-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||     

HOME   ରାଜନୀତି

ଜିଲ୍ଲାପରିଷଦ ପ୍ରାର୍ଥୀ ତାଲିକା ଜାରି କଲା ବଲାଙ୍ଗିର କଂଗ୍ରେସ. ପ୍ରାର୍ଥୀ ଚୟନରେ ଦଳିୟ ଅନୁଗତ୍ୟ ଓ ବିଜୟ ସମ୍ଭାବନାକୁ ଗୁରୁତ୍ୱ - ସମରେନ୍ଦ୍ର

19-Jan-2022



ବଲାଙ୍ଗିର, (ପ୍ରେରଣା ଖବର)- ଆଗାମୀ ପଞ୍ଚାୟତ ନିର୍ବାଚନ ପାଇଁ ଜିଲ୍ଲା କଂଗ୍ରେସ ବଲାଙ୍ଗିର ତରଫରୁ ଆଜି ଜିଲ୍ଲାର ସମସ୍ତ ୩୪ଟି ଜୋନରେ କଂଗ୍ରେସ ତାର ପ୍ରାର୍ଥୀ ତାଲିକା ଘୋଷଣା କରିଛି । ଜିଲ୍ଲା ସଭାପତି ଦିଲିପ ବେହେରାଙ୍କ ଅନୁମୋଦନ କ୍ରମେ ଏଆଇସିସି ସଭ୍ୟ ତଥା ପିସିସି ସାଧାରଣ ସଂପାଦକ ସମରେନ୍ଦ୍ର ମିଶ୍ର ଆଜି ବଲାଙ୍ଗିର ବିଧାୟକ ନରସିଂହ ମିଶ୍ରଙ୍କ ଆବାସିକ କାର୍ଯ୍ୟାଳୟରେ ସମସ୍ତ ପ୍ରାର୍ଥିଙ୍କ ନାମ ତାଲିକା ଘୋଷଣା କରିଛନ୍ତି । ଘୋଷଣା ବେଳେ ସମରେନ୍ଦ୍ର ମିଶ୍ର କହିଛନ୍ତି ଯେ ପଞ୍ଚାୟତ ନିର୍ବାଚନ ପାଇଁ କଂଗ୍ରେସ ଦଳ ସମ୍ପୁର୍ଣ୍ଣ ଭାବେ ପ୍ରସ୍ତୁତ ଅଛି । ଆମେ ସରକାରର ବିଫଳତା, ନାରୀ ନିର୍ଯ୍ୟାତନାରେ ସରକାରୀ ଦଳର ନେତାଙ୍କ ସଂପୃକ୍ତି ଓ ଆମର ବିକାଶ କାର୍ଯ୍ୟକ୍ରମକୁ ଲୋକଙ୍କ ପାଖକୁ ନେଇ ନିର୍ବାଚନ ଲଢିବୁ । ପ୍ରାର୍ଥୀ ଚୟନ ବେଳେ ପ୍ରାର୍ଥୀଙ୍କ କଂଗ୍ରେସ ଦଳ ପ୍ରତି ଆନୁଗତ୍ୟ, ଲୋକଙ୍କ ଦ୍ୱାରା ଗ୍ରହଣୀୟତା ଏବଂ ବିଜୟ ସମ୍ଭାବନାକୁ ଗୁରୁତ୍ୱ ଦିଆଯାଇଛି । ଆମ ଦଳ ନିଶ୍ଚିତ ଯେ ଆମ ପ୍ରାର୍ଥୀମାନେ ଲୋକଙ୍କ ଦ୍ୱାରା ନିଶ୍ଚୟ ଆଦୃତ ହେବେ । ଏଠାରେ ସୂଚନାଯୋଗ୍ୟ ଯେ ଜିଲ୍ଲାରେ କଂଗ୍ରେସ ଦଳ ନିଜର ଜିଲ୍ଲା ପରିଷଦ ପ୍ରାର୍ଥୀ ତାଲିକା ପ୍ରଥମେ ପ୍ରକାଶ କରିଛି । ଜିଲ୍ଲାର ୩୪ଟି ଜୋନର ନାମ ତାଲିକା ହେଲା ଜୋନ ୧ ଗଣେଷ କୁମାର ସାହୁ, ଜୋନ ନଂ.