-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||     

HOME   ଜିଲ୍ଲା

କସ୍ତୁରବା ଗାନ୍ଧୀ ମାତ୍ରୁନିକେତନରେ ବହ୍ନିକନ୍ୟା ପାର୍ବତୀ ଗିରି ଙ୍କ ଜନ୍ମ ଜୟନ୍ତୀ ପାଳିତ

19-Jan-2022



 ପଦ୍ମପୁର:- ଯିଏ କି ତାଙ୍କର ସାରା ଜୀବନ ଦୁଃଖିରଙ୍କି ଙ୍କ ପାଇଁ ଉତ୍ସର୍ଗୀକୃତ, ଅସହାୟ, ଅବହେଳିତ ଏବଂ ଅନାଥ ଶିଶୁମାନଙ୍କ ପାଇଁ ଦରଦୀ ବଂଧୁ ଥିଲେ ବଡ ମା ପାର୍ବତୀ ଗିରି । ଯାହାଙ୍କର କିର୍ତ୍ତୀ ଆଜି ସାରା ଓଡ଼ିଶା ନୁହେଁ, ସାରା ଦେଶ ମନେ ପକାଏ । ଆଜିର ଦିବସରେ ବଡ ମା ପାର୍ବତୀ ଗିରି ଙ୍କ ୯୬ ତମ ଜନମ ଜୟନ୍ତୀ ଅବସରରେ କସ୍ତୁରବା ଗାନ୍ଧୀ ମାତୃନିକେତନ, ପାଇକମାଲ ଠାରେ ପାଳିତ ହୋଇଯାଇଛି । ସର୍ବ ପ୍ରଥମେ ପାର୍ବତୀ ଗିରିଙ୍କୁ ପୁଷ୍ପମାଲ୍ୟ ଅର୍ପଣ କରାଯାଇ ଥିଲା । ଅମିକ୍ରନ ର ଭୟାବହତକୁ ଆଖି ଆଗରେ ରଖି ବୁଧବାର ଅନୁଷ୍ଠାନ ର ଅନ୍ତବାସୀ ଅନୁଷ୍ଠାନର ଶିଶୁମାନଙ୍କ ମଧ୍ୟରେ କ୍ରୀଡା ପ୍ରତିଯୋଗିତା, ବକ୍ତୃତା, ପ୍ରବନ୍ଧ ପ୍ରତିଯୋଗିତା  ଅନୁଷ୍ଠିତ ହୋଇଥିଲା । ପ୍ରତିଯୋଗି ମାନଙ୍କୁ ପୁରସ୍କାର ମଧ୍ୟ ବତିରଣ କରାଯାଇଥିଲା । ସଭାରେ ମୁଖ୍ୟ ଅତଥି ଭାବରେ ନିରୁପମା ମହାପାତ୍ର, ମଞ୍ଚାସୀନ ଅନୁଷ୍ଠାନ ର ଅଧ୍ୟକ୍ଷ ନିର୍ମଳ କୁମାର ଗିରି, ତଥା ଅନ୍ୟାନ୍ୟ କର୍ମକର୍ତ୍ତା ସୁଚରିତା ପଣ୍ଡା, ସୁରଭି

ବାରିକ,ଯଶୋବନ୍ତୀ ଭୋଇ,ଦୁର୍ଯ୍ୟୋଧନ ତ୍ରିପାଠୀ, ସୁକାନ୍ତିସୁଚରିତ ପଣ୍ଡା, ସୁରଭି ବାରିକ, ଯଦଶାବନ୍ତୀ ଭୋଇ, ଦୁର୍ଯ୍ୟଧନ ତ୍ରିପାଠୀ, ସୁକାନ୍ତିପଟେଲ, ବାସନ୍ତୀ ମତରୀ, ତିଳକରାମ ମାଝି ପ୍ରମୁଖ ଉପସ୍ଥିତ ଥିଲେ । ଶେଷରେ ସଂଜୀବ ଦାଶ ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026

You Might Also Like