-+91-9937148622 |
prerana_bgr@rediffmail.com |
Friday 18th September 2026 |
R.N.I. Regd No. ODIODI/2010/46693
Breaking News
20-Jan-2022
କଣ୍ଟାବାଞ୍ଜି(ଆନନ୍ଦ ମୋଟେ) : ଚଟୁଅନକା ଯୁବ ସଂଗଠନ ତରଫ ରୁ ମାସ୍କ ବଣ୍ଟନ ଓ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି l ବଲାଙ୍ଗୀର ଜିଲ୍ଲା ତୁରେକେଲା ବ୍ଲକ ଚଟୁଅନକା ପଞ୍ଚାୟତ ର ଯୁବକ ମାନଙ୍କୁ ନେଇ ଗଠିତ ଯୁବ ସଂଗଠନ ତରଫରୁ ଗାଁର ତାରିଣୀ ମନ୍ଦିର ରୁ ଏକ ଶୋଭାଯାତ୍ରା ବାହାରି ମାସ୍କ ବଣ୍ଟନ ଓ ସଚେତନତା କାର୍ଯ୍ୟକ୍ରମ କରାଯାଇ ଥିଲା ।ଏଥିରେ ଚଟୁଅନକା, କୁର୍ଲି ର ଯୁବ ଭାଇ ମାନେ ଉପସ୍ଥିତ ହୋଇ କାର୍ଯ୍ୟକ୍ରମ କୁ ସଫଳ କରିଥିଲେ।