-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||     

HOME   ଜିଲ୍ଲା

ଶବକୁ ଉଚିତ ସମ୍ମାନ ଦେଲା କଂଟାବାଞ୍ଜି ପ୍ରେସ କ୍ଲବ  ମାନବିକତାର ପୁଣି ପରିଚୟ ଦେଲା ପ୍ରେସ କ୍ଲବ

19-Jan-2022




କଂଟାବାଞ୍ଜି(ଆନନ୍ଦ ମୋଟେ) : ବର୍ତମାନ ଆଧୁନିକ ଯୁଗରେ ସମସ୍ତେ ନିଜ ନିଜ କାମରେ ବ୍ୟସ୍ତ । ଆଜିର ଏହି ଯୁଗରେ ନିଜ ସ୍ୱାର୍ଥ ନଥିଲେ କିଏ କାହାର କାମ କରେନାହିଁ । ଅନେକ ସମୟରେ ମାନବିକତା ହଜି ଯାଉଥିବା ମଧ୍ୟ ନଜିର ରହିଥାଏ । ତେବେ ଆଜିବି କିଛି ଲୋକ ଅଛନ୍ତି ଯାହାଙ୍କ ପାଇଁ ଆମେ ମାନବିକତା ବଂଚି ରହିଛି ବୋଲି କହି ପାରିବା । ବଲାଙ୍ଗିର ଜିଲ୍ଲା କଂଟାବାଞ୍ଜି ସହର ଏକ ବ୍ୟବସାୟୀ ସହର । ବ୍ୟବସାୟ ପାଇଁ ରାଜ୍ୟ ତଥା ରାଜ୍ୟ ବାହାରେ ବେସ ପରିଚିତ ଏହି ସହର ।  ତେବେ ଏହି ସବୁ ଭିତରେ ସବୁ ସମୟରେ କଂଟାବାଞ୍ଜି ପ୍ରେସ କ୍ଲବ ଏକାଧିକ ସମାଜ ମଂଗଳ କାମ କରି ଆଜି ସହରରେ ପ୍ରଶଂସାର ପାତ୍ର ହେବା ସହ ଅନ୍ୟ ଯୁବପିଢୀ/ ସମାଜସେବୀ ସଂଗଠନ ମାନଙ୍କ ପାଇଁ ଉଦାହରଣ ପାଲଟିଛି । ଡିସେମ୍ବର ୨୬ ତାରିଖ କଂଟାବାଞ୍ଜି ରେଳ ଷ୍ଟେଶନରେ ଏକ ଅଜଣା ବୃଦ୍ଧା ଅସହାୟ ଅବସ୍ଥାରେ ପଡିଥିବା ଖବର ପ୍ରେସ କ୍ଲବ ପାଖକୁ ପହଂଚିଥିଲା । ପ୍ରେସ କ୍ଲବ ସଭାପତି ପ୍ରଭଜିତ ସିଂ ସାଲୁଜାଙ୍କ ନେତୃତ୍ୟରେ ଅନ୍ୟ ସଦସ୍ୟ ମାନେ ତୁରନ୍ତ ବୃଦ୍ଧାଙ୍କ ପାଖକୁ ପହଂଚିଥିଲେ । ବୃଦ୍ଧା ଜଣକ ଦିର୍ଘ ଦିନରୁ ଖାଇବା ପିଇବା ବନ୍ଦ କରିଦେଇଥିବା ବେଳେ ସେ ଅସୁସ୍ଥ ଅବସ୍ଥାରେ ପଡିଥିବା ଯୋଗୁ ତାଙ୍କୁ ସ୍ଥାନିୟ ଡାକ୍ତରଖାନା ଉତ୍ତମ ଚିକିତ୍ସା ପାଇଁ ଅଣାଯାଇଥିଲା ।  ଡାକ୍ତରଖାନାରେ ବୃଦ୍ଧାଙ୍କ ଚିକିତ୍ସା ଆରମ୍ଭ କରାଯାଇଥିଲା । ପ୍ରତ୍ୟେକ ଦିନ ପ୍ରେସ କ୍ଲବର ସଦସ୍ୟ ଯୁଗକ କିଶୋର ଶବର ସହ ଅନ୍ୟ ସଦସ୍ୟ ମାନେ ଡାକ୍ତରଖାନାକୁ ଯାଇ ବୃଦ୍ଧାଙ୍କ ସ୍ୱାସ୍ଥ୍ୟ ଅବସ୍ଥା ପଚାରି ବୁଝିବା ସହ ଖାଇବା ପିଇବା ସହ ଅନ୍ୟ ସବୁ ପ୍ରକାର ସୁବିଧା ଯୋଗାଇ ଦେଇଆସୁଥିଲେ । ତେବେ ଚିକିତ୍ସାଧିନ ଅବସ୍ଥାରେ ବୃଦ୍ଧାଙ୍କ ମୃତ୍ୟୁ ହୋଇଥିବା ବେଳେ ପ୍ରେସ କ୍ଲବ ମୃତ ବୃଦ୍ଧାଙ୍କ ଶବକୁ ଉଚିତ ସମ୍ମାନ ଦେବାକୁ ଆଗକୁ ଆସିଥିଲା । ହିନ୍ଦୁ ରିତିନିତି ପରମ୍ପରା ଅନୁସାରେ ଡାକ୍ତରଖାନାରୁ ବୃଦ୍ଧାଙ୍କ ଶବ କାନ୍ଧେଇ ସହର ମୁଖ୍ୟ ରାସ୍ତା ଦେଇ ସ୍ଥାନିୟ ମୁକ୍ତିଧାମକୁ ନିଆଗଲା । ସେଠାରେ ମାଜିଷ୍ଟେଟ ଦାୟିତ୍ୱରେ ଅତିରିକ୍ତ ତହସିଲଦାର ଯୋଗେଶ୍ୱର ଧରୁଆଙ୍କ ଉପସ୍ଥିତିରେ ପ୍ରେସ କ୍ଲବର ସଦସ୍ୟ ଯୁଗଲ କିଶୋର ଶବର ( କାଜୁ) ମୁଖାଗ୍ନି ଦେଇଥିଲେ । ପ୍ରେସ କ୍ଲବ କାର୍ଯ୍ୟକାରି ସଭାପତି ସୁରଦାସ ବାଗ, ଉପସଭାପତି ରଶ୍ଚିରଞ୍ଜନ ପୁଟେଲ, ସହ-ସଂପାଦକ ଦିପକ କୁମାର ଦାସ ୟାଦବ, କୋଷାଧ୍ୟକ୍ଷ ହନି ସିଂ, ପରାମର୍ଶଦାତା ଆଶିଷ ଖଇତାନ, ଆନନ୍ଦ ମୋଟେ, ଆଇନ ପରାମର୍ଶଦାତା ବିବେକ ଶର୍ମା, ସଦସ୍ୟ ରୋହନ ମହତ, ଜଗମୋହନ ତାଣ୍ଡି, ମେଡିକାଲ ଅଫିସର ଡାକ୍ତର ଏସ.ପି.ଡି. ପଣ୍ଡା, ରୋଗୀ କଲ୍ୟାଣ ସମିତି

