-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||     

HOME   ଜିଲ୍ଲା

ବଲାଙ୍ଗିରରେ କଂଗ୍ରେସ ଦଳର ୧୧ଜଣ ଜିଲ୍ଲା ପରିଷଦ ପ୍ରାର୍ଥୀଙ୍କ ନାମାଙ୍କନ ଦାଖଲ  ମମିତା ହତ୍ୟାକାଣ୍ଡ, ବେରୋଜଗାରି, ଧାନ କିଣା ଦୁର୍ନୀତିି ହେବ ମୁଖ୍ୟ ପ୍ରସଙ୍ଗ-ସମରେନ୍ଦ୍ର

20-Jan-2022



ବଲାଙ୍ଗିର,(ପ୍ରେରଣା ଖବର)-ବେରୋଜଗାରି, ଧାନକିଣା ଦୁର୍ନୀତିି, ମମିତା ହତ୍ୟାକାଣ୍ଡରେ ସରକାରୀ ଦଳର ସଂପୃକ୍ତି ଯୋଗୁଁ ଆଜି ଦିନରେ ସରକାର ଏବଂ ବିଜୁ ଜନତା ଦଳକୁ ଲୋକେ ଘୃଣ୍ୟ ଦୃଷ୍ଟିରେ ଦେଖିଲେଣି । ତା ଉପରକୁ ଆହୁରି ନିର୍ବାଚନୀ ସଂରକ୍ଷଣରେ ପଛୁଆ ବର୍ଗ ଏବଂ ଆଦିବାସୀ ହରିଜନଙ୍କ ପ୍ରତି କରାଯାଇଥିବା ଅବହେଳା ଯୋଗୁଁ ଏ ସରକାରଙ୍କ ଅସଲ ମୁଖାକୁ ଲୋକ ଜାଣିଗଲେଣି ତେଣୁ ଏହି ନିର୍ବାଚନରେ ଆମେ ସରକାର ଏବଂ ବିଜୁ ଜନତା ଦଳଙ୍କ ପ୍ରାର୍ଥୀ ଏପରି କି କେନ୍ଦ୍ରରେ ଥିବା ବିଜେପି ସରକାର ଏବଂ ତାଙ୍କ ପ୍ରାର୍ଥୀଙ୍କ ବିରୁଦ୍ଧରେ ଏହାକୁ ମୁଖ୍ୟ ପ୍ରସଙ୍ଗ କରିବୁ ବୋଲି ଆଜି ବଲାଙ୍ଗିର ଉପ-ଜିଲ୍ଲାପାଳ କାର୍ଯ୍ୟାଳୟରେ ବଲାଙ୍ଗିର ଏବଂ ଲୋଇସିଂହା ବିଧାନସଭା ନିର୍ବାଚନ ମଣ୍ଡଳି ଅନ୍ତର୍ଗତ ସମସ୍ତ ଜିଲ୍ଲା ପରିଷଦ ପ୍ରାର୍ଥୀଙ୍କ ନାମାଙ୍କନ ଦାଖଲ ସମୟରେ ଉପସ୍ଥିତ ଥିବା ଏଆଇସିସି ସଦସ୍ୟ ତଥା ପିସିସି ର ସାଧାରଣ ସଂପାଦକ ସମରେନ୍ଦ୍ର ମିଶ୍ର ନିଜ ପ୍ରତିକ୍ରିୟାରେ କହିଛନ୍ତି । ଆଜି ମଧ୍ୟାହ୍ନ ୧୨ ଟା ପରେ ବଲାଙ୍ଗିର ଜିଲ୍ଲା

କଂଗ୍ରେସ ସଭାପତି ଦିଲିପ ବେହେରାଙ୍କ ନେତୃତ୍ୱରେ  କଂଗ୍ରେସ ଦଳର ସମସ୍ତ ୧୧ଜଣ ଜିଲ୍ଲା ପରିଷଦ ପ୍ରାର୍ଥୀଙ୍କୁ ନେଇ ସମ୍ପୁର୍ଣ୍ଣ କୋଭିଡ୍ କଟକଣାରେ ନାମାଙ୍କନ ଦାଖଲ କରାଯାଇଥିଲା । ବଲାଙ୍ଗିର ବିଧାନସଭା ଅଂଚଳର ଦେଓଗାଁ ବ୍ଲକ ସ୍ଥିତ ଜୋନ ନଂ ୧୩ ରୁ ମୁକ୍ତାଦେଇ ତାଣ୍ଡି, ଜୋନ ନଂ.୧୨ ରୁ କବିତା ଭୋଇ, ବଲାଙ୍ଗିର ସଦର ବ୍ଲକ ୨୨ ନଂ. ଜୋନ ରୁ ଯଶୋବନ୍ତି ବଘାର, ୨୩ ନଂ. ଜୋନରୁ ନିଳେନ୍ଦ୍ରୀ ସେଠ, ପୁଇଁନ୍ତଲା ବ୍ଲକ ଲୋଇସିଂହା ନିର୍ବାଚନ ମଣ୍ଡଳି ଅନ୍ତର୍ଗତ ଲୋଇସିଂହା ବ୍ଲକର ଜୋନ ନଂ.୩୩ ରୁ ତନୟା ବେହେରା, ଜୋନ ନଂ.୩୪ ରୁ ସବିତା କାଲସାଏ, ପୁଇଁନ୍ତଲା ବ୍ଲକର ଜୋନ ନଂ.୧୭ ରୁ ଶୁଭ୍ରାଂଶୁ ଶେଖର ପଣ୍ଡା, ଜୋନ ନଂ.୧୮ ରୁ ବିରୋଧ ତାଣ୍ଡି, ଜୋନ ନଂ.୧୯ ରୁ ଉମାକାନ୍ତ ମହାନନ୍ଦ, ଆଗଲପୁର ବ୍ଲକ ଜୋନ ନଂ.୧ ରୁ ଗଣେଶ କୁମାର ସାହୁ, ଜୋନ ନଂ. ୨ ରୁ ଧନଞ୍ଜୟ ବେହେରା ଆଜି ତାଙ୍କର ପ୍ରସ୍ତାବକ ଓ ସମର୍ଥକକୁ ନେଇ ଉପଜିଲ୍ଲାପାଳଙ୍କ ସମ୍ମୁଖରେ ନିଜର ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି । ପ୍ରାର୍ଥିପତ୍ର ଦାଖଲ ସମୟରେ ପ୍ରାର୍ଥିମାନଙ୍କ ପ୍ରସ୍ତାବକ ଓ ସମର୍ଥକଙ୍କ ବ୍ୟତିତ ଜୋନ ପ୍ରଭାରି, ବ୍ଲକ କଂଗ୍ରେସ ସଭାପତି ଗୁଡିକ ଉପସ୍ଥିତ ଥିଲେ ।  


News Comment




Photo in News

Advertisment
Lastest News
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026

You Might Also Like