-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||     

HOME   ରାଜନୀତି

ଜ଼ିଲ୍ଲାପରିଷଦ ନିର୍ବାଚନ ପାଇଁ ବିଜେଡି, କଂଗ୍ରେସ, ଓ ଆମ ଆଦମୀ ପାର୍ଟି ପ୍ରାର୍ଥଙ୍କ ପ୍ରାଥିପତ୍ର ଦାଖଲ

20-Jan-2022



 ସମ୍ବଲପୁର,(ସଂଜୀବ ପାଣିଗ୍ରାହୀଙ୍କ ରିପୋର୍ଟ): ତ୍ରୀସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ପ୍ରାଥିପତ୍ର ଦାଖଲର ଆଜି ଚତୁର୍ଥ ଦିନ ସମ୍ବଲପୁର ସଦର ଉପ ଜ଼ିଲ୍ଲାପାଳଙ୍କ ଠାରେ ସମୁଦାୟ ୬ ଜଣ ଜ଼ିଲ୍ଲାପରିଷଦ ପ୍ରାଥି ତାଙ୍କର ପ୍ରାଥିପତ୍ର ଦାଖଲ କରିଛନ୍ତି I ଭାରତୀୟ ଜାତୀୟ କଂଗ୍ରେସ ପକ୍ଷରୁ ରେଙ୍ଗାଲି ଜୋନ ୧ ପାଇଁ ବ୍ଲକର ସାଲଡ଼ ପଂଚାୟତ କୁର୍ଲା ଗ୍ରାମର ରେବତୀ ସୁନା (ପ୍ରସ୍ତାବକ: ଦୁର୍ଯ୍ୟୋଧନ ଗରର୍ଡିଆ ଓ ସମର୍ଥକ : ଚତୁର୍ଭୁଜ ଝାଙ୍କର), ଜୋନ ୨ ପାଇଁ ଲଇଡ଼ା ନିବାସୀ ପୂର୍ବତନ ଲଇଡ଼ା କପୋରେଟିଭ ସଭାପତି ସରୋଜ ପୂଜାରୀ (ପ୍ରସ୍ତାବକ: ଭବାନୀ ଶଙ୍କର ଭୋଇ ଓ ସମର୍ଥକ : ସନ୍ତୋଷ କୁମାର ଭୋଇ), ଧନକଉଡା ବ୍ଲକ ଜୋନ ୧ ପାଇଁ ତାଳବ ନିବାସୀ ଉମେଶ ସାହୁ (ପ୍ରସ୍ତାବକ: ଦିଲୀପ ବିଶ୍ୱାଳ ଓ ସମର୍ଥକ : ରାଜକୁମାର ସାହୁ) ଏବଂ ଜୋନ ୨ ପାଇଁ କଳାମାଟି ପଂଚାୟତ ପୋଡାପଡ଼ା ନିବାସୀ କ୍ରିଷ୍ଣାରାଣୀ ବେହେରା (ପ୍ରସ୍ତାବକ: ଏମଡି ରୁସ୍ତମ ଓ ସମର୍ଥକ : ତରଣୀ ପ୍ରଧାନ) ପ୍ରାଥିପତ୍ର ଦାଖଲ କରିଛନ୍ତି I ଠିକ୍ ସେହିପରି ବିଜୁ ଜନତା ଦଳ (ବିଜେଡି) ପକ୍ଷରୁ ଧନକଉଡ଼ା ବ୍ଲକ ଜୋନ ୨ ପାଇଁ କଲାମାଟି ପଞ୍ଚାୟତ କଲପଡ଼ା ନିବାସୀ ବିଜେଡି ବ୍ଲକ ଡିଜିଟାଲ ସେକ୍ରେଟାରୀ ଯୁବ ନେତା ସୁଦର୍ଶନ ହରିପାଳ (ପ୍ରସ୍ତାବକ: ଅରବିନ୍ଦ ତ୍ରିପାଠୀ ଓ ସମର୍ଥକ : କାନ୍ହୁ ମିଶ୍ର ) ଏବଂ ଆମ ଆଦମୀ ପାର୍ଟି ପକ୍ଷରୁ ଯୁଜୋମୁରା ବ୍ଲକ ଜୋନ ୨ ପାଇଁ ମେଘପାଳ ପଞ୍ଚାୟତ ତିଲେଇମାଲ ନିବାସୀ ଦେଓନିସ୍ ଲୁଗୁନ୍ (ପ୍ରସ୍ତାବକ: ଅଭିମନ୍ୟୁ ମିର୍ଦ୍ଧା ଓ ସମର୍ଥକ : ଫିଲମନ କାଣ୍ଡୁଲାନା ) ପ୍ରାଥି ପତ୍ର ଦାଖଲ କରିଥିଲେ I


News Comment




Photo in News

Advertisment
Lastest News
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026

You Might Also Like