-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||     

HOME   ମହାନଗର

ବିଜେଡି ପକ୍ଷରୁ ରେଙ୍ଗାଲି ଓ କୁଚିଣ୍ଡା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ୧୧ ଟି ଜୋନର ଜିଲ୍ଲା ପରିଷଦ ପ୍ରାର୍ଥୀ ଘୋଷଣା

20-Jan-2022



ସମ୍ବଲପୁର,(ସଂଜୀବ ପାଣିଗ୍ରାହୀଙ୍କ ରିପୋର୍ଟ) : ସମ୍ବଲପୁର ଜିଲ୍ଲା ବିଜୁ ଜନତା ଦଳ ପକ୍ଷରୁ ବୁଧବାର ରେଙ୍ଗାଲି ଓ କୁଚିଣ୍ଡା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ୧୧ ଟି ଜୋନର ଜିଲ୍ଲା ପରିଷଦ ପ୍ରାର୍ଥୀ ଙ୍କ ନାମ ଘୋଷଣା କରାଯାଇଛି । ପ୍ରଥମ ପର୍ଯ୍ୟାୟରେ ରେଙ୍ଗାଲି ନିର୍ବାଚନ ମଣ୍ଡଳୀର ୫ ଟି ଜିଲ୍ଲା ପରିଷଦ ଜୋନ ଏବଂ କୁଚିଣ୍ଡା ନିର୍ବାଚନ ମଣ୍ଡଳୀ ର ୬ ଟି ଜିଲ୍ଲା ପରିଷଦ ଜୋନର ପ୍ରାର୍ଥୀଙ୍କ ନାମ ଘୋଷଣା ହୋଇଛି I ଜିଲ୍ଲା ବିଜୁ ଜନତା ଦଳ ପକ୍ଷରୁ ଜିଲ୍ଲା ପରିଷଦ ଜୋନର ପ୍ରାର୍ଥୀ ମାନଙ୍କୁ ଦଳୀୟ ଟିକଟ ପ୍ରଦାନ କରିଛନ୍ତି ଦଳୀୟ ପର୍ଯ୍ୟବେକ୍ଷକ ଇଂ.ନଳିନୀ କାନ୍ତ ପ୍ରଧାନ ଏବଂ ଜ଼ିଲ୍ଲା ସଭାପତି ଇଂ. ସିଦ୍ଧାର୍ଥ ଦାସ । ଏହି ସମୟରେ କୁଚିଣ୍ଡା ବିଧାୟକ କିଶୋର ଚନ୍ଦ୍ର ନାଏକ, ଦେବେନ୍ଦ୍ର କିଶୋର ପତି, ଭୁବନେଶ୍ୱର କିସାନ,ସୁଭାଶିଷ ପଣ୍ଡା,କାଁହୁ ଚରଣ ମିଶ୍ର ଓ ଏମ.ବି ସତୟେନ,ମୋତିଲାଲ ତନ୍ତୀ, ମନୋଜ ମହାପାତ୍ର, ଧର୍ମରାଜ ମରେଈ ପ୍ରମୁଖ ଉପସ୍ଥିତ ଥିଲେ I ରେଙ୍ଗାଲି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ରେଙ୍ଗାଲି ବ୍ଲକ ଜୋନ ୧ ପାଇଁ ଚୋଳେଶ୍ୱରୀ ମହାନନ୍ଦ, ଜୋନ ୨ ପାଇଁ ଶ୍ରୀଦେବ ନାରାୟଣ ତିୱାରୀ, ଧନକଉଡ଼ା ବ୍ଲକ ଜୋନ ୧ ପାଇଁ ଗୋପାଳ ଅଗ୍ରୱାଲ, ଜୋନ ୨ ପାଇଁ ସୁଦର୍ଶନ ହରିପାଲ, ମାନେଶ୍ଵର ବ୍ଲକ ଜୋନ ୧ ପାଇଁ  ସୁରଜା ସେଠ ଙ୍କ ନାମ ଘୋଷଣା ହୋଇଛି I ଠିକ ସେହିପରି କୁଚିଣ୍ଡା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ କୁଚିଣ୍ଡା ବ୍ଲକ ଜୋନ ୧ ପାଇଁ ଅଜିତ କୁମାର ମହାପାତ୍ର, ଜୋନ ୨ ପାଇଁ ପୁର୍ଣଚନ୍ଦ୍ର କିସାନ, ଜମନକିରା ବ୍ଲକ ଜୋନ ୧ ପାଇଁ ସୁଜାତା ଖୁଣ୍ଟିଆ, ଜୋନ ୨ ପାଇଁ ତନୟା ଧୁରୁଆ,    ବାମରା ବ୍ଲକ ଜୋନ ୧ ପାଇଁ କୃଷ୍ଣ ଚନ୍ଦ୍ର ଟପ୍ପୋ, ଜୋନ ୨ ପାଇଁ କୁମୁଦିନୀ ନାଏକଙ୍କ ନାମ ଘୋଷଣା ହୋଇଛି I


News Comment




Photo in News

Advertisment
Lastest News
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026

You Might Also Like