ବରିଷ୍ଠ ସଦସ୍ୟ ବରିୟାମ ସିଂ ସାଲୁଜା ( ନାଙ୍ଗୁ ସିଂ), ଏସଡିପିଓ ହୃଶିକେଶ ମେହେର, ଜେଳର ବିକାଶଲତା ବାରୁ , ପୋଲିସ ଅଧିକାରି, ଯୁବ ସମାଜସେବି ଇସାନ ସୋମୟା, ସଂଗ୍ରାମ ତ୍ରିପାଠି, ଓମପ୍ରକାଶ  ସିଂ ସହ ଡାକ୍ତରଖାନାର ଅନ୍ୟ କର୍ମଚାରି ମାନେ ଏହି ମହାନ କାମରେ ସାମିଲ ହୋଇଥିଲେ । ପ୍ରେସ କ୍ଲବର ଏଭଲି କାମ ଯୋଗୁ ସହରବାସି ଭୁରିଭୁରି ପ୍ରସଂଶା କରୁଥିବା ବେଳେ ଜିଲ୍ଲାର ବିଭିନ୍ନ ସଂଗଠନ ପକ୍ଷରୁ ଶୁଭେଚ୍ଛାର ସୁଅ ଛୁଟୁଛି ।


News Comment




Photo in News

Advertisment
Lastest News
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026

You Might Also Like