରାଣ କରାଯାଏ ତେବେ ଆଗକୁ ପରିସ୍ଥିତି ଭୟଙ୍କର ହୋଇପାରେ । ମଣ୍ଡିର ସ୍ଥିତି ଦେଖିଲେ ଦୁର୍ନିତି ଏବଂ ଅବ୍ୟବସ୍ଥା ଜଳ ଜଳ ହୋଇ ଦେଖାଯାଉଛି ବୋଲି ସେ କ୍ଷୋଭର ସହ ନିଜ ବକ୍ତବ୍ୟ ରଖିଥିଲେ । 
 


News Comment




Photo in News

Advertisment
Lastest News
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026

You Might Also Like