-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||     

HOME   ଜିଲ୍ଲା

କନ୍ଧମାଳ ଜିଲ୍ଲାର ବିଭିନ୍ନ ସ୍ଥାନରେ ବୃହତ ପାଇପ ଜଳ ଯୋଗାଣ ପ୍ରକଳ୍ପ କାର୍ଯ୍ୟ ଆରମ୍ଭ

20-Jan-2022



କନ୍ଧମାଳ:(ସୁଶିଲ କୁମାର ପାଣିଗ୍ରାହୀ):କନ୍ଧମାଳ ଜିଲ୍ଲା ବାସୀଙ୍କ ପିଇବା ପାଣି ସମସ୍ୟା ଦୂରହେବାର ସମ୍ଭବ ହୋଇଛି। ବୌଦ୍ଧ ଜିଲ୍ଲାର ହରଭଙ୍ଗା ବ୍ଲକର ସଙ୍କୁଲୋଇ ପଞ୍ଚାୟତର ପାଣିଘରା ଠାରୁ ପାଇପ ଯୋଗେ ପାନୀୟ ଜଳ ଅଭିଭକ୍ତ କନ୍ଧମାଳ ଜିଲ୍ଲାର ୫ଟି ବ୍ଲକ ଯଥା ଫୁଲବାଣୀ, ଫିରିଙ୍ଗିଆ, ଖଜୁରୀପଡା, ଚକାପାଦ ଓ ବୌଦ୍ଧ ଜିଲ୍ଲାର ହରଭଙ୍ଗା ବ୍ଲକର ସମସ୍ତ ଜନସାଧାରଣଙ୍କୁ ପାନୀୟ ଜଳ ଯୋଗାଇ ଦେବାର ପ୍ରସ୍ତାବ ରହିଛି। ୭୩୦କୋଟି ଟଙ୍କା ବ୍ୟୟ ଅଟକଳରେ ଉକ୍ତ ପ୍ରକଳ୍ପ ଟି କାର୍ଯ୍ୟକାରୀ ହେଉଛି। ଉକ୍ତ ପ୍ରକଳ୍ପ ଟି ଏଲଏଣ୍ଡଟି କମ୍ପାନୀ ପକ୍ଷରୁ ହରଭଙ୍ଗାଠାରେ ବୃହତ ପାନୀୟ ଜଳ ଯୋଗାଣ ପ୍ରକଳ୍ପ କାର୍ଯ୍ୟ ଆରମ୍ଭ ହୋଇଛି।ଏଥିପାଇଁ ଠିକାସଂସ୍ଥା ପକ୍ଷରୁ ଲେବର ରୁମ, ଷ୍ଟାଫ କ୍ୱାଟର ଭଳି ଆନୁସଙ୍ଗିକ କାର୍ଯ୍ୟ ଆରମ୍ଭ ହୋଇଛି।ଅନ୍ୟପଟେ ପାଣିଘରା

ମହାନଦୀ ଘାଟରେ ଠିକାସଂସ୍ଥା ପକ୍ଷରୁ ପ୍ରାକ କାର୍ଯ୍ୟ ମଧ୍ୟ ଆରମ୍ଭ କରିଛି।ପ୍ରକଳ୍ପ କାର୍ଯ୍ୟକାରୀ ହେଲେ ଦୈନିକ ଗୋଟିଏ ପରିବାରକୁ ୭୦ ଲିଟର ପିଇବା ପାଣି ମିଳିବ।ଏଥିପାଇଁ ଦୁଇରୁ ତିନୋଟି ବଡ ବଡ ଓଭରହ୍ୟାଡ ଟ୍ୟାଙ୍କ ସହିତ ଟ୍ରିଟମେଣ୍ଟ ପ୍ଲାଣ୍ଟ ମଧ୍ୟ ନିର୍ମାଣ କରାଯିବ।ପ୍ରକଳ୍ପ କାର୍ଯ୍ୟକାରୀ ହେଲେ ହରଭଙ୍ଗା ବ୍ଲକର ୨୨ଟି ପଞ୍ଚାୟତର ୩୬୨ ଟି ରାଜସ୍ବ ଗ୍ରାମ ର ଜନସାଧାରଣ ଉପକୃତ ହେବା ସହ,କନ୍ଧମାଳ ଜିଲ୍ଲା ର ୪ଟିବ୍ଲକର ଜନସାଧାରଣ ଉପକୃତ ହେବେ।ଏହାକୁ ଦୃଷ୍ଟି ରେ ରଖି ରାଜ୍ୟ ସରକାର ପ୍ରକଳ୍ପ ମଞ୍ଜୁର କରିଥିବାରୁ ଅଞ୍ଚଳ ବାସି ଆନନ୍ଦ ପ୍ରକାଶ କରିଛନ୍ତି।ଏହି ପ୍ରକଳ୍ପ କାର୍ଯ୍ୟରେ ବହୁତ ଶ୍ରମଜୀବୀ କାର୍ଯ୍ୟରେ ନିୟୋଜିତ ହେଇପାରିବେ ବୋଲି ଜଣାପଡିଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026

You Might Also Like