୨ ଧନଞ୍ଜୟ ପଟେଲ, ଜୋନ ୩ ସୁଷମା ବାରିକ, ଜୋନ ୪ ଶୁଶିଲ ମାଝି, ଜୋନ ୫ ମୋହନ ନାଗ, ଜୋନ ୬ ଗଦିରାମ ସୁନା, ଜୋନ ୭ ଯୋଗେଶ୍ୱରୀ ସୁନା, ଜୋନ ୮ ପ୍ରଦୀପ କୁମାର ନାଗ, ଜୋନ ୯ ଚମ୍ପା ବଗର୍ତ୍ତି, ଜୋନ ୧୦ ରଜନୀ ଶବର, ଜୋନ ୧୧ କୌଶିକ ମେହେର, ଜୋନ ୧୨ କବିତା ଭୋଇ, ଜୋନ ୧୩ ମୁକ୍ତାଦେଇ ତାଣ୍ଡି, ଜୋନ ୧୪ ହେମଲତା ଭୁଏ, ଜୋନ ୧୫ ପଦ୍ମିନୀ ସୁନା, ଜୋନ ୧୬ ଚନ୍ଦ୍ରମଣି ବାଗ, ଜୋନ ୧୭ ଶୁଭ୍ରାଂଶୁ ଶେଖର ପଣ୍ଡା, ଜୋନ ୧୮ ବିନୋଦ ତାଣ୍ଡି, ଜୋନ ୧୯ ଉମାକାନ୍ତି ମହାନନ୍ଦ, ଜୋନ ୨୦ ଓମ୍ କୁମ୍ଭାର, ଜୋନ ୨୧ ସନ୍ତୋଷ ନାଏକ, ଜୋନ ୨୨ ଯଶୋବନ୍ତି ବଘାର, ଜୋନ ୨୩ ନିଳାଦ୍ରୀ ସେଠ, ଜୋନ ୨୪ ମହେନ୍ଦ୍ର ବରିହା, ଜୋନ ୨୫ ମଙ୍ଗଳା ଧରୁଆ, ଜୋନ ୨୬ ନିଳାବତୀ ତାଣ୍ଡି, ଜୋନ ୨୭ ସପ୍ନେଶ୍ୱର ଭୋଇ, ଜୋନ ୨୮ କେତକି ବେହେରା, ଜୋନ ୨୯ ଗୋପି ପାଣିଗ୍ରାହୀ, ଜୋନ ୩୦ ନିତ୍ୟାନନ୍ଦ ଯୋଷୀ, ଜୋନ ୩୧ ଦ୍ରୋପଦୀ ବେହେରା, ଜୋନ ୩୨ ପ୍ରମୋଦ କୁମାର ଭୋଇ, ଜୋନ ୩୩ ତନୟା ବେହେରା, ଜୋନ ୩୪ ସବିତା କାଲସାଏ । ଏ ସମସ୍ତ ପ୍ରାର୍ଥୀ ଚୟନ ଜିଲ୍ଲା କଂଗ୍ରେସ ଦ୍ୱାରା ନିୟୋଜିତ ହୋଇଥିବା ପ୍ରଭାରିମାନଙ୍କ ଦ୍ୱାରା ସବିଶେଷ ରିପୋର୍ଟ ପ୍ରଦାନ ପରେ ଜିଲ୍ଲା କଂଗ୍ରେସ  ସଭାପତି ଦିଲିପ ବେହେରା  ପ୍ରାର୍ଥୀ ତାଲିକା ଚୁଡାନ୍ତ କରାଯାଇଥିଲା ବୋଲି କହିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026

You Might Also